ନବଯୌବନ ଦର୍ଶନ ପାଇଁ ସମୟ ନିର୍ଘଣ୍ଟ ଜାରି, ସକାଳ ୮ଟାରୁ ଦର୍ଶନ

ପୁରୀ ଅଫିସ,୨୮।୬: ବୁଧବାର ମହାପ୍ରଭୁଙ୍କ ନବଯୌବନ ଦର୍ଶନ। ନବଯୌବନ ଦର୍ଶନ ପାଇଁ ସମୟ ନିର୍ଘଣ୍ଟ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମଙ୍ଗଳବାର ଜାରି ହୋଇଛି। ସକାଳ ୮ଟାରେ ତାଟି ଫିଟିବା ପରେ ପ୍ରଥମ ୧ ଘଣ୍ଟା ପରିମାଣିକ ଦର୍ଶନ ହେବ। ଏହାପରେ ସକାଳ ୯ଟାରୁ ୧୦ଟା ୩୦ ଯାଏ ସର୍ବସାଧାରଣ ଦର୍ଶନ ହେବ। ସେହିପରି ଅପରାହ୍ନ ୨ଟା, ଅପରାହ୍ନ ୩ଟା, ସା ୬ଟାରୁ ସା ୬ଟା ୩୦, ୯ଟାରୁ ୧୦ଟା୩୦ ଓ ୧୧ଟାରୁ ସାଢେ ୧୨ଟା ଯାଏ ସାଧାରଣ ଦର୍ଶନ ହେବ। ସେହିପରି ବିଶେଷ ନୀତି ପାଇଁ ସକାଳ ୧୦.୩୦ରୁ ଅପରାହ୍ନ ୨ଟା, ଅପରାହ୍ନ ୩ଟାରୁ ସା ୬ଟା, ସା ୬ଟା ୩୦ରୁ ରାତି ୯ଟା ଏବଂ ରାତି ୧୦ଟା ୩୦ରୁ ୧୧ଟା ୩୦ ଯାଏ ସାଧାରଣ ଦର୍ଶନ ବନ୍ଦ ରହିବ ।


Enter your email to get our daily news in your inbox.

All Right Reserved By Dharitri.Com

‘ଯମୁନା’ ପାଇଁ ଯନ୍ତା ପ୍ରସ୍ତୁତ

ବାରିପଦା,୧୬ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍‌ ଅଞ୍ଚଳରେ ଘୂରିବୁଲୁଥିବା ମହାବଳ ବାଘୁଣୀ ‘ଯମୁନା’ ଚିନ୍ତାର କାରଣ ପାଲଟିଛି। କୋର୍‌ ଅଞ୍ଚଳ...

କନ୍ୟାକୁମାରୀ-ଦିବ୍ରୁଗଡ଼ ଏକ୍ସପ୍ରେସରେ ନିଆଁ

ଭଦ୍ରକ, ୧୬।୧୧(ସନାତନ ରାଉତ): କନ୍ୟାକୁମାରୀ-ଦିବ୍ରୁଗଡ଼ ବିବେକ ଏକ୍ସପ୍ରେସରେ ନିଆଁ ଲାଗିଥିଲା।  ବ୍ରେକ ବାଇଣ୍ଡିଙ୍ଗରୁ ନିଆଁ ଲାଗିଥିବା ରେଳବାଇ ସୂତ୍ରରୁ ଜଣାପଡିଛି। ଭଦ୍ରକ ଚରମ୍ପା ଷ୍ଟେଶନରୁ କିଛି...

ଖସୁଛି ପାରଦ, ଥରାଇବ ଶୀତ

ଭୁବନେଶ୍ୱର,୧୬ା୧୧(ଅନୁରାଧା ମହାରଣା):ଗତ କିଛିଦିନ ଧରି ସାରା ରାଜ୍ୟରେ ପାଗ ପ୍ରାୟତଃ ଶୁଖିଲା ରହୁଥିବାବେଳେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ଖସିଛି। ଅନ୍ୟଜିଲାଗୁଡ଼ିରେ ତାପମାତ୍ରାରେ...

ଦିଲ୍ଲୀରେ ବଢୁଛି କନ୍ଧମାଳ ତେନ୍ତୁଳିର କ୍ରେଜ୍‌: ଏତିକି ଟଙ୍କାରେ ହେଉଛି ବିକ୍ରି

ଦାରିଙ୍ଗବାଡି, ୧୬।୧୦(ଅରୁଣ ସାହୁ): ଦିଲ୍ଲୀ ପ୍ରଗତି ମୈଦାନରେ ଚାଲିଥିବା ବାଣିଜ୍ୟ ମେଳାରେ ଓଡିଶାରୁ ପ୍ରାୟ ୪୦ଟି ଷ୍ଟଲ ପଡିଛି। ସେଥିମଧ୍ୟରେ ମିଶନ ଶକ୍ତି ପକ୍ଷରୁ ପାରମ୍ପରିକ...

ରାଗରେ ନିଆଁବାଣ ହୋଇଗଲେ ମୁଖ୍ୟମନ୍ତ୍ରୀ: ଶେଷରେ ଚାଲିକି ଗଲେ…

କଟକ,୧୬।୧୧: ବାଲିଯାତ୍ରା ଉଦ୍‌ଘାଟନୀ କାର୍ଯ୍ୟକ୍ରମ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଓ ଅନ୍ୟ ଅତିଥି ସିଲ୍‌ଭର୍‌ ସିଟି ବୋଟ୍‌ କ୍ଲବ୍‌ରୁ...

ଦାରିଙ୍ଗବାଡିରେ ତାପମାତ୍ରା କମିଲା, ସର୍ବନିମ୍ନ ୧୨.୫ ଡିଗ୍ରୀ

ଦାରିଙ୍ଗବାଡି, ୧୬।୧୦ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରୁ ତାପମାତ୍ରା ହ୍ରାସ ଘଟିଛି। ଶନିବାର ସକାଳ ୮ଟା ସୁଦ୍ଧା ସର୍ବନିମ୍ନ ତାପମାତ୍ରା...

ପେସା ଆଇନ କ’ଣ? ଯାହାକୁ ନେଇ ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୬ା୧୧ (ଅନିଲ ଦାସ):ପଞ୍ଚାୟତ ଏକ୍ସଟେନଶନ ଟୁ ସିଡ୍ୟୁଲ ଏରିଆଜ୍‌ (ପେସା) ଆଇନ ଲାଗୁ ହେବା ପୂର୍ବରୁ ଲୋକଙ୍କ ମତ ନିଆଯିବ। ଏଥିସହିତ ରାଜ୍ୟ ସରକାର ସଚେତନତା...

ହଟିଲା କଟକଣା: ଆଜିଠୁ ଚାରିଦ୍ୱାର ଖୋଲା

ପୁରୀ,୧୬ା୧୧(ଅଜିତ୍‌ କୁମାର ମହାନ୍ତି):ଭକ୍ତଙ୍କ ନିମନ୍ତେ ଖୁସି ଖବର। କାର୍ତ୍ତିକ ମାସ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜାରି ହୋଇଥିବା କଟକଣାକୁ ଶୁକ୍ରବାର ହଟାଇ ନିଆଯାଇଛି। ଶନିବାରଠାରୁ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri