କାର୍ଯ୍ୟଦକ୍ଷତା ବୃଦ୍ଧି କରେ ମନ ପସନ୍ଦର ସଙ୍ଗୀତ

ଯଦି ଜଣେ ବ୍ୟକ୍ତି ପ୍ରତିଦିନ କିଛି ସମୟ ନିଜ ମନ ପସନ୍ଦର ସଙ୍ଗୀତ ଶୁଣନ୍ତି ତେବେ ତାଙ୍କର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇପାରେ। ଏପରି ଆକଳନ କରିଛନ୍ତି ଟୋକିଓ ୟୁନିଭର୍ସିଟିର ମନୋବିଜ୍ଞାନୀମାନେ। ଏକ ସର୍ଭେରୁ ସେମାନେ ଏପରି ତଥ୍ୟ ଜାଣିବାକୁ ପାଇଛନ୍ତି। ପ୍ରତିଦିନ କିଛି ସମୟ ମନ ପସନ୍ଦର ଗୀତ ଶୁଣିବା ଦ୍ବାରା ମନରେ ସକାରାତ୍ମକ ଭାବନା ସୃଷ୍ଟି ହୋଇଥାଏ। ସର୍ଭେ ପରିସରଭୁକ୍ତ ବ୍ୟକ୍ତିମାନଙ୍କୁ ଦୁଇ ଭାଗରେ ବିଭକ୍ତ କରାଯାଇଥିଲା। ଗୋଟିଏ ଗ୍ରୁପ୍‌ରେ ଥିବା ବ୍ୟକ୍ତିଙ୍କୁ ସାଧାରଣ ଜୀବନଯାପନ କରିବାକୁ କୁହାଯାଇଥିବା ବେଳେ ଅନ୍ୟ ଗ୍ରୁପ୍‌ ଅନ୍ତର୍ଭୁକ୍ତ ବ୍ୟକ୍ତିମାନଙ୍କୁ ପ୍ରତିଦିନ କିଛି ସମୟ ମନ ପସନ୍ଦର ଗୀତ ଶୁଣିବାକୁ ପରାମର୍ଶ ଦିଆଯାଇଥିଲା। କିଛି ସପ୍ତାହ ପରେ ଏହାର କି ପ୍ରକାର ପ୍ରଭାବ ସେମାନଙ୍କର ମାନସିକତା ଉପରେ ପଡ଼ୁଛି ତାହାକୁ ଲକ୍ଷ୍ୟ କରାଯାଇଥିଲା। ନିୟମିତ କିଛି ଗୀତ ଶୁଣୁଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ କିଛି ଜଣଙ୍କର କାର୍ଯ୍ୟଦକ୍ଷତା ପୂର୍ବାପେକ୍ଷା ବୃଦ୍ଧି ପାଉଥିବାର ଉକ୍ତ ବିଶ୍ୱବିଦ୍ୟାଳୟର ମନୋବିଜ୍ଞାନୀମାନେ ଲକ୍ଷ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନ୍‌ ଗେମରେ ହାରିଗଲେ ୭ ଲକ୍ଷ ଟଙ୍କା, ଫ୍ୟାନରେ ଝୁଲିପଡ଼ିଲେ ଯୁବକ

ଭୁବନେଶ୍ୱର,୧୯ା୪(ସତ୍ୟଜିତ୍‌ ରାଉତ): ରାଜଧାନୀ ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଚିନ୍ତାମଣିଶ୍ୱର ଅଞ୍ଚଳରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ଅନଲାଇନ୍‌ ଗେମରେ ଲକ୍ଷାଧିକ ଟଙ୍କା ହାରି ଜଣେ...

୨୦୩୦ ସୁଦ୍ଧା ୧୦ଲକ୍ଷ ହେନ୍ତାଳ ବୃକ୍ଷ ଲଗାଇବାକୁ ପ୍ରୟାସ, ଓପ୍ସାକୁ ୧ ଲକ୍ଷ ଟଙ୍କାର ଅନୁଦାନ ଘୋଷଣା କଲେ ଧରିତ୍ରୀ ସିଇ

କାକଟପୁର/ଅସ୍ତରଙ୍ଗ,୧୯ା୪(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ)-ପୁରୀ ଜିଲା ଅସ୍ତରଙ୍ଗ ଭଉଁରିଆ ସେତୁ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଓଡ଼ିଶା ପର୍ଯ୍ୟାବରଣ ସଙ୍ଗଠନ, ଅସ୍ତରଙ୍ଗ ସବୁଜ ଶାଖା ଓ ‘ଧରିତ୍ରୀ’ ପକ୍ଷରୁ...

ଟିମ୍‌ ଇଣ୍ଡିଆରୁ ବହିଷ୍କୃତ କରିଥିଲା BCCI, ଏବେ IPLରେ ନାୟାରଙ୍କୁ ମିଳିଲା ବଡ଼ ଦାୟିତ୍ୱ

କୋଲ୍‌କାତା,୧୯ା୪: ନିକଟରେ ଭାରତୀୟ ଦଳର ଆସିଷ୍ଟାଣ୍ଟ କୋଚ୍‌ ପଦରୁ ବହିଷ୍କୃତ ହୋଇଥିବା ଅଭିଷେକ ନାୟାରଙ୍କୁ ନୂଆ ନିଯୁକ୍ତି ମିଳିଛି। ସେ ପୁଣି ଥରେ ଆଇପିଏଲ୍‌କୁ ଫେରିଛନ୍ତି।...

ହିରୋ ସାଜିଲେ ବଟଲର୍‌-ପ୍ରସିଦ୍ଧ; ଆଇପିଏଲ୍‌ ଟେବୁଲ ଶୀର୍ଷରେ ପହଞ୍ଚିଲା ଗୁଜରାଟ

ଅହମଦାବାଦ,୧୯ା୪: ଆଇପିଏଲ୍‌ ୨୦୨୫ରେ ଶନିବାର ଖେଳାଯାଇଥିବା ମୁକାବିଲାରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି)କୁ ପରାସ୍ତ କରିଛି। ଦିଲ୍ଲୀ ପକ୍ଷରୁ ଧାର୍ଯ୍ୟ ୨୦୪ ରନ୍‌ର...

OISF ହେବ ଆଉ ଏକ ବାଟାଲିଅନ, ୧୦୪୦ ପଦବୀ ଲାଗି ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ଭୁବନେଶ୍ୱର, ୧୯ା୪(ସୁନିତ୍‌ ମିଶ୍ର): ରାଜ୍ୟରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’(ଓଆଇଏସ୍‌ଏଫ୍‌)ର ଆଉ ଏକ ବାଟାଲିଅନ ଗଠନ କରାଯିବ। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଚାଲାଣ ପାଇଁ ରଖାଯାଇଥିଲା କୋଟିଏ ଟଙ୍କାର ଗଞ୍ଜେଇ, ଚଢ଼ାଉ କରି ୨ଜଣଙ୍କୁ ବାନ୍ଧିଲା ଅଡବା ପୋଲିସ

ମୋହନା,୧୯ା୪(ମନ୍ମଥ ମିଶ୍ର)- ଗଜପତି ଜିଲା ଅଡବା ଥାନା ପୋଲିସ ଚାଲାଣ ପୂର୍ବରୁ ଚଢାଉ କରି ପ୍ରାୟ କୋଟିଏ ଟଙ୍କା (୧୦ କୁଇଣ୍ଟାଲରୁ ଊଦ୍ଧର୍‌ବ)ର ଗଞ୍ଜେଇ ଜବତ...

Vaibhav Suryavanshi: IPLରେ ମାତ୍ର ୧୪ ବର୍ଷ ବୟସରେ ଡେବ୍ୟୁ କରି ଇତିହାସ ରଚିଲେ ଏହି କ୍ରିକେଟର

ଜୟପୁର,୧୯।୪: ୧୯ ଏପ୍ରିଲ ୨୦୨୫ ଅର୍ଥାତ ଆଜିର ଦିନରେ IPL ଇତିହାସରେ ଏକ ନିଆରା ରେକର୍ଡ ନିଜ ନାମରେ କରିଛନ୍ତି ଜଣେ ଯୁବ ଖେଳାଳି। ୩୬ତମ...

କଳିଙ୍ଗା ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ, ଅଭିଭାବକଙ୍କ ବୈଠକ

ଜି.ଉଦୟଗିରି,୧୯ା୪(ଚିନ୍ମୟ କୁମାର ସେଠୀ): ଜି.ଉଦୟଗିରି ବ୍ଲକ୍‌ କଳିଙ୍ଗା ଉଚ୍ଚ ବିଦ୍ୟାଳୟରେ ଚଳିତ ଶିକ୍ଷା ବର୍ଷର ପ୍ରଥମ ଶିକ୍ଷକ ଏବଂ ଅଭିଭାବକ ବୈଠକ ପ୍ରଧାନ ଶିକ୍ଷୟିତ୍ରୀ ସୁମିତାରାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image