Posted inଫୁରସତ

ଏହି ଦେଶରେ ଚତୁର୍ଥୀକୁ ନେଇ ରହିଛି ଅଜବ ପରମ୍ପରା, ଜାଣିଲେ…

ପ୍ରତ୍ୟେକ ସମ୍ପ୍ରଦାୟରେ ବିବାହ ଭଳି ଏକ ପ୍ରଥା ରହିଛି। ବିବାହକୁ ନେଇ ପ୍ରତ୍ୟେକ ସ୍ଥାନରେ ଭିନ୍ନ ଭିନ୍ନ ପରମ୍ପରା, ରୀତିନୀତି ବି ରହିଥାଏ। ଆଜି ଦୁନିଆର ଏକ ଅଦ୍ଭୁତ ବିବାହ ପରମ୍ପରା ବିଷୟରେ କହିବୁ, ଯାହା ଜାଣି ଆଶ୍ଚର୍ଯ୍ୟ ହେବେ।

ଫ୍ରାନ୍ସରେ ଚତୁର୍ଥୀ ରାତିକୁ ନେଇ ଏକ ଅଦ୍ଭୁତ ପରମ୍ପରା ରହିଛି। ଏଠାରେ ଚାରିଓ୍ବାରୀ ସମ୍ପ୍ରଦାୟର ଲୋକମାନେ ଚତୁର୍ଥୀ ରାତିରେ ନବଦମ୍ପତିଙ୍କ ଘରକୁ ଯାଇ ବହୁତ ହଙ୍ଗାମା କରନ୍ତି। ଯାହା କି ସେମାନଙ୍କ ମିଳନରେ ବାଧା ସୃଷ୍ଟି ହୋଇଥାଏ। ସେମାନେ ଘରେ ରଖାଯାଇଥିବା ବାସନକୁସନ ବଜାନ୍ତି ଏବଂ ଉଚ୍ଚ ସ୍ବରରେ ଗୀତ ଗାଇଥାନ୍ତି। ଯଦିଓ ଏହି ପ୍ରକାର ପ୍ରଥା ବର୍ତ୍ତମାନ ହ୍ରାସ ପାଇଆସିଲାଣି, ମଧ୍ୟଯୁଗରେ ଏହା ବହୁତ ଲୋକପ୍ରିୟ ଥିଲା। ବିଶ୍ୱାସ କରାଯାଏ, ଏପରି କରିବା ଦ୍ୱାରା କନ୍ୟା ଏବଂ ବରଙ୍କ ମଧ୍ୟରେ ଭଲପାଇବା ବଢ଼ିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କପେ ଚା’କୁ ଲକ୍ଷେ ଟଙ୍କା

ଦୁବାଇ:ସାଉଦି ଆରବର ଦୁବାଇସ୍ଥିତ ଏକ କାଫେରେ ଏପରି ଏକ ଚା’ପରଷା ଯାଉଛି, ଯାହାର ଦାମ ୧ ଲକ୍ଷ ଟଙ୍କା ରହିଛି। ଡିଆଇଏଫ୍‌ସି ଏମିରେଟ୍ସ ପାଇନାନ୍ସିଆଲ ଟାଓ୍ବାର...

ଜାଣନ୍ତି କି କାହିଁକି ହିନ୍ଦୀ ବାମରୁ ଡାହାଣକୁ, ଊର୍ଦ୍ଦୁ ଡାହାଣରୁ ବାମକୁ ଲେଖାଯାଏ, ଏହା ପଛର କାରଣ ଜାଣିଲେ…

ଉଭୟ ହିନ୍ଦୀ ଏବଂ ଉର୍ଦ୍ଦୁ ଭାରତରେ କଥିତ। ଏହି ଦୁଇଟି ଭାଷା ମଧ୍ୟରେ ଅନେକ ସମାନତା ଅଛି, ତଥାପି ସେଗୁଡ଼ିକ ଲେଖିବାରେ ଏକ ବଡ଼ ପାର୍ଥକ୍ୟ...

ବିଶ୍ୱର ସବୁଠୁ ବୟସ୍କ ବ୍ୟକ୍ତିଙ୍କ ପରଲୋକ: ଏତିକି ବର୍ଷ ବୟସରେ ନେଲେ ଶେଷ ବିଦାୟ

ଲଣ୍ଡନ,୨୭ା୧୧: ବିଶ୍ୱର ସବୁଠୁ ବୟସ୍କ ବ୍ୟକ୍ତି ଜନ୍‌ ଆଲ୍‌ଫ୍ରେଡ୍‌ ଟିନିସ୍‌ଉଡ୍‌ଙ୍କର ୧୧୨ ବର୍ଷରେ ପରଲୋକ ହୋଇଯାଇଛି। ଇଂଲଣ୍ଡର ସାଉଥପୋର୍ଟ କେୟାର ହୋମ୍‌ରେ ସୋମବାର ତାଙ୍କର ଦେହାନ୍ତ...

ବିପଦରେ ସାଇଗା ପ୍ରଜାତିର ହରିଣଙ୍କ ଅସ୍ତିତ୍ୱ

ମସ୍କୋ: ବିଶ୍ୱରେ ଅନେକ ପ୍ରକାରର ହରିଣ ପ୍ରଜାତି ଦେଖିବାକୁ ମିଳିଥାଏ। ସାଧାରଣତଃ ହରିଣଗୁଡ଼ିକୁ ସେମାନଙ୍କର ଶିଙ୍ଗ ଏବଂ ସୌନ୍ଦର୍ଯ୍ୟତା ପାଇଁ ବେଶ୍‌ ପ୍ରଶଂସା କରାଯାଇଥାଏ। କିନ୍ତୁ...

ପ୍ରେମିକାଙ୍କ ପାଇଁ ସପ୍ତାହକୁ ୧୮ ହଜାର କି.ମି. ଯାତ୍ରା

ବେଜିଂ: ନିକଟରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ଖବର ସମସ୍ତଙ୍କ ହୃଦୟ ଜିତିପାରିଛି। ଅଷ୍ଟ୍ରେଲିଆରେ ପଢ଼ୁଥିବା ଚାଇନାର ଜଣେ ଛାତ୍ର ନିଜ ଅଧ୍ୟୟନ ଓ ପ୍ରେମିକାଙ୍କ...

ଷ୍ଟିଲ୍‌ ପରି କାନ

ମହିଳାମାନେ କାନ ଫୋଡାନ୍ତି କାନରେ ଝୁମୁକା ଲଗାଇବା ପାଇଁ। କେହି କେହି ପୁରୁଷ ବି କାନ ଫୋଡ଼ାଇଥାନ୍ତି। ତେବେ ଯଦି ଝୁମୁକା ଓଜନିଆ ହୋଇଯାଏ କାନରେ...

ଗଛ ବୟଫ୍ରେଣ୍ଡ

କୁହାଯାଏ ପ୍ରେମ ଅନ୍ଧ। କାହିଁକି ନା ପ୍ରେମ ଦେଖେନା ଜାତି, ଧର୍ମ କି ଧନୀ ଗରିବର ଭେଦଭାବ। ତେବେ ଆଜିକାଲି ବୋଧହୁଏ ପ୍ରେମ ଅଧିକ ଅନ୍ଧ...

ଅସ୍ତଗାମୀ ସୂର୍ଯ୍ୟକୁ ଦେଖି ମାରନ୍ତି ତାଳି

ଏଇ ପୃଥିବୀରେ ଯେତିକି ଦେଶ ଅଛି ସେତିକି ପ୍ରଥା ପରମ୍ପରା ବି ଅଛି। ସେଥିମଧ୍ୟରୁ ଅନେକ ଅଜବ ପରମ୍ପରା ବି ଥାଏ। ଯେମିତି କି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri