Categories: ଖେଳ

ଟସ ଜିତି ମୁମ୍ବାଇ ଇଣ୍ଡିଆନ୍ସର ବୋଲିଂ ନିଷ୍ପତ୍ତି

ଅହମ୍ମଦାବାଦ,୨୬।୫: ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଶୁକ୍ରବାର ଆଇପିଏଲ ୨୦୨୩ର ଦ୍ୱିତୀୟ କ୍ବାଲିଫାୟର ମ୍ୟାଚ ଗୁଜୁରାଟ ଟାଇଟନ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଆରମ୍ଭ ହୋଇଛି। ବର୍ଷା କାରଣରୁ ମ୍ୟାଚ ବିଳମ୍ବ ହୋଇଥିଲା। ତେବେ ପ୍ରଥମେ ଟସ ଜିତି ମୁମ୍ବାଇ ଇଣ୍ଡିଆନ୍ସ ବୋଲିଂ ନିଷ୍ପତ୍ତି ନେଇଛି । ଗୁଜରାଟ ପ୍ରଥମେ ମୈଦାନକୁ ଓହ୍ଲାଇଛି। ଏହି ମୁକାବିଲା ଜିତି ଫାଇନାଲ୍ରେ ପ୍ରବେଶ କରିବା ଲକ୍ଷ୍ୟରେ ଦୁଇ ଦଳ।

Share