କୁହୁଡି ଚାଦର ତଳେ ଦାରିଙ୍ଗବାଡିର ଏକାଧିକ ସ୍ଥାନ: ଯାତାୟତ ବାଧାପ୍ରାପ୍ତ

ଦାରିଙ୍ଗବାଡି, ୩୧।୧୨ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ପ୍ଳିହେରି, ସିମନବାଡି, କିରିକୁଟି, ବାଡାବାଙ୍ଗା, ସୁଲୁମାହା, ଡାବୁଲୁମାହା ଆଦି ଅଞ୍ଚଳରେ ଘନ କୁହୁଡି ଯୋଗୁ ଗାଡି ମୋଟର ଯାତାୟତରେ ବାଧା ସୃଷ୍ଟି ହୋଇଛି। ବିଶେଷ କରି ଜାତୀୟ ରାଜପଥ ଉପରେ କୁହୁଡି ରହିଥିବାରୁ ଗାଡିମୋଟର ଚଳାଚଳରେ ବହୁତ ସମସ୍ୟା ଦେଖାଯାଇଛି।
ପ୍ରକାଶ ଯେ, ଗତ କିଛି ଦିନ ହେଲା ଅଞ୍ଚଳରେ ଲଘୁଚାପ ଜନିତ ବର୍ଷା କାରଣରୁ ଦିନରେ କୋହଲା ପାଗ ସହ ରାତିରେ ତାପମାତ୍ରା ବୃଦ୍ଧି ପାଇଥିଲା ହେଲେ ଏବେ ଆଉ ବର୍ଷା ନ ଥିଲେ ମଧ୍ୟ ପାଗ ଶୁଖିଲା ଥାଇ ଶୀତ ଅନୁଭୂତ ହେଉନାହିଁ। କିନ୍ତୁ ତାପମାତ୍ରା ହ୍ରାସ ପାଇ ୧୧ ଡିଗ୍ରୀ ରହିଥିବା ଜଣାପଡିଛି। ସୋମବାର ବିଳମ୍ବିତ ରାତିରୁ ଅଞ୍ଚକରେ ଘନ କୁହୁଡି ଅଚ୍ଛାଦିତ ହୋଇଥିବା ବେଳେ ତାହା ମଙ୍ଗଳବାର ସକାଳ ୯ଟା ପର୍ଯ୍ୟନ୍ତ କୁହୁଡିର ପ୍ରଭାବ ଦେଖିବାକୁ ମିଳିଛି। ସକାଳ ୯ ସମୟ ହୋଇଥିଲେ ମଧ୍ୟ ରାତିର ଭ୍ରମ ସୃଷ୍ଟି କରୁଛି। ଖରାପ ପାଗ ସମ୍ପୂର୍ଣ୍ଣ ବିଗିଡି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ସପ୍ତାହରେ ଅଭିଯୋଗ ଶୁଣାଣି ନୋହିଲା, ୭ରୁ ହେବ ଆରମ୍ଭ

କେନ୍ଦୁଝର,୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଚଳିତ ଏପ୍ରିଲ ମାସ ପାଇଁ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସୂଚୀ ପ୍ରକାଶ ପାଇଛି ।...

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ଖଲ୍ଲିକୋଟ,୨ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଭରସା ଗ୍ରାମର ପ୍ରଭାତ ଓରଫ ସିଲୁ ମହାନ୍ତି (୨୮) ମଙ୍ଗଳବାର ଅପରାହ୍ନରେ ଗ୍ରାମର ମଶାଣି...

କେବେବି ପିଅନ୍ତୁ ନାହିଁ ଥଣ୍ଡା ପାଣି

ଏବେ ତ ଗ୍ରୀଷ୍ମଋତୁ। ଲସି, ସର୍ବତ ବ୍ୟତୀତ ଥଣ୍ଡା ପାଣିର ଚାହିଦା କିଛି କମ ନୁହେଁ। କେତେକେ ଅତ୍ୟଧିକ ଥଣ୍ଡା ପାଣି ପିଇବାକୁ ପସନ୍ଦ କରିଥାଆନ୍ତି।...

Jasprit Bumrah IPL 2025: ମୁମ୍ବାଇ ଇଣ୍ଡିଆନ୍ସକୁ ଲାଗିବ ବଡ଼ ଝଟକା! ଫିଟ ହେବା ପରେ ବି ଖେଳିବେ ନାହିଁ ବୁମରା?

ନୂଆଦିଲ୍ଲୀ,୨।୪: ଜସପ୍ରିତ ବୁମରା ଆଘାତ ଯୋଗୁଁ ପଡ଼ିଆ ବାହାରେ ଅଛନ୍ତି। ସେ ଚଳିତ ବର୍ଷ ଜାନୁଆରୀରେ ତାଙ୍କର ଶେଷ ମ୍ୟାଚ ଖେଳିଥିଲେ। ଭାରତର ଅଷ୍ଟ୍ରେଲିଆ ଗସ୍ତ...

ମହିଳାଙ୍କର ଏହି ଯୋଜନାର ଡେଡ୍‌ଲାଇନକୁ ବଢାଇଲେ ସରକାର?

ନୂଆଦିଲ୍ଲୀ,୨।୪: ମହିଳା ସଶକ୍ତିକରଣକୁ ପ୍ରୋତ୍ସାହିତ କରିବା ପାଇଁ ସରକାରଙ୍କ ଦ୍ୱାରା ସୃଷ୍ଟି କରାଯାଇଥିବା ସରକାରୀ ଯୋଜନା ‘ମହିଳା ସମ୍ମାନ ସଞ୍ଚୟ ପ୍ରମାଣପତ୍ର’କୁ 31 ମାର୍ଚ୍ଚ, 2025...

ବସ୍ କୁ ପିଟିଲା ଟ୍ରକ୍: ୧୩ ଯାତ୍ରୀ ଆହାତ, ଦୁଇ ଗୁରୁତର

ନୀଳଗିରି, ୨।୪(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବରରୁ ଉଦଳା ପୋଢାଡ଼ିହା ଯାଉଥିବା ମାମା ନାମକ ଘରେଇ ଯାତ୍ରୀବାହୀ ବସ୍ ଦୁର୍ଘଟଣାର ସାମ୍ନା କରିଛି। ନୀଳଗିରି ସେରଗଡ ଝରଣାଘାଟି...

ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷଙ୍କ ପରଲୋକ

ପଦ୍ମପୁର,୨ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଏନ୍‌ଏସିର ପୂର୍ବତନ ଅଧ୍ୟକ୍ଷ ତଥା ଭାଜପାର ବରିଷ୍ଠ ନେତା ସତ୍ୟବାନ ଅଗ୍ରଓ୍ବାଲଙ୍କ ୭୦ବର୍ଷ ବୟସରେ ପଦ୍ମପୁରସ୍ଥିତ ବାସଭବନରେ ମଙ୍ଗଳବାର...

ସାବଧାନ! ଆପଣଙ୍କ ଘର ମୂଳଦୁଆ ହୋଇପାରେ ଦୁର୍ବଳ: ରାଜ୍ୟରେ ମିଳୁଛି ନକଲି ଲୁହାଛଡ଼

ଭୁବନେଶ୍ୱର,୨।୪: ରାଜ୍ୟରେ ମିଳୁଥିବା ପ୍ରତ୍ୟେକ ମୂଲ୍ୟବାନ ସାମଗ୍ରୀଠାରୁ ଆରମ୍ଭ କରି ଭିତ୍ତିଭୂମି ନିର୍ମାଣ କ୍ଷେତ୍ରରେ ବ୍ୟବହୃତ ହେଉଥିବା ଲୁହାଛଡ଼ ମଧ୍ୟ ନକଲି ମିଳୁଛି। ଗତ ପାଞ୍ଚ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image