ମିନ୍ତ୍ରାର ସ୍ବତନ୍ତ୍ର ଅଭିଯାନ

ଭୁବନେଶ୍ୱର,୧୫।୬: ଇ-କର୍ମସ ପ୍ଲାଟ୍‌ଫର୍ମ ମିନ୍ତ୍ରାର ସ୍ବତନ୍ତ୍ର ଅଭିଯାନ ସହ ମିନ୍ତ୍ରା ଇଓଆର୍‌ଏସ୍‌ର ୧୮ତମ ସଂସ୍କରଣ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ୬୦୦୦ରୁ ଅଧିକ ପ୍ରତିଷ୍ଠିତ ଘରୋଇ ଓ ଅନ୍ତର୍ଜାତୀୟ ଉତ୍ପାଦ ଏବଂ ଡି୨ସି ବ୍ରାଣ୍ଡ୍‌ଗୁଡ଼ିକରୁ ୨୦ଲକ୍ଷରୁ ଅଧିକ ଫ୍ୟାଶନ,ବିୟୁଟି ଓ ଲାଇଫ୍‌ଷ୍ଟାଇଲ୍‌ ପ୍ରଡକ୍ସ ସହ ମିନ୍ତ୍ରା ଇଓଆର୍‌ଏସ୍‌ର ୧୮ତମ ସଂସ୍କରଣ ବର୍ତ୍ତମାନ ଲାଇଭ୍‌ ରହିଛି। ଏପରିକି ଗ୍ରାହକମାନଙ୍କୁ ଏକ ଆକର୍ଷଣୀୟ ଶପିଙ୍ଗ୍‌ ଅନୁଭୂତି ପ୍ରଦାନ କରିବା ପାଇଁ ମିନ୍ତ୍ରା ପକ୍ଷରୁ ଇଓଆର୍‌ଏସ୍‌ ୧୮ରେ ପ୍ରତ୍ୟେକ ଫ୍ୟାଶନିଷ୍ଟାଙ୍କ ସ୍ବପ୍ନ ପୂରଣ ହେବ ତାହା ମିନ୍ତ୍ରା ପକ୍ଷରୁ ସୁନିଶ୍ଚିତ କରାଯାଉଛି। ଏଠାରେ ମିନ୍ତ୍ରାର ୫ଟି ଆକର୍ଷଣୀୟ ଫିଚର ସମ୍ପର୍କରେ ମଧ୍ୟ ଉଲ୍ଲେଖ କରାଯାଇଛି, ଯାହାକୁ ଗ୍ରାହକମାନେ ଇଓଆର୍‌ଏସ୍‌ ୧୮ର ଶପିଙ୍ଗ୍‌ କରିବା ବେଳେ ନିଶ୍ଚିତ ଭାବେ ଦେଖିବା ଓ ବ୍ୟବହାର କରିବା ଉଚିତ। ଫଳରେ ଶପରମାନଙ୍କ ଏଣ୍ଡ୍‌-ଟୁ-ଏଣ୍ଡ୍‌ ଶପିଙ୍ଗ୍‌ ଯାତ୍ରାକୁ ଉନ୍ନତ କରିବା ପାଇଁ ଆରମ୍ଭ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କ ଚାହିଦାରେ ହସ୍ତଶିଳ୍ପ ସାମଗ୍ରୀ

ଭୁବନେଶ୍ୱର,୨୩।୧୨: ଆଉ କିଛି ଦିନ ପରେ ଇଂରାଜୀ ନବ ବର୍ଷ ସାଙ୍ଗକୁ ଶୁଭ କାର୍ଯ୍ୟ (ଗୃହ ପ୍ରବେଶ)ର ଆଗମନ ଉପଲକ୍ଷେ ଗ୍ରାହକ ଘର ସାଜସଜ୍ଜା ପାଇଁ ଆକର୍ଷଣୀୟ...

ଜିନ୍ଦଲ ଷ୍ଟେନ୍‌ଲେସ୍‌କୁ ସୋର୍ଡ ଅଫ୍‌ ଅନର ପୁରସ୍କାର

ନୂଆଦିଲ୍ଲୀ,୨୩।୧୨: ଜିନ୍ଦଲ ଷ୍ଟେନ୍‌ଲେସ ଲିମିଟେଡ (ଜେଏସ୍‌ଏଲ୍‌)କୁ ନିକଟରେ ଆଉ ଏକ ଅନ୍ତଃରାଷ୍ଟ୍ରୀୟ ସମ୍ମାନ ଓ ସ୍ବୀକୃତି ‘ସୋର୍ଡ ଅଫ୍‌ ଅନର’ ମିଳିଛି। ଏପରିକି ଜେଏସ୍‌ଏଲ୍‌ର ହିସାର ୟୁନିଟକୁ...

୧.୪୬ ଲକ୍ଷ କୋଟିର ପୁଞ୍ଜିନିବେଶ

ଭୁବନେଶ୍ୱର,୨୩ା୧୨(ଅନୁରାଧା ମହାରଣା): କେନ୍ଦ୍ର ବାଣିଜ୍ୟ ଓ ଉଦ୍ୟୋଗ ମନ୍ତ୍ରଣାଳୟ ଦ୍ବାରା ୨୦୨୦ରୁ କାର୍ଯ୍ୟକାରୀ ହେଉଥିବା ପିଏଲଆଇ ଯୋଜନା ପୁଞ୍ଜି ନିବେଶ, ଉତ୍ପାଦନ ଏବଂ ନିଯୁକ୍ତି ସୃଷ୍ଟି କ୍ଷେତ୍ରରେ...

ଓଏସିସ୍‌ ଫର୍ଟିଲିଟିର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୨୩।୧୨ (ଅଭୟ ଦାଶ): ବର୍ତ୍ତମାନର ବ୍ୟସ୍ତବହୁଳ ସମୟ ମଧ୍ୟରେ ପ୍ରଜନନ ଜନିତ ସମସ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏପରିକି ପ୍ରଜନନ ଚିକିତ୍ସା ଏବଂ ଯତ୍ନ...

ଲାଇଫ୍‌ ଷ୍ଟାଇଲର ସେଲ୍‌ ଅଫ୍‌ ଦି ସିଜନ

ନୂଆଦିଲ୍ଲୀ,୨୧।୧୨: ଲାଇଫ୍‌ ଷ୍ଟାଇଲର ବହୁ ପ୍ରତୀକ୍ଷିତ ବିକ୍ରୟ ଅଫର ‘ସେଲ୍‌ ଅଫ୍‌ ଦି ସିଜନ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହି ସ୍ବତନ୍ତ୍ର ବିକ୍ରୟ ଅଫର...

ବିଆଇଏସ୍‌ର ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୧ା୧୨(ଅନୁରାଧା ମହାରଣା): ବ୍ୟୁରୋ ଅଫ୍‌ ଇଣ୍ଡିଆନ୍‌ ଷ୍ଟାଣ୍ଡାର୍ଡ(ବିଆଇଏସ୍‌)ର ୨ଦିନିଆ ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ମାନକ ମାଧ୍ୟମରେ ବିଜ୍ଞାନ ଶିକ୍ଷା’ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରଠାରେ ଆୟୋଜିତ...

ଓରେରାର ନୂତନ ୱେବ୍‌ସାଇଟ୍‌ ଉନ୍ମୋଚିତ

ଭୁବନେଶ୍ୱର,୨୧।୧୨ (ଅଭୟ ଦାଶ): ଓଡ଼ିଶା ରିଅଲ ଇଷ୍ଟେଟ୍‌ ରେଗୁଲେଟୋରି ଅଥରିଟି (ଓରେରା)ର ନୂତନ ୱେବ୍‌ସାଇଟ୍‌ https://rera.odisha.gov.in ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି ଓରେରା ସଂସ୍କରଣ ୨.୦ର...

ନିବେଶକ ହରାଇଲେ ୧୮ ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ,୨୧।୧୨: ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ଏବଂ ୟୁଏସ୍‌ ଫେଡେରାଲର ସୁଧହାର ହ୍ରାସର ପ୍ରଭାବ ସିଧାସଳଖ ଭାରତୀୟ ଷ୍ଟକ୍‌ ମାକେର୍ଟ କାରବାରରେ ଦେଖିବାକୁ ମିଳୁଛି। ଏପରିକି ଭାରତୀୟ ଟଙ୍କାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri