Posted inଖେଳ

‘ଥାଲା’ ମାନେ କ’ଣ? ଜାଣନ୍ତୁ କାହିଁକି ଧୋନୀଙ୍କୁ ଏହି ନାମରେ ଡାକିଥାନ୍ତି ସାଥୀ ଖେଳାଳି

ନୂଆଦିଲ୍ଲୀ,୭।୭: ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ବୁଧବାର ତାଙ୍କର ୪୦ତମ ଜନ୍ମଦିନ ପାଳନ କରୁଛନ୍ତି। ଆଇସିସିର ସମସ୍ତ ତିନୋଟି ଟ୍ରଫି(ଟି୨୦ ବିଶ୍ୱକପ୍‌, ୫୦ ଓଭର ବିଶ୍ୱକପ୍‌ ଏବଂ ଚାମ୍ପିୟନ୍ସ ଟ୍ରଫି) ଜିତିଥିବା ବିଶ୍ୱର ଏକମାତ୍ର ଅଧିନାୟକ ଧୋନୀଙ୍କ ନିକଟକୁ ପ୍ରଶଂସକଙ୍କ ଶୁଭେଚ୍ଛାର ସୁଅ ଛୁଟିଛି। ତେବେ ୨୦୨୦ ଅଗଷ୍ଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିବା ଧୋନୀ ଆଇପିଏଲ୍‌ ଖେଳୁଛନ୍ତି। ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ଦାୟିତ୍ୱ ସେ ନିର୍ବାହ କରୁଛନ୍ତି। ତେବେ ଆଇପିଏଲ୍‌ ପାଇଁ ଖେଳୁଥିବା ବେଳେ ଧୋନୀଙ୍କୁ ଏକ ବିଶେଷ ନାମରେ ଡାକିଥାନ୍ତି ସମସ୍ତେ। ସେଇଟି ହେଲା ‘ଥାଲା’। ଆପଣ କ’ଣ ଜାଣନ୍ତି ଏହାର ଅର୍ଥ କ’ଣ? ଆସନ୍ତୁ ଜାଣିବା…

ଥାଲା ହେଉଛି ଏକ ତାମିଲ ଶବ୍ଦ। ଏହାର ଅର୍ଥ ଲିଡର୍‌ ତଥା ନେତା/ମୁଖ୍ୟ। ଧୋନୀ ଆଇପିଏଲ୍‌ର ପ୍ରଥମ ସିଜିନରୁ ସିଏସ୍‌କେ ସହ ଜଡ଼ିତ ହୋଇ ଅଛନ୍ତି। ତାଙ୍କ ନେତୃତ୍ୱରେ ଦଳ ଭଲ ପ୍ରଦର୍ଶନ କରିଆସିଛି। ହଳଦିଆ ବିଗ୍ରେଡ ତିନିଥର ଆଇପିଏଲ୍‌ ଟାଇଟଲ୍‌ ମଧ୍ୟ ଜିତିଛି। ଏହି ନେତୃତ୍ୱ ଗୁଣ ଯୋଗୁ ତାଙ୍କୁ ‘ଥାଲା’ ବୋଲି କୁହାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

New Labour Law: ସପ୍ତାହକୁ ମିଳିବ କି ୩ଦିନ ଛୁଟି? କଣ କହିଲା ଶ୍ରମ ମନ୍ତ୍ରଣାଳୟ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୧୨: ବର୍ତ୍ତମାନ ସମୟରେ ସୋସିଆଲ ମିଡିଆରୁ ଅଫିସ୍ ପର୍ଯ୍ୟନ୍ତ, ଲୋକଙ୍କ ମନରେ ସମାନ ପ୍ରଶ୍ନ ଘୂରି ବୁଲୁଛି ଯେ, ଭାରତରେ ଚାରି ଦିନିଆ କାର୍ଯ୍ୟ ସପ୍ତାହ...

ମେସିଙ୍କ କ୍ରିକେଟ୍‌ କ୍ରେଜ୍‌: ବଡ଼ ଉପହାର ଦେଲେ ଜୟ ଶାହା

ନୂଆଦିଲ୍ଲୀ, ୧୫।୧୨: ଆର୍ଜେଣ୍ଟିନାର ଷ୍ଟାର ଫୁଟବଲ ଖେଳାଳି ଲିଓନେଲ ମେସି ତାଙ୍କ ଗୋଟ ଇଣ୍ଡିଆ ଟୁର୍‌ର ତୃତୀୟ ଦିନରେ ଦିଲ୍ଲୀରେ ପହଞ୍ଚିଛନ୍ତି। ଏହି କାର୍ଯ୍ୟକ୍ରମ ଦିଲ୍ଲୀର...

ରାଜ୍ୟ ସରକାରଙ୍କ ବଡ଼ ଭେଟି: ପିଜି ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ୬୭% ପର୍ଯ୍ୟନ୍ତ ବୃଦ୍ଧି

ଭୁବନେଶ୍ୱର,୧୫।୧୨: ଓଡ଼ିଶାର ଆୟୁଷ ଶିକ୍ଷା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସରକାରୀ ଆୟୁର୍ବେଦିକ ଓ ହୋମିଓପାଥିକ ମେଡିକାଲ...

ବଏ ଫ୍ରେଣ୍ଡ ରୁମରୁ ମିଳିଲା ମହିଳାଙ୍କ ମୃତଦେହ! ପରିବାର ପକ୍ଷରୁ ହତ୍ୟା ଅଭିଯୋଗ

କେନ୍ଦ୍ରାପଡ଼ା,୧୫।୧୨: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଗରାପୁରସ୍ଥିତ ଏକ ଭଡ଼ା ଘରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହେବା ଘଟଣା ଏକ ନୂଆ ମୋଡ଼ ନେଇଛି।...

ଭଲିବଲ ପ୍ରତିଯୋଗିତା: ରିଷିଡ଼ା ଚାମ୍ପିୟନ

ରିଷିଡ଼ା, ୧୫ା୧୧(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ବାପୁଜୀ ମିନି ଷ୍ଟାଡିୟମରେ ରବିବାର ଦିନିକିଆ ରିଷିଡ଼ା କପ ଭଲିବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।...

ଟି-୨୦ରେ ବଡ଼ କାରନାମା କଲେ ତିଲକ ବର୍ମା: କୋହଲିଙ୍କ ପଛରେ ପକାଇଲେ

ନୂଆଦିଲ୍ଲୀ,୧୫।୧୨: ଟିମ ଇଣ୍ଡିଆର ଯୁବ ବ୍ୟାଟ୍ସମ୍ୟାନ ତିଲକ ବର୍ମା ଟି-୨୦ କ୍ରିକେଟରେ ଏକ ବଡ଼ ସଫଳତା ହାସଲ କରିଛନ୍ତି। ସେ ତାଙ୍କ ଟି-୨୦ କ୍ୟାରିୟରରେ ୪୦୦୦...

ନଭେମ୍ବରରେ ଦ୍ୱିତୀୟ ମାସ ପାଇଁ ପାଇକାରୀ ମୁଦ୍ରାସ୍ଫୀତି ନକାରାତ୍ମକ

ନୂଆଦିଲ୍ଲୀ,୧୫।୧୨: ସରକାରୀ ତଥ୍ୟ ଅନୁଯାୟୀ, ନଭେମ୍ବର ୨୦୨୫ରେ ପାଇକାରୀ ମୂଲ୍ୟ ସୂଚକାଙ୍କ (WPI) ଭିତ୍ତିକ ମୁଦ୍ରାସ୍ଫୀତି ହାର କ୍ରମାଗତ ଦ୍ୱିତୀୟ ମାସ ପାଇଁ (-) ୦.୩୨...

ଏପରି ଗାଁ, ଯେଉଁଠି କାହା ଘରେ ନାହିଁ ରୋଷେଇ ଘର: ଖାଇବା ଶୈଳୀ ଜାଣିଲେ ଉଡ଼ିଯିବ ହୋଶ୍‌

ଶତାବ୍ଦୀ ଧରି ଭାରତୀୟ ଗ୍ରାମଗୁଡ଼ିକ ସେମାନଙ୍କର ସରଳତା ଏବଂ ପରମ୍ପରା ପାଇଁ ଜଣାଶୁଣା। ସମୟ ବଦଳିଛି ଏବଂ ସୁବିଧାସୁଯୋଗ ବୃଦ୍ଧି ପାଇଛି। କିନ୍ତୁ ଆଜି ମଧ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri