ପରିବାର ସହ ଲଣ୍ଡନ ଚାଲିଯିବେ ମୁକେଶ ଅମ୍ବାନୀ, ୩୦୦ ଏକର ଜମିରେ ନିର୍ମାଣ କରୁଛନ୍ତି ବଙ୍ଗଳା !

ନୂଆଦିଲ୍ଲୀ,୫।୧୧: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ଚେୟାରମ୍ୟାନ୍‌ ତଥା ଏସିଆର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀ ନିଜ ତଥା ପରିବାର ଲାଗି ଦ୍ୱିତୀୟ ଘର ନିର୍ମାଣ କରୁଛନ୍ତି। ସେ ପରିବାର ସହ ଅନ୍ୟ ଦେଶରେ ବସବାସ କରିବାକୁ ପ୍ରସ୍ତୁତ ହେଉଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ଅମ୍ବାନୀଙ୍କ ଦ୍ୱିତୀୟ ଘର ଲଣ୍ଡନରେ ହେବ। ସେ ଲଣ୍ଡନର ବକିଂହାମଶାୟାରର ଷ୍ଟୋକ୍‌ ପାର୍କରେ ୩୦୦ ଏକର ସମ୍ପତ୍ତି କିଣିଛନ୍ତି।

ଲକ୍‌ଡାଉନ୍‌ ଏବଂ ମହାମାରୀ ସମୟରେ ଅଲ୍ଟାମାଉଣ୍ଟ ରୋଡ୍‌ରେ ଥିବା ‘ଆଣ୍ଟିଲିଆ’ରେ ଅଧିକାଂଶ ସମୟ ଅତିବାହିତ କରୁଥିଲେ ଅମ୍ବାନୀ। ଏହି ସମୟରେ ପରିବାରଲୋକେ ତାଙ୍କୁ ଆଉ ଏକ ଘର ଆବଶ୍ୟକ ବୋଲି ଅନୁଭବ କରିଥିଲେ। ଏଣୁ ସେମାନେ ଲଣ୍ଡନରେ ଅନ୍ୟ ଏକ ଘର ନିର୍ମାଣ କରିବାକୁ ସ୍ଥିର କରିଥିଲେ। ଚଳିତ ବର୍ଷ ଆରମ୍ଭରୁ ଉକ୍ତ ସ୍ଥାନକୁ ୫୯୨ କୋଟିରେ କିଣିଥିଲେ ଅମ୍ବାନୀ।

ନୂତନ ଷ୍ଟୋକ୍‌ ପାର୍କରେ କିଣିଥିବା ଜାଗାରେ ଯେଉଁ ଘର ନିର୍ମାଣ ହେବ ତାର ୪୯ ଟି ଶୟନ କକ୍ଷ ରହିବ। ଏହାଛଡ଼ା ଚିକିତ୍ସା ପାଇଁ କିଛି ସ୍ବତନ୍ତ୍ର ବ୍ୟବସ୍ଥା ରହିବ। ନୂଆ ଘରେ ଏକ ମନ୍ଦିର ମଧ୍ୟ ସ୍ଥାପନ କରାଯାଇଛି। ପୂଜା ଲାଗି ମୁମ୍ବାଇର ଦୁଇଜଣ ପୁରୋହିତ ମଧ୍ୟ ସାଙ୍ଗରେ ଯିବେ ବୋଲି ଆଶା କରାଯାଉଛି। ଆସନ୍ତା ବର୍ଷ ଏପ୍ରିଲରେ ସେମାନେ ୟୁକେର ବଙ୍ଗଳାରେ ରହିବା ଲାଗି ଚାଲିଯିବେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Online Fuel Order: ଅଧାରାସ୍ତାରେ ଗାଡିରୁ ତେଲ ସରିଗଲେ ନୋ ଟେନଶନ, ଯେକୌଣସି ସ୍ଥାନରୁ ବି ଅର୍ଡର କରିପାରିବେ ପେଟ୍ରୋଲ

ଯାତ୍ରା ସମୟରେ ଅଧା ରାସ୍ତାରେ ଗାଡରୁ ତେଲ ସରିଗଲେ ଟେନଶନ ବଢିଯାଏ।ବେଶୀ ଅସୁବିଧା ହୁଏ ଯେତେବେଳେ ପାଖରେ କୌଣସି ପେଟ୍ରୋଲ ପମ୍ପ ନ ଥାଏ। ବାଇକ୍‌...

ହାର୍ଭାର୍ଡ ଇଣ୍ଡିଆ ସମ୍ମିଳନୀରେ ଯୋଗଦେବେ ନୀତା

ମୁମ୍ବାଇ,୨୬।୧୨: ରିଲାଏନ୍ସ ଗ୍ରୁପ୍‌ର ସାମାଜିକ ପ୍ରତିଷ୍ଠାନ ତଥା ରିଲାଏନ୍ସ ଫାଉଣ୍ଡେଶନର ଚେୟାରମ୍ୟାନ୍‌ ନୀତା ଏମ୍‌ ଅମ୍ବାନୀ ୨ ଦିନିଆ ହାର୍ଭାର୍ଡ ଇଣ୍ଡିଆ ସମ୍ମିଳନୀରେ ଯୋଗଦେବେ ବୋଲି...

ପୁସ୍ତକ ପ୍ରେମୀଙ୍କୁ ବଡ଼ ଝଟ୍‌କା, ଇଣ୍ଡିଆ ପୋଷ୍ଟ ବନ୍ଦ କଲା ‘ବୁକ୍‌ ପୋଷ୍ଟ’ ସେବା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ପୋଷ୍ଟ ୧୮ ଡିସେମ୍ବର ୨୦୨୪ରେ ନିଜର ‘ବୁକ୍‌ ପୋଷ୍ଟ’ ସେବାକୁ ବନ୍ଦ କରି ପୁସ୍ତକ ପ୍ରେମୀଙ୍କ ସହ ପୁସ୍ତକ ବ୍ୟବସାୟୀଙ୍କୁ ବଡ଼ ଝଟ୍‌କା...

ଅକ୍ଟୋବରରେ ୯.୨୮ ବିଲିୟନ ଡଲାର କାରବାର

ଭୁବନେଶ୍ୱର,୨୫ା୧୨, (ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଅକ୍ଟୋବରରେ ସ୍ପଟ୍‌ ବୈଦେଶିକ ମୁଦ୍ରାବଜାରରେ ୯.୨୮ ବିଲିୟନ ଡଲାର ବିକ୍ରି କରିଛି। ମଙ୍ଗଳବାର ଆର୍‌ବିଆଇ ପକ୍ଷରୁ...

ପଞ୍ଚଟାଭାକୁ ଆଚିଭର୍ସ ଆଓ୍ବାଡର୍‌ସ

ନୂଆଦିଲ୍ଲୀ,୨୫।୧୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଦିଲ୍ଲୀର ଅଗ୍ରଣୀ ଆଡ୍‌ ଏଜେନ୍ସି ପଞ୍ଚଟାଭା ଆଡଭର୍ଟାଇଜିଂକୁ ନିକଟରେ ଆଉ ଏକ ଜାତୀୟସ୍ତର ସମ୍ମାନ ‘ଆଚିଭର୍ସ ଆଓ୍ବାର୍ଡ’...

ବିଓଏମ୍‌ର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨୫।୧୨ (ଅଭୟ ଦାଶ): ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର(ବିଓଏମ୍‌) ର ନୂତନ ଶାଖା ନିକଟରେ କଟକ ନିକଟସ୍ଥ ଗୋପାଳପୁରଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଅର୍ଥ ବିଭାଗର...

ପପ୍‌କର୍ନରେ ଜିଏସ୍‌ଟିକୁ ନେଇ ବିବାଦ

ନୂଆଦିଲ୍ଲୀ,୨୪ା୧୨:ଦେଶରେ ପପ୍‌କର୍ନ ଉପରେ ନୂଆ ଟିକସକୁ ନେଇ ବିବାଦ ମୁଣ୍ଡ ଟେକିଛି। ଏବେ ବିଭିନ୍ନ ଫ୍ଲେଭରର ପପ୍‌କର୍ନ ଉପରେ ଭିନ୍ନଭିନ୍ନ ଜିଏସ୍‌ଟି ଲାଗୁ ହୋଇଛି। ସାଦା...

ଡିପିଆର୍‌ ବିକଶିତ କରିବ ସିପିସିଏଲ୍‌

ଭୁବନେଶ୍ୱର,୨୪।୧୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ସମନ୍ବିତ ଭିତ୍ତିଭୂମି ପରାମର୍ଶଦାତା କ୍ଷେତ୍ରରେ ଅଗ୍ରଣୀ କମ୍ପାନୀ ଚୈତନ୍ୟ ପ୍ରୋଜେକ୍ଟସ କନ୍‌ସଲଟାନ୍ସି ଲିମିଟେଡ (ସିପିସିଏଲ୍‌) କୁ ନିକଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri