ଛତୁ ଖାଇଲେ ହେବନି କରୋନା ସଂକ୍ରମଣ…

ମେଲବୋର୍ନ,୪।୧ : ଛତୁ ଏକ ପୁଷ୍ଟିକର ଖାଦ୍ୟ ସହିତ ବିଭିନ୍ନ ଔଷଧୀୟ ଗୁଣରେ ଭରପୂର। ଏହା ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇଥାଏ ଏବଂ ଶରୀରକୁ ରୋଗ ସୃଷ୍ଟିକାରୀ ଅଣୁଜୀବଙ୍କ ସହିତ ଲଢ଼ିବାରେ ସାହାଯ୍ୟ କରିଥାଏ। ଇନଷ୍ଟିଚ୍ୟୁଟ ଅଫ ଆଡଭାନ୍ସ ଷ୍ଟଡି ଇନ ସାଇନ୍ସ ଆଣ୍ଡ ଟେକ୍ନୋଲୋଜିର ଗବେଷକଙ୍କ ଦ୍ୱାରା ଅଧ୍ୟୟନ ଫଙ୍ଗି ଜର୍ନାଲରେ ପ୍ରକାଶ ପାଇଛି।

ବୈଜ୍ଞାନିକଙ୍କ ଅନୁଯାୟୀ, ଛତୁରେ ପ୍ରାକୃତିକ ଭାବରେ ଥିବା ବିଭିନ୍ନ ସକ୍ରିୟ ଉପାଦାନଗୁଡିକ ମଣିଷ ଶରୀରରେ ସଂକ୍ରମଣ, ପ୍ରଦାହ ଏବଂ ରକ୍ତ ଜମାଟ ବାନ୍ଧିବା ରୋକିବାରେ ସାହାଯ୍ୟ କରିଥାଏ।

କରୋନା ତଥା ଅନ୍ୟାନ୍ୟ ସଂକ୍ରମଣକୁ ନେଇ ଛତୁ ବୈଜ୍ଞାନିକମାନଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। କାରଣ ଏହାକୁ ଖାଦ୍ୟ ଭାବେ ଗ୍ରହଣ କରିବା ସହଜ। ଛତୁରେ ଉଚ୍ଚ ସ୍ତରର ଆଣ୍ଟିଅକ୍ସିଡାଣ୍ଟ ଏବଂ ପୁଷ୍ଟିକର ଗୁଣ ରହିଛି। ବିଶେଷ କଥା ହେଉଛି ଛତୁର ପାର୍ଶ୍ୱ ପ୍ରତିକ୍ରିୟା ମଧ୍ୟ ବହୁତ କମ ଅଟେ। ଏହା ବ୍ୟତୀତ ଲୋକମାନେ ଖାଦ୍ୟ ଭାବରେ ଛତୁକୁ ଅଧିକ ପସନ୍ଦ ମଧ୍ୟ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Shocking News: ବିନା ବେକରେ ଦେଢ଼ ବର୍ଷ ଯାଏ ବଞ୍ଚିଲା କୁକୁଡ଼ା, ଚମତ୍କାର ଦେଖି ଆଶ୍ଚର୍ଯ୍ୟ ହେଲେ ବୈଜ୍ଞାନିକ

ଯଦି କାହାର ବେକ କଟିଯାଏ, ତେବେ ସେ କ’ଣ ବଞ୍ଚିପାରିବ? ଏହି ପ୍ରଶ୍ନର ସ୍ପଷ୍ଟ ଉତ୍ତର ହେବ – ନା। ହେଲେ ଆମେ ଆପଣଙ୍କୁ ଏପରି...

ପ୍ରଥମ ଦରମା ବୋଉକୁ ଦେଇଥିଲି

ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ ମଙ୍ଗଳାଯୋଡ଼ି ଗ୍ରାମପଞ୍ଚାୟତର ନୂଆପଡ଼ା ଗାଁର ଏକ ପାଇକ ପରିବାରରେ ମୋ ଜନ୍ମ। ମୁଁ  ଘରର ପ୍ରଥମ ସନ୍ତାନ। ଗାଁଟି ନିପଟ...

କ’ଣ ପାଓ୍ବାର ବ୍ୟାଙ୍କ୍‌ ବ୍ୟବହାର କରିବା ଦ୍ୱାରା ଫୋନ ଖରାପ ହୋଇଯାଏ? ଜାଣନ୍ତୁ…

ଆଜିକାଲି ସ୍ମାର୍ଟଫୋନର ବ୍ୟବହାର ଏତେ ବୃଦ୍ଧି ପାଇଛି ଯେ ଚାର୍ଜିଂ ସମସ୍ୟା ଏକ ସାଧାରଣ ସମସ୍ୟା ହୋଇଗଲାଣି। ସ୍ମାର୍ଟଫୋନ ଚାର୍ଜ କରିବା ପାଇଁ ପାୱାର ବ୍ୟାଙ୍କର...

Baba Vanga Prediction: ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ଏହି ୩ରାଶିର ଲୋକ ହେବେ କୋଟିପତି!

ବାବା ଭେଙ୍ଗା ୩ଟି ରାଶି ବିଷୟରେ ବଡ଼ ଭବିଷ୍ୟବାଣୀ କରିଛନ୍ତି। ଦୁନିଆରେ ଏକରୁ ଅଧିକ ପ୍ରସିଦ୍ଧ ଭବିଷ୍ୟବକ୍ତା ଥିଲେ, ଯାହାଙ୍କର ଅନେକ ଭବିଷ୍ୟବାଣୀ ସତ ହୋଇଛି।...

ବିକ୍ରି ହୋଇଗଲା X, ମସ୍କଙ୍କ ଠାରୁ 28,23,43,71,00,00ଟଙ୍କାରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୩୦।୩: ଏଲନ ମସ୍କ ତାଙ୍କ ନିଷ୍ପତ୍ତିରେ ସାରା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଦିଅନ୍ତି, ଏହା ତାଙ୍କର ପୁରୁଣା ଅଭ୍ୟାସ। ଏଥର ମଧ୍ୟ ସେ ଏପରି ଏକ ନିଷ୍ପତ୍ତି...

Earthquake in Myanmar: ୨୪ଘଣ୍ଟାରେ ୧୫ଥର ଭୂକମ୍ପ, ଚାରିଆଡେ ଧ୍ୱସଂଲୀଳା

ବ୍ୟାଙ୍କକ୍‌/ନୂଆଦିଲ୍ଲୀ,୩୦ା୩: ମ୍ୟାନ୍‌ମାର ଏବଂ ଥାଇଲାଣ୍ଡରେ ସଂଘଟିତ ପ୍ରଳୟଙ୍କରୀ ଭୂକମ୍ପରେ ବ୍ୟାପକ କ୍ଷୟକ୍ଷତି ଘଟିବା ସହ ମୃତ୍ୟୁସଂଖ୍ୟା ୧,୬୦୦ ଟପିଛି। ବିଲ୍ଡିଂଗୁଡ଼ିକର ଭଗ୍ନାବଶେଷ ତଳୁ ଅଧିକ ସଂଖ୍ୟାରେ...

ସୌଦି ଆରବରେ ଦେଖାଗଲା ଇଦ ଚାନ୍ଦ, ଜାଣନ୍ତୁ ଭାରତରେ କେବେ ପାଳନ ହେବ ଇଦ-ଉଲ-ଫିତର

ରିୟାଦ/ନୂଆଦିଲ୍ଲୀ,୨୯।୩: ସୌଦି ଆରବରେ ଶନିବାର (୨୯ ମାର୍ଚ୍ଚ, ୨୦୨୫) ଇଦର ଚାନ୍ଦ ଦେଖାଯାଇଛି। ଏବେ ଏହି ପର୍ବ ସୌଦିରେ ୩୦ମାର୍ଚ୍ଚରେ ପାଳନ କରାଯିବ। ଭାରତରେ ଇଦ...

ମ୍ୟାନମାର ଭୂକମ୍ପରେ ଏବେ ପର୍ଯ୍ୟନ୍ତ ୧୬୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ, ୩୪୦୦ ଆହତ, ଅନେକେ ନିଖୋଜ

ନାପିଦାଉ,୨୯।୩: ମ୍ୟାନମାରରେ ହୋଇଥିବା ଶକ୍ତିଶାଳୀ ଭୂମିକମ୍ପ ଯୋଗୁ ଏବେ ପର୍ଯ୍ୟନ୍ତ ୧,୬୪୪ ଜଣଙ୍କର ମୃତ୍ୟୁ ହେବା ସହ ୩,୪୦୮ ଜଣ ଆହତ ହୋଇଥିବା ରିପୋର୍ଟ ହୋଇଛି।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image