କୁନୋ ନ୍ୟାଶନାଲ ପାର୍କରେ ଆଖିବୁଜିଲା ଚିତା ‘ଶୌର୍ଯ୍ୟ’

ଭୋପାଳ,୧୬।୧: ମଧ୍ୟପ୍ରଦେଶର କୁନୋ ନ୍ୟାଶନାଲ ପାର୍କରେ ନାମିବ୍ୟାରୁ ଆସିଥିବା ଆଖି ବୁଜିଛି ଆଉ ଏକ ଚିତା। ମଙ୍ଗଳବାର ଚିତା ‘ଶୌର୍ଯ୍ୟ’ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଏହାକୁ ମିଶାଇ କୁନୋ ନ୍ୟାଶନାଲ ପାର୍କରେ ୧୦ ଚିତାଙ୍କ ମୃତ୍ୟୁ ହୋଇସାରିଲାଣି। ଏଥିରେ ୭ ଚିତା ଏବଂ ୩ ଶାବକ ସାମିଲ ରହିଛନ୍ତି। ତେବେ ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ ଚିତା ମୃତ୍ୟୁର କାରଣ ଜଣାପଡ଼ିବ।

କୁନୋର ଏପିସିସିଏଫ୍‌ ଏବଂ ଲାୟନ ପ୍ରୋଜେକ୍ଟର ନିର୍ଦ୍ଦେଶକଙ୍କ କହିବା ମୁତାବକ, ଆଜି ପ୍ରାୟ ୩ଟା ୧୭ମି.ରେ ଚିତା ଶୌର୍ଯ୍ୟର ମୃତ୍ୟୁ ହୋଇଛି। ମୃତ୍ୟୁର କାରଣ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଜଣାପଡିବ। ଚିତାମାନଙ୍କୁ ମନିଟରିଂ କରୁଥିବା ଟିମ ସକାଳ ୧୧ଟା ବେଳେ ଶୌର୍ଯ୍ୟର ଖରାପ ସ୍ବାସ୍ଥ୍ୟ ନେଇ ଜଣାଇଥିଲେ। ଏହାପରେ ତୁରନ୍ତ ଏକ ଡାକ୍ତରୀ ଟିମ୍‌ ସେଠାକୁ ପଠାଯାଇଥିଲା। ତାକୁ ସିପିଆର୍‌ ଦେବା ପରେ ମଧ୍ୟ ସ୍ବାସ୍ଥାବସ୍ଥ୍ୟାରେ ସୁଧାର ହୋଇ ନ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

JEE MAIN EXAMର ୨ ଦିନ ପୂର୍ବରୁ ଟ୍ରେନ୍‌ ଆଗକୁ ଡେଇଁ ଜୀବନ ହାରିଲେ ଛାତ୍ର

ନୂଆଦିଲ୍ଲୀ, ୩୧।୩:ଆସନ୍ତା ଏପ୍ରିଲ ୨ରେ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ହେବାକୁ ଥିବା ବେଳେ ଏହାର ୨ ଦିନ ପୂର୍ବରୁ କୋଟାରେ ଜଣେ ଆଶାୟୀ(୧୮)...

ହଳଧର ସାହିତ୍ୟ ଅସ୍ମିତାର ଆବାହକ: ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଲୋକକବିଙ୍କୁ ଶୁଭେଚ୍ଛା

ବରଗଡ,୩୧।୩(ପ୍ରେମାନନ୍ଦ ଖମାରୀ): ପଦ୍ମଶ୍ରୀ ଲୋକକବି ହଳଧର ନାଗଙ୍କ ୭୫ ତମ ଜନ୍ମଦିନ ଅବସରରେ ବରଗଡ଼ରେ ସୋମବାର ତ୍ରିଦିବସୀୟ ଜାତୀୟ ସ୍ତରୀୟ କାର୍ଯ୍ୟକ୍ରମର ଉଦଘାଟନୀ ସମାରୋହ ଅନୁଷ୍ଠିତ...

ଚା’ ଦୋକାନରୁ ଗଞ୍ଜେଇ ଜବତ, ଜଣେ ଗିରଫ

ଗଞ୍ଜାମ, ୩୧ା୩ (ବିଦ୍ୟାଧର ସାହୁ):ଗଞ୍ଜାମ ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଏକ ଚା’ ଦୋକାନରେ ପୋଲିସ ଚଢ଼ାଉ କରି ଗଞ୍ଜେଇ ଜବତ କରିବା...

ଆନନ୍ଦଉଲ୍ଲାସ ମଧ୍ୟରେ ଭାଇଚାରାର ପର୍ବ ଇଦ-ଉଲ-ଫିତର ପାଳିତ: ଇଦଗାହ ପଡିଆରେ ଭିଡ଼

ବରଗଡ଼, ୩୧।୩(ପ୍ରେମାନନ୍ଦ ଖମାରୀ) – ବରଗଡ ସହରରେ ଇଦ ଉଲ ଫିତର୍‌ ସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ମୁସଲିମ ସମ୍ପ୍ରଦାୟର ଲୋକେ ମାସେବ୍ୟାପୀ କଠୋର...

Video: ଇଦ୍‌ ଶୁଭେଚ୍ଛା ଜଣାଇବା ପାଇଁ ୩୬ଥର ଟେକ୍‌ ନେଲେ ସ୍ତ୍ରୀ: ରାଗିଗଲେ ପାକିସ୍ତାନ ଖେଳାଳି

ଇସଲାମାବାଦ୍‌,୩୧।୩: ପାକିସ୍ତାନ କ୍ରିକେଟ ଦଳର ପୂର୍ବତନ ଖେଳାଳି ୱାସିମ ଆକ୍ରମ ସମସ୍ତଙ୍କୁ ଇଦ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ଆକ୍ରମ ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର...

ଟ୍ରାଫିକ୍‌ ନିୟମ କଡ଼ାକଡ଼ି: ଇ-ଚାଲାଣ ପୈଠ ନ କଲେ ଡ୍ରାଇଭିଂ ଲାଇସେନ୍ସ ହେବ ଜବତ

ନୂଆଦିଲ୍ଲୀ,୩୧ା୩:ଟ୍ରାଫିକ୍‌ ନିୟମ ଉଲ୍ଲଂଘନ ଘଟଣାରେ ଦଣ୍ଡସ୍ବରୂପ ଯେତିକି ଇ-ଚାଲାଣ କଟାଯାଉଛି, ତା’ର ମାତ୍ର ୪୦ ପ୍ରତିଶତ ଦେୟ ଆଦାୟ ହେଉଥିବା ଜଣାପଡ଼ିଛି। ଅନେକ ନିୟମ ଉଲ୍ଲଂଘନକାରୀ...

ଚଳିତ ବର୍ଷ ଏପ୍ରିଲ୍‌ରୁ ଜୁନ୍‌ ଅଗ୍ନିବର୍ଷା: IMD ଡିଜି

ନୂଆଦିଲ୍ଲୀ, ୩୧।୩: ସୋମବାର ଆଇଏମଡି କହିଛି ଯେ, ଭାରତରେ ଏପ୍ରିଲରୁ ଜୁନ୍ ପର୍ଯ୍ୟନ୍ତ ତାପମାତ୍ରା ସ୍ୱାଭାବିକ ଠାରୁ ଅଧିକ ରହିବ। କେନ୍ଦ୍ରୀୟ ଏବଂ ପୂର୍ବ ଭାରତ...

ମ୍ୟାନମାର୍‌ ଭୂମିକମ୍ପ: ମୃତକଙ୍କ ସଂଖ୍ୟା ୨ ହଜାର ଟପିଲା

ମ୍ୟାନମାର୍‌,୩୧।୩: ମିଆଁମାରରେ ହୋଇଥିବା ଭୟଙ୍କର ଭୂମିକମ୍ପରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇଛି। ଏହି ଭୟଙ୍କର ଭୂମିକମ୍ପରେ ମୃତ୍ୟୁ ସଂଖ୍ୟା ୨,୦୫୬ କୁ ବୃଦ୍ଧି ପାଇଛି ଏବଂ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image