ଦ୍ୱିତୀୟ ବିବାହ ପୂର୍ବରୁ ସାମନ୍ଥାଙ୍କ ସହ ଶେଷ ସନ୍ତକକୁ ହଟାଇଲେ ନାଗା ଚୈତନ୍ୟ

ସାଉଥ୍‌ ଅଭିନେତା ନାଗା ଚୈତନ୍ୟ ଏବଂ ସାମନ୍ତ ରୁଥ୍‌ ପ୍ରଭୁ ୨୦୨୧ରେ ଛାଡ଼ପତ୍ର ଘୋଷଣା କରିଥିଲେ। ଏହା ପରେ ଦୁହେଁ ପରସ୍ପର ସହ ବିତାଇଥିବା ସମସ୍ତ ମୁହୂର୍ତ୍ତକୁ ସୋସିଆଲ ମିଡିଆ ଆକାଉଣ୍ଟରୁ ଡିଲିଟ କରିଦେଇଥିଲେ। ନାଗା ଏବଂ ସାମନ୍ଥାଙ୍କ ପ୍ରଶଂସକମାନେ ସେମାନଙ୍କ ଛାଡପତ୍ର ଖବର ଶୁଣି ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଏବେ ଶୋଭିତା ଧୂଲିପାଲାଙ୍କୁ ଦ୍ୱିତୀୟ ବିବାହ କରିବା ପୂର୍ବରୁ ନାଗା ଏକ ଆଶ୍ଚର୍ଯ୍ୟଜନକ ପଦକ୍ଷେପ ନେଇଛନ୍ତି, ଯାହା ଆଲୋଡ଼ନ ସୃଷ୍ଟି କରିଛି। ନାଗା ତାଙ୍କର ପ୍ରଥମ ବିବାହର ଶେଷ ଚିହ୍ନକୁ ଲିଭାଇ ଦେଇଛନ୍ତି।

ଚଳିତ ବର୍ଷ ଅଗଷ୍ଟରେ ନାଗା ଏବଂ ଶୋଭିତାଙ୍କ ନିର୍ବନ୍ଧ ହୋଇଥିଲା। ଛାଡପତ୍ର ପରେ ପୂର୍ବତନ ପତ୍ନୀ ସାମନ୍ତଙ୍କ ସହ ଜଡିତ ୩ଟି ପୋଷ୍ଟ ନାଗା ଡିଲିଟ୍‌ କରି ନ ଥିଲେ। ଦ୍ୱିତୀୟ ବିବାହ ପୂର୍ବରୁ ସେ ଏହାକୁ ଡିଲିଟ୍‌ କରିଦେଇଛନ୍ତି।

ନାଗା ଏବଂ ସାମନ୍ଥା ୨୦୧୭ରେ ବିବାହ କରିଥିଲେ, କିନ୍ତୁ ବିବାହର ୪ ବର୍ଷ ପରେ ଉଭୟ ଛାଡପତ୍ର ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଲଫ୍ରେଣ୍ଡଙ୍କ ସହ ବାଗେଶ୍ୱର ବାବାଙ୍କ ଶରଣ ପଶିଲେ ଶିଖର ଧାଓ୍ବନ

ମୁମ୍ବାଇ,୧୬।୪: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ବର୍ତ୍ତମାନ ତାଙ୍କ ନୂତନ ପ୍ରେମିକାଙ୍କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଧାୱନ ସୋଫି ସାଇନଙ୍କୁ ଡେଟ କରୁଛନ୍ତି। ଉଭୟଙ୍କୁ...

ଭୁବନେଶ୍ବରରେ ଅଖିଳେଶ ଯାଦବ: ବଢ଼ୁଛି ରାଜନୈତିକ ଚର୍ଚ୍ଚା

ଭୁବନେଶ୍ୱର,୧୬।୪: ଭୁବନେଶ୍ବରରେ ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ପହଞ୍ଚିଛନ୍ତି। ତାଙ୍କ ସହ ସ୍ତ୍ରୀ ଏମ୍‌ପି ଡିମ୍ପଲ ଯାଦବ ମଧ୍ୟ ଅଛନ୍ତି। ପୁରୀ ଯାଇ ମହାପ୍ରଭୁଙ୍କୁ...

ଭଉଣୀଙ୍କୁ ଛାଡ଼ି ଫେରୁଥିଲେ, ଅଧାବାଟରେ ଗଲା ଭାଇ ଜୀବନ

ମୋହନା,୧୬।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଛତାଭରି ଗାଁରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌ ସହ ବାଇକ୍‌ ମୁହଁାମୁହିଁ ଧକ୍କା ହେବାଫଳରେ ଜଣଙ୍କ...

ସେବାଶ୍ରମରେ ଏବେ ବି ଘୁରିବୁଲୁଛି ମହୁମାଛି: ଆତଙ୍କିତ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୬।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ସେବାଶ୍ରମରେ ମଙ୍ଗଳବାର ୪୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ମହୁମାଛି ଆକ୍ରମଣ କରିଥିଲେ। ବୁଧବାର ମଧ୍ୟ ସେଠାରେ...

ଅତିରିକ୍ତ ଜିଲାପାଳଙ୍କ ଘରକୁ ପୁଣି ପସୁଥିଲେ ଚୋର, ପରେ ଯାହାହେଲା…

ରାୟଗଡା,୧୬।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଅତିରିକ୍ତ ଜିଲାପାଳ ନିହାର ରଞ୍ଜନ କହଁରଙ୍କ ସରକାରୀ ବାସଭବନରୁ ମଙ୍ଗଳବାର ଦିନ ଦ୍ବିପହରରେ ଦୁବୃର୍ତ୍ତ ମାନେ ଚୋରି ପାଇଁ ଉଦ୍ୟମ...

ଦାବି ପୂରଣ ନ ହେଲେ ଆନ୍ଦୋଳନ: ଚେତାବନୀ ଦେଲା କଂଗ୍ରେସ

ପୁରୁଷୋତ୍ତମପୁର,୧୬।୪(ସିମାଞ୍ଚଳ ମିଶ୍ର) ଗଞ୍ଜାମ ଜିଲା ଖଲ୍ଲିକୋଟ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପୁରୁଷୋତ୍ତମପୁର ଠାରେ କଂଗ୍ରେସ ପକ୍ଷରୁ ବିଧାୟକ ପ୍ରାର୍ଥୀ ଚିତ୍ରସେନ ବେହେରାଙ୍କ ନେତୃତ୍ୱରେ ଏକ ମଶାଲ ଶୋଭାଯାତ୍ରା...

ହାତ ଧରାଧରି ହୋଇ ଆରପାରିକୁ ଚାଲିଗଲେ ଦୁଇ ଭଉଣୀ

ବସ୍ତା, ୧୬।୪(ହରିଶଙ୍କର ପାଢ଼ି): ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଗାନ୍ଧୀ ଛକ ନିକଟରେ ମଙ୍ଗଳବାର ଅପରାହ୍ନ ୨ଟା ବେଳେ ଏକ ଦୁଃଖଦ ଘଟଣା ଘଟିଛି।...

ବିବାହର ୮ ବର୍ଷ ପରେ ବାପା ହେଲେ ଜାହିର ଖାନ: ସନ୍ତାନର ନାଁ ରଖିଲେ…

ମୁମ୍ବାଇ,୧୬।୪: ଚକ ଦେ ଇଣ୍ଡିଆ ଅଭିନେତ୍ରୀ ସାଗରିକା ଘାଟଗେ ଏବଂ ପୂର୍ବତନ ଭାରତୀୟ କ୍ରିକେଟର ଜାହିର ଖାନ ପ୍ରଥମ ସନ୍ତାନକୁ ସ୍ବାଗତ କରିଛନ୍ତି। ଏହି ଦମ୍ପତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image