Posted inଜାତୀୟ

ଶିବସେନା, ଭାଜପା ସହ ଗଠବନ୍ଧନକୁ ନେଇ ବଡ଼ ସୂଚନା ଦେଲେ ଅଜିତ ପାଓ୍ବାର, କହିଲେ ମୁଁ ଏହି ପ୍ରସଙ୍ଗରେ କଦାପି…

ମୁମ୍ବାଇ,୬।୯: ଚଳିତ ବର୍ଷ ମହାରାଷ୍ଟ୍ରରେ ହେବାକୁ ଥିବା ବିଧାନସଭା ନିର୍ବାଚନରେ ତିନି-ତିନି ଦଳର ଗଠବନ୍ଧନ ମଧ୍ୟରେ ଟକ୍କର ଚାଲିଛି। ଅଜିତ ପାୱାରଙ୍କ ଏନସିପି, ଶିନ୍ଦେ ଦଳର ଶିବସେନା ଏବଂ ଭାଜପା ସହିତ ମିଶି ମଇଦାନରେ ଅଛି। ଉଭୟ ଶିନ୍ଦେ ଗୋଷ୍ଠୀ ଏବଂ ଭାଜପା ହିନ୍ଦୁତ୍ୱ ରାଜନୀତି କରୁଛନ୍ତି। ଅଜିତ ଆଣ୍ଡ କମ୍ପାନୀ ସେହି ଗୋଷ୍ଠୀଠାରୁ ଅଲଗା ହୋଇଯାଇଛି। ଯାହାର ମୁଖ୍ୟ ବିଚାରାଧାରା ନିରପେକ୍ଷ ଅଟେ। ଅଜିତ ଗୁରୁବାର ସ୍ପଷ୍ଟ କରିଛନ୍ତି ଯେ ସେ ତାଙ୍କର ମୂଳ ବିଚାରାଧାରା ସହ ଆପୋଷ ବୁଝାମଣା କରିବେ ନାହିଁ।

ବର୍ଷ ଶେଷରେ ହେବାକୁ ଥିବା ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ଏହାର କାରଣ ହେଉଛି ଲୋକ ସଭା ନିର୍ବାଚନରେ ତାଙ୍କ ଦଳର ପ୍ରଦର୍ଶନ ଅତ୍ୟନ୍ତ ଖରାପ ଥିଲା। ଏକ ସାକ୍ଷାତକାରରେ ଅଜିତ ପାୱାର ଜୋର ଦେଇ କହିଛନ୍ତି ଯେ ତାଙ୍କ ଦଳ ମିଳିତ ମଞ୍ଚ ଅଧୀନରେ ୬୦ରୁ ଅଧିକ ଆସନରେ ନିର୍ବାଚନ ଲଢିବ। ଲୋକ ସଭା ନିର୍ବାଚନରେ ଅଜିତଙ୍କ ଏନସିପିକୁ କେବଳ ଗୋଟିଏ ଆସନ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri