ସ୍ବାମୀ-ସ୍ତ୍ରୀ ଗଣ୍ଡଗୋଳରୁ ହତ୍ୟାକାଣ୍ଡ

ଆସିକା,୧୦।୧୦(ଡି.ଏନ୍‌.ଏ.): ଆସିକା ଏନ୍‌ଏସି ଅଶୋକା ସିନେମା ଛକ ନିକଟରେ ରବିବାର ଏକ ଭଡା ଘରେ ରହୁଥିବା ଲକ୍ଷ୍ମୀପ୍ରିୟା ମିଶ୍ରଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ପୋଲିସ ହତ୍ୟାକାରୀ ସ୍ବାମୀ ସୀମାଞ୍ଚଳ ମିଶ୍ରଙ୍କୁ ଧରାକୋଟ ନିକଟସ୍ଥ ମୁଣ୍ଡମରାଇରୁ ଧରି ଥାନାରେ ଅଟକ ରଖିଥିଲା। ସୋମବାର ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି । ହତ୍ୟାକାଣ୍ଡରେ ବ୍ୟବହୃତ ଛୁରିକୁ ପୋଲିସ ଜବତ କରିଛି।

ପାରିବାରିକ କଳହରୁ ଏହି ହତ୍ୟାକାଣ୍ଡ ଘଟିଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ କହିଛନ୍ତି। ସୂଚନାଯୋଗ୍ୟ, ମହିଳା ଜଣକ ତାଙ୍କ ସାନ ପୁଅ ସହ ଏକ ଭଡା ଘରେ ରହୁଥିବା ବେଳେ ତାଙ୍କ ସ୍ବାମୀ ବାହାରେ ରହୁଥିଲେ। ସେ ଘରକୁ ଆସି ସ୍ତ୍ରୀଙ୍କ ସହ ଗଣ୍ଡଗୋଳ କରୁଥିଲେ। ଏଭଳି ସ୍ଥତିରେ ରବିବାର ମହିଳା ଜଣକ ଘରେ ଏକାକି ଥିବା ବେଳେ ଅଭିଯୁକ୍ତ ସ୍ବାମୀ ତାଙ୍କୁ ହତ୍ୟା କରିଥିଲେ। ସୋମବାର ପୋଲିସ ଫରେନସିକ ଟିମ୍‌ ପହଞ୍ଚି ଯାଞ୍ଚ କରିବା ପରେ ମୃତଦେହକୁ ବ୍ୟବଚ୍ଛେଦ ଲାଗି ବ୍ରହ୍ମପୁର ବଡ ମେଡିକାଲକୁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିସେମ୍ବର ୩୧ ପୂର୍ବରୁ ଯଦି ନ କରନ୍ତି ଏହି କାମ, ତେବେ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୨୭।୧୨: ଯଦି ଆପଣ ଜଣେ କରଦାତା, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। PAN ଏବଂ ଆଧାରକୁ ଲିଙ୍କ କରିବା ଆଉ କେବଳ...

ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି।...

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

Salman Khan Birthday: ସଲମାନଙ୍କୁ 60 ବର୍ଷ…କ୍ୟାମେରା ସାମ୍ନାରେ କାଟିଲେ କେକ୍, ଜାଣନ୍ତୁ ଗେଷ୍ଟ ଲିଷ୍ଟ

ନୂଆଦିଲ୍ଲୀ,୨୭ା୧୨ : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଜି ଜନ୍ମଦିନ ।  ୬୦ତମ ଜନ୍ମଦିନକୁ ବହୁତ ଉତ୍ସାହ ଏବଂ ହୃଦୟସ୍ପର୍ଶୀ ଶୈଳୀରେ ପାଳନ କରିଥିଲେ। ଅଭିନେତା...

ବାଲ ଧନୁଯାତ୍ରାରେ ରଙ୍ଗସଭା: କମାଲ କଲେ ସତ୍ୟଜିତ

ମଥୁରା ନଗରୀ,୨୭।୧୨:ବରଗଡ଼ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଚାଲିଥିବା ବାଲ ଧନୁଯାତ୍ରାର ଦ୍ବିତୀୟ ଦିବସରେ ମହାରାଜ କଂସଙ୍କ ଦରବାରରେ ରଙ୍ଗସଭା ଅନୁଷ୍ଠିତ ହୋଇଥିଲା। ଏହି...

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri