ପୂର୍ବତନ ପ୍ରଧାନମନ୍ତ୍ରୀ ହାସିନାଙ୍କ ନାଁରେ ରୁଜୁ ହେଲା ଆଉ ଏକ ହତ୍ୟା ମାମଲା

ଢାକା,୧୬ା୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ବିରୋଧରେ ଶୁକ୍ରବାର ଆଉ ଏକ ମାମଲା ରୁଜୁ ହୋଇଛି। ଜଣେ ଶିକ୍ଷକଙ୍କୁ ହତ୍ୟା ଘଟଣାରେ ହାସିନାଙ୍କୁ ଅଭିଯୁକ୍ତ କରାଯାଇଛି। କ୍ଷମତାରୁ ବିତାଡ଼ିତ ହେବା ପରେ ହାସିନାଙ୍କ ବିରୋଧରେ ଏକାଧିକ ମାମଲା ରୁଜୁ ହେଲାଣି।

ସରକାରୀ ଚାକିରିରେ ସଂରକ୍ଷଣକୁ ନେଇ ଛାତ୍ରୀ ଆନ୍ଦୋଳନ ତୀବ୍ର ହେବାରୁ ଗତ ୫ ତାରିଖରେ ୭୬ ବର୍ଷୀୟା ହାସିନା ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇ ଭାରତ ପଳାଇଥିଲେ। ତାଙ୍କ ସମେତ ଆଓ୍ବାମି ଲିଗ୍‌ର ସାଧାରଣ ସମ୍ପାଦକ ଓବୈଦୁଲ କ୍ୱାଦେର ଏବଂ ୯୯ ଜଣ ସ୍ଥାନୀୟ ନେତା ଓ କର୍ମୀଙ୍କ ନାଁରେ ହତ୍ୟା ମାମଲା ରୁଜୁ ହୋଇଛି। ଅଗଷ୍ଟ ୪ରେ ଛାତ୍ର ଆନ୍ଦୋଳନ ହିଂସାତ୍ମକ ରୂପ ନେଇଥିବାବେଳେ ଶିବଗଞ୍ଜ ଉପଜିଲା ଅନ୍ତର୍ଗତ ପଲିକନ୍ଦ ଗ୍ରାମରେ ସେଲିମ୍‌ ହୋସେନ୍‌ଙ୍କୁ ହତ୍ୟା କରାଯାଇଥିଲା। ହୋସେନ୍‌ ଛାତ୍ର ଆନ୍ଦୋଳନରେ ସାମିଲ ଥିବାବେଳେ ତାଙ୍କୁ ଆଓ୍ବାମୀ ଲିଗ୍‌ର ନେତା ଓ କର୍ମୀ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିବା ଅଭିଯୋଗ ହାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲରେ ବିମାନ ଦୁର୍ଘଟଣା

ବ୍ରାସିଲିଆ,୨୨ା୧୨: ବ୍ରାଜିଲର ଦକ୍ଷିଣ ଭାଗରେ ଅବସ୍ଥିତ ପର୍ଯ୍ୟଟନ ସହର ଗ୍ରାମାଡୋରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ସହର କେନ୍ଦ୍ରସ୍ଥଳରେ ଥିବା...

ହସ୍ପିଟାଲକୁ ଧକ୍କାଦେଲା ହେଲିକପ୍ଟର: ଚାଲିଗଲା ୪ ଜୀବନ

ଆଙ୍କାରା,୨୨ା୧୨:ତୁର୍କୀରେ ରବିବାର ସକାଳେ ପ୍ରବଳ କୁହୁଡ଼ି ଯୋଗୁ ଏକ ହେଲିକପ୍ଟର ହସ୍ପିଟାଲ୍‌କୁ ଧକ୍କା ଦେବା ଫଳରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ହେଲିକପ୍ଟରର...

ମୋଦିଙ୍କୁ ମିଳିଲା ‘ଦ ଅର୍ଡର ଅଫ ମୁବାରକ ଅଲ କବୀର’ ସମ୍ମାନ

କୁଏତ ସିଟି,୨୨।୧୨: କୁଏତ ଗସ୍ତର ଶେଷ ଦିନ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାୟନ ପ୍ୟାଲେସରେ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। କୁଏତ ପ୍ରଧାନମନ୍ତ୍ରୀ...

ମୋଦିଙ୍କୁ କୁଏତ୍‌ରେ ଗାର୍ଡ ଅଫ ଅନର୍‌

କୁଏତ ସିଟି,୨୨।୧୨: କୁଏତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଛି। କୁଏତର ବାଇନ ପ୍ୟାଲେସରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଗାର୍ଡ ଅଫ ଅନର...

ଆମେରିକାକୁ ବାଧ୍ୟ କଲା ଭାରତର ଶକ୍ତି, ଏହି ନିୟମକୁ କରିବାକୁ ପଡିଲା ପରିବର୍ତ୍ତନ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨।୧୨: ଏବେ ସାରା ବିଶ୍ୱରେ ଭାରତର ଶକ୍ତି ଏବଂ ଏହାର ସାମର୍ଥ୍ୟର ଶବ୍ଦ ଶୁଣିବାକୁ ମିଳୁଛି। ଆଜି ବିଶ୍ୱର ସମସ୍ତ ଦେଶ ଭାରତର ଶକ୍ତିକୁ ସ୍ବୀକୃତି...

ବାଂଲାଦେଶର ବଡ଼ ଅଭିଯୋଗ; ‘ଆମ ଲୋକଙ୍କୁ ଜବରଦସ୍ତ ନିଖୋଜ କରିବା ପଛରେ ଭାରତର ହାତ…

ଢାକା,୨୨।୧୨: ଭାରତ ଉପରେ ଆଉ ଏକ ବଡ଼ ଅଭିଯୋଗ ଲଗାଇଛି ବାଂଲାଦେଶ। ଏହାର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଦ୍ୱାରା ଗଠିତ ଏକ ଅନୁସନ୍ଧାନ କମିଶନ କହିଛନ୍ତି ଯେ...

ଟ୍ରକ୍‌କୁ ପିଟି ଜଳିଗଲା ବସ୍‌: ୩୮ ଜଣଙ୍କ ଜୀବନ ଗଲା, ୯ ଗୁରୁତର

ବ୍ରାସିଲିଆ,୨୨ା୧୨: ଏକ ଯାତ୍ରୀବାହୀ ବସ୍‌ ଟ୍ରକ୍‌କୁ ଧକ୍କା ଦେବା ପରେ ହୁତୁହୁତ ହୋଇ ରାସ୍ତାରେ ଜଳିଯାଇଛି। ଫଳରେ ୩୮ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୯ ଜଣ...

ଗୁରୁତ୍ୱପୂର୍ଣ୍ଣ ବିଲ୍‌ରେ ଦସ୍ତଖତ କଲେ ବାଇଡେନ, ଟଳିଲା ଶଟଡାଉନ୍ ବିପଦ

ନୂଆଦିଲ୍ଲୀ, ୨୧।୧୨: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଶନିବାର ମଧ୍ୟଭାଗରେ ସରକାରଙ୍କୁ ପାଣ୍ଠି ଯୋଗାଇବା ପାଇଁ କଂଗ୍ରେସ ଦ୍ୱାରା ପାରିତ ହୋଇଥିବା ଆଇନରେ ଦସ୍ତଖତ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri