ଭୁବନେଶ୍ୱରରେ ପହଞ୍ଚିଲେ ନଡ୍ଡା

ଭୁବନେଶ୍ୱର,୨୭ା୨: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଗୁରୁବାର ସନ୍ଧ୍ୟାରେ ଏକ ସ୍ବତନ୍ତ୍ର ବିମାନ ଯୋଗେ ଦିଲ୍ଲୀରୁ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହି ଅବସରରେ ଭାଜପା ପକ୍ଷରୁ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି।

୨୮ ତାରିଖ ଅର୍ଥାତ ଶୁକ୍ରବାର ପ୍ରଥମଥର ପାଇଁ ପୁରୀରେ ଆୟୋଜନ ହେଉଥିବା ଜାତୀୟ ସ୍ବାସ୍ଥ୍ୟ ମିଶନ କାର୍ଯ୍ୟକ୍ରମ ସେ ଯୋଗଦେବେ। ଏହି ପରିପ୍ରେକ୍ଷୀରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଦୁଇଦିନଆ ଓଡ଼ିଶା ଗସ୍ତରେ ଆସିଛନ୍ତି।

ଭୁବନେଶ୍ୱରରେ ପହଞ୍ଚିବା ପରେ ସେ କୋଣାର୍କ ଯାଇ ରାତ୍ରିଯାପନ କରିବାର କାର୍ଯ୍ୟକ୍ରମ ରହିଛି। ଶୁକ୍ରବାର ନଡ୍ଡା ପୁରୀରେ ହେବାକୁ ଥିବା ଜାତୀୟ ସ୍ବାସ୍ଥ୍ୟ ମିଶନ କାର୍ଯ୍ୟକ୍ରମରେ ଯୋଗଦେବେ। ପରେ ଭୁବନେଶ୍ୱର ଫେରି ଦଳର ପ୍ରମୁଖ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୭ ଦିନରେ ଦାବି ପୂରଣ ନ ହେଲେ ଆନ୍ଦୋଳନରେ ବସିବି : ପିସିସି ସଭାପତି

ଥୁଆମୁଳ ରାମପୁର,୨୪।୪-(ଦୁର୍ଗା କୀର୍ତ୍ତି):- କଥା ଦେଇ କଥା ରଖୁନାହି ଉତ୍କଳ ଆଲୁମିନା କମ୍ପାନୀ l ଖଣି ପ୍ରଭାବିତ ଅଞ୍ଚଳର ବେକାର ଯୁବତୀଯୁବକଙ୍କୁ ସ୍ବାବଲମ୍ବୀ କରିବା ସହ...

ଗ୍ରାମାଞ୍ଚଳ ବିକାଶରେ ପଞ୍ଚାୟତର ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭଞ୍ଜନଗର,୨୪ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଗୁରୁବାର ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି। ଏଥିରେ ବିଡିଓ ପୂର୍ଣ୍ଣଚନ୍ଦ୍ର ପାଢ଼ୀ...

୧,୧୯୨ କୋଟି ଟଙ୍କାର ସାତଟି ନବୀକରଣଯୋଗ୍ୟ ଶକ୍ତି ପ୍ରକଳ୍ପକୁ ଅନୁମୋଦନ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୪।୪: ଓଡ଼ିଶା ସରକାର ୧,୧୯୧.୪୭ କୋଟି ଟଙ୍କାର ସାତଟି ନବୀକରଣଯୋଗ୍ୟ ଶକ୍ତି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଶକ୍ତି ବିଭାଗର ପ୍ରମୁଖ ସଚିବ ବିଶାଳ ଦେବଙ୍କ ଅଧ୍ୟକ୍ଷତାରେ...

‘ଭାରତ ପାଣି ବନ୍ଦ କଲେ ଏହା ହେବ Act of War’, NSC ମିଟିଂ ପରେ କାହିଁକି ଏମିତି କହିଲା ପାକିସ୍ତାନ

ଇସଲାମାବାଦ,୨୪।୪: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ ସରିଫ ଗୁରୁବାର ଜାତୀୟ ସୁରକ୍ଷା କମିଟି (ଏନଏସସି) ବୈଠକର ଅଧ୍ୟକ୍ଷତା କରିଛନ୍ତି। ଏହି ବୈଠକରେ, ୨୨ ଏପ୍ରିଲ ୨୦୨୫ରେ ପହଲଗାମରେ...

ତପସ୍ବିନୀ ଟ୍ରେନ୍‌ ରହଣି ପାଇଁ ଡିଆରଏମ୍‌ଙ୍କ ନିକଟରେ ଦାବି

କେସିଙ୍ଗା,୨୪ା୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ୍‌ ରେଳ ଷ୍ଟେଶନରେ ୨ ମିନିଟ୍‌ ତାପସ୍ବିନୀ ଟ୍ରେନ୍‌ ରହଣି ସମେତ ବିଭିନ୍ନ ସମସ୍ୟା ଉପରେ...

ଭାରତ-ପାକିସ୍ତାନ ଯୁଦ୍ଧ ହେଲେ କେଉଁ ଦେଶ କାହା ସପକ୍ଷରେ ଯିବ? ଜାଣନ୍ତୁ କ’ଣ କହୁଛି ସମୀକରଣ

ଶ୍ରୀନଗର,୨୪।୪: ଜମ୍ମୁ ଏବଂ କାଶ୍ମୀରର ପହଲଗାମରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ଭାରତର ୨୬ ଜଣ ନିର୍ଦ୍ଦୋଷ ଲୋକ ପ୍ରାଣ ହରାଇଛନ୍ତି। ଏହି...

ଆଉ ଦୁଇଦିନ ଜାଳିବ, ରବିବାର ଫେରିବ କାଳବୈଶାଖୀ

ଭୁବନେଶ୍ୱର,୨୪ା୪: ଗୁରୁବାର ଓଡ଼ିଶାର କିଛି ଅଞ୍ଚଳ ପାଇଁ ଗ୍ରୀଷ୍ମ ଲହରୀ ଚେତାବନୀ ଜାରି କରାଯାଇଛି। ରାଜ୍ୟର ଅନେକ ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲସିୟସ ଅତିକ୍ରମ...

ଦୀଘାରେ ଜଗନ୍ନାଥ ମନ୍ଦିର ଉଦ୍‌ଘାଟନୀ ଦିନ ରୋଷ କାର୍ଯ୍ୟରେ ସାମିଲ ହେଲେ କାର୍ଯ୍ୟାନୁଷ୍ଠାନ

ପୁରୀ,୨୪।୪: ପଶ୍ଚିମବଙ୍ଗ ସରକାରଙ୍କ ଦ୍ୱାରା ଦିଘାରେ ନିର୍ମାଣ ହୋଇଥିବା ଜଗନ୍ନାଥ ମନ୍ଦିର ଆସନ୍ତା 30 ତାରିଖ ଅକ୍ଷୟ ତୃତୀୟାରେ ଉଦଘାଟନ ହେବ। ଏହି କାର୍ଯ୍ୟକ୍ରମରେ ପୁରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image