ମୋ ସ୍ବାମୀ ମନ୍ତ୍ରୀଙ୍କ ପିଏସ୍‌ଓ ନ ଥିଲେ: ଜୟନ୍ତୀ

ଭୁବନେଶ୍ବର,୩୦।୧(ବୁରୋ): ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ଗୁଳିକାଣ୍ଡ ଘଟଣାକୁ ନେଇ କ୍ରାଇବ୍ରାଞ୍ଚ ତଦନ୍ତ ଆରମ୍ଭ କରିଛି। ଗୁଳିକାଣ୍ଡର କାରଣ ଜଣାପଡ଼ି ନ ଥିବା ବେଳେ ଏଏସ୍‌ଆଇ ଏକାକୀ ଗୁଳି କରିଥିବା ସ୍ପଷ୍ଟ ହୋଇଛି। ଏଭଳି ସ୍ଥିତିରେ ଗୋପାଳ ଦାସଙ୍କ ସ୍ତ୍ରୀ ଜୟନ୍ତୀ ଦାସ ସୋମବାର ପୁଣି ନିଜ ପ୍ରତିକ୍ରିୟା ରଖିଛନ୍ତି। ରବିବାର ଦେଇଥିବା ବୟାନକୁ ସେ ପୁଣି ଦୋହରାଇଛନ୍ତି। ଏପରିକି ତାଙ୍କ ସ୍ବାମୀ ମନ୍ତ୍ରୀଙ୍କ ପିଏସ୍‌ଓ ନ ଥିବା ଗଣମାଧ୍ୟମକୁ କହିଛନ୍ତି। ଅନ୍ୟପକ୍ଷେ ଘର କବାଟ ବନ୍ଦକରି ଲୁଚି ପଲାଇ ଆସିଥିବା ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନକୁ ସେ ଖଣ୍ଡନ କରି ସେ ତାଙ୍କ ଶ୍ୱଶୁରଘରକୁ ଆସିଥିବା କହିଛନ୍ତି। ତଦନ୍ତରେ ସେ ସମ୍ପୂର୍ଣ୍ଣ ସହଯୋଗ କରିବେ ବୋଲି ଜୟନ୍ତୀ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ ପରିବାର: ଭାଇ-ଭାଇ ପତିଆରା କଳି

ବଲାଙ୍ଗୀର,୧୫ା୧୧(ବୀରେନ୍ଦ୍ର କୁମାର ଝାଙ୍କର):୨୦୨୪ ନିର୍ବାଚନ ପରେ ବଲାଙ୍ଗୀରରେ ନୂଆ ରାଜନୈତିକ ସମୀକରଣ ସୃଷ୍ଟି ହୋଇଛି। ୨୪ ବର୍ଷର ନବୀନ ସରକାରର ପତନ ପରେ ବିଜେଡି ନେତାଙ୍କ...

ଦିବ୍ୟାଙ୍ଗଙ୍କଠାରୁ ଲାଞ୍ଚ ନେଇ ଧରାପଡ଼ିଲେ ଆର୍‌ଆଇ

ତିହିଡ଼ି,୧୫ା୧୧(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡ଼ି ତହସିଲ ଅଧୀନ ଗଦି ଆର୍‌ଆଇ(ରାଜସ୍ବ ନିରୀକ୍ଷକ) ଭାଗବତ ଖଟୁଆ ଜମିର କିସମ ପରିବର୍ତ୍ତନ ପାଇଁ ଜଣେ ଦିବ୍ୟାଙ୍ଗଙ୍କଠାରୁ ଗୁରୁବାର ୫...

ଧରାପଡ଼ିଲେ ବଣ୍ଟି-ବବ୍‌ଲି ଯୋଡ଼ି:ସେଲିବ୍ରିଟିଙ୍କ ଫେକ୍‌ ଆଇଡିରେ ପ୍ରେମ ସମ୍ପର୍କ

ବାଲେଶ୍ୱର, ୧୫।୧୧(ବାଞ୍ଛାନିଧି ଦେ):ବାଲେଶ୍ୱର ସାଇବର ଥାନା ପୋଲିସ ହାତରେ ବଣ୍ଟି-ବବ୍‌ଲି ଯୋଡ଼ି ଓ ସେମାନଙ୍କ ଗ୍ୟାଙ୍ଗ ଧରାପଡ଼ିଛନ୍ତି। ଏହି ଗ୍ୟାଙ୍ଗ ସେଲିବ୍ରିଟିଙ୍କ ଫେକ୍‌ ଆଇଡି ଦ୍ୱାରା...

ରୁପାଛାଉଣି ହେବ ଶ୍ରୀମନ୍ଦିର ରତ୍ନପଲଙ୍କ, ପତିତପାବନ ମନ୍ଦିର

ପୁରୀ,୧୫ା୧୧(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଭକ୍ତଙ୍କ ଦାନଅର୍ଥରୁ ମିଳିଥିବା...

ତେଲେଙ୍ଗିରି ଜଳଭଣ୍ଡାରରେ ଫାଟ:ଲିକ୍‌ ହେଉଛି ପାଣି, ଫସଲ ପ୍ରଭାବିତ ହେବା ଆଶଙ୍କା

ଜୟପୁର/ବୋରିଗୁମ୍ମା, ୧୫।୧୧(ପବନ ପାଣିଗ୍ରାହୀ/ବିଜୟ ସାହୁ):କୋରାପୁଟ ଜିଲାରେ ଜଳସେଚନ ଲକ୍ଷ୍ୟ ନେଇ ଇନ୍ଦ୍ରାବତୀର ଉପନଦୀ ତେଲେଙ୍ଗିରିକୁ ନେଇ ଜୟପୁର ବ୍ଲକ ରାଣୀଗଡ଼ରେ ଏକ ଜଳଭଣ୍ଡାର ନିର୍ମାଣ ପାଇଁ...

ଆଜିଠୁ ଐତିହାସିକ କଟକ ବାଲିଯାତ୍ରା

କଟକ,୧୫।୧୧(ଶିଳ୍ପା ପ୍ରିୟଦର୍ଶିନୀ):ଏସିଆ ମହାଦେଶର ସର୍ବବୃହତ୍‌ ମୁକ୍ତାକାଶ ମେଳା ତଥା ଐତିହାସିକ କଟକ ବାଲିଯାତ୍ରା ଶୁକ୍ରବାରଠାରୁ ଆରମ୍ଭ ହେବ। ଅପରାହ୍ନ ୫ଟା ୩୦ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଯମୁନା’ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ପର୍ଯ୍ୟଟକ: ଅଞ୍ଚଳବାସୀଙ୍କ ମଧ୍ୟରେ ଭୟର ବାତାବରଣ 

ବାରିପଦା,୧୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍‌ ଅଞ୍ଚଳରେ ଅବସ୍ଥିତ ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଆଖପାଖ ସ୍ଥାନରେ ମହାବଳ ବାଘୁଣୀ ‘ଯମୁନା’କୁ ନେଇ...

ଶିମିଳିପାଳରେ ମହାରାଷ୍ଟ୍ରର ଦ୍ୱିତୀୟ ମହାବଳ ବାଘୁଣୀ

ବାରିପଦା,୧୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ମହାରାଷ୍ଟ୍ରର ଅନ୍ୟ ଏକ ମହାବଳ ବାଘୁଣୀ ‘ଗଙ୍ଗା’ ଗୁରୁବାର ରାତିରେ ପହଞ୍ଚତ୍ଛି। ସ୍ବତନ୍ତ୍ର ଟିମ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri