ଡ୍ରଗ୍ସ ମାମଲା: ଟେଲିଭିଜନ ଅଭିନେତ୍ରୀଙ୍କ ସହ ଦୁଇ ଗିରଫ

ମୁମ୍ବାଇ,୨୫ ।୧୦: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲା ସହ ଯୋଡି ହୋଇଥିବା ଡ୍ରଗ୍ସ ମାଲାର ଯାଞ୍ଜ କରୁଛି ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) । ରବିବାର ଯାଞ୍ଚ ଏଜେନ୍ସି ଦ୍ୱାରା ଆଉ ଏକ ଡ୍ରଗ୍ସ ର‌୍ୟାକେଟର ପର୍ଦ୍ଦଫାଶ ହୋଇଛି । ମୁମ୍ବାଇ ଜୋନାଲ ୟୁନିଟର ଏକ ଟିମ୍ ମାଛିମାର, ମର୍ସୋବାରେ ଦୁଇଜଣଙ୍କୁ ଗିରଫ କରିଥିବା ଜଣାପଡିଛି । ଏଥିରେ ଜଣେ ଟେଲିଭିଜନ ଅଭିନେତ୍ରୀ ପ୍ରୀତିକା ଚୌହାନ ରହିଥିବା ଜଣାପଡିଛି । ଏହାପରେ ଏମାନଙ୍କୁ କୋର୍ଟରେ ହାଜର କରାଯାଇଥିଲା । ଗତକାଲି ଏମାନଙ୍କଠାରୁ ୯୯ଗ୍ରାମ ଡ୍ରଗ୍ସ ଜବତ କରିବାରେ ଯାଞ୍ଚ ଏଜେନ୍ସି ସଫଳ ହୋଇଥିବା ପ୍ରକାଶ କରିଛି । ସୂଚନାଯୋଗ୍ୟ, ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲା ସହ ଜଡିତ ଥିବା ଡ୍ରଗ୍ସ ମାମଲାରେ ଏପର୍ଯ୍ୟନ୍ତ ୨୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ ଗିରଫ କରାଯାଇ ସାରିଲାଣି ।


Enter your email to get our daily news in your inbox.

All Right Reserved By Dharitri.Com

‘ଶାରୀରିକ ସମ୍ପର୍କ’ର ଅର୍ଥ ବଳାତ୍କାର…, ଦିଲ୍ଲୀ ହାଇକୋର୍ଟ ଦେଲେ ବଡ ରାୟ

ନୂଆଦିଲ୍ଲୀ, ୨୯।୧୨: ଦିଲ୍ଲୀ ହାଇକୋର୍ଟ ପୋକ୍ସୋ ମାମଲାରେ ଜଣେ ବ୍ୟକ୍ତିଙ୍କୁ ମୁକ୍ତ କରି କହିଛନ୍ତି, ନାବାଳିକା ପୀଡିତା ଦ୍ୱାରା ଶାରୀରିକ ସମ୍ପର୍କ ଶବ୍ଦର ବ୍ୟବହାର କରିବାର...

ଯମୁନାରେ ମନମୋହନଙ୍କ ଚିତାଭସ୍ମ ବିସର୍ଜନ

ନୂଆଦିଲ୍ଲୀ,୨୯ା୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଚିତାଭସ୍ମକୁ ରବିବାର ତାଙ୍କ ପରିବାର ସଦସ୍ୟମାନେ ମଜ୍‌ନୁ କା ତିଲା ଗୁରୁଦ୍ୱାର ନିକଟ ଯମୁନା ନଦୀରେ ବିସର୍ଜନ କରିଛନ୍ତି।...

‘ଦିଲ୍ଲୀରେ ମିଳିଲା ନାହିଁ ୨ ଗଜ ସ୍ଥାନ’, କଂଗ୍ରେସ ଉପରେ ବଡ଼ ଅଭିଯୋଗ ଆଣିଲେ ପି.ଭି ନରସିଂହ ରାଓଙ୍କ ଭାଇ

ନୂଆଦିଲ୍ଲୀ,୨୯।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଅନ୍ତିମ ସଂସ୍କାରକୁ ନେଇ ରାଜନୀତି ଚରମ ସୀମାରେ ରହିଛି ଏବଂ ଭାଜପା ଏବଂ କଂଗ୍ରେସ ପରସ୍ପର ଉପରେ ଆକ୍ରମଣ...

ଶିଶୁ ହତ୍ୟା ଅଭିଯୋଗରେ ମୁମ୍ବାଇରୁ ଗିରଫ ହେଲେ ଜମାଟୋ ଡେଲିଭରି ବୟ

ମୁମ୍ବାଇ,୨୯।୧୨: ଭଜନପୁର ପୋଲିସ ଷ୍ଟେଶନରେ ପଞ୍ଜୀକୃତ ହୋଇଥିବା ଅପହରଣ ଓ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପାରୋଲ ଜମ୍ପରଙ୍କୁ ମୁମ୍ବାଇର ଏକ ଜନବହୁଳ ଅଞ୍ଚଳରୁ...

ଘୋଷଣା ହେଲା କଂଗ୍ରେସର ‘ଜୟ ବାପୁ, ଜୟ ଭୀମ, ଜୟ ସମ୍ବିଧାନ’ ଅଭିଯାନର ନୂଆ ତାରିଖ

ନୂଆଦିଲ୍ଲୀ,୨୯।୧୨: କଂଗ୍ରେସ ସାଧାରଣ ସମ୍ପାଦକ ଜୟରାମ ରମେଶ କହିଛନ୍ତି ଯେ ତାଙ୍କ ଦଳ ଜାନୁଆରୀ ୩ ପରେ ଜୟ ବାପୁ, ଜୟ ଭୀମ ଏବଂ ଜୟ...

କାହିଁକି ଦିଲ୍ଲୀ ଗସ୍ତ କରିଛନ୍ତି ନୀତୀଶ? ଇସ୍ତଫା ଚର୍ଚ୍ଚା ମଧ୍ୟରେ ଜାଣନ୍ତୁ ମୁଖ୍ୟମନ୍ତ୍ରୀଙ୍କ ପ୍ଲାନ

ନୂଆଦିଲ୍ଲୀ/ପାଟନା,୨୯।୧୨: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ସେ ଚାଲିଯିବା ମାତ୍ରେ ତାଙ୍କ ଇସ୍ତଫା ବିଷୟରେ ଆଲୋଚନା ହୋଇଥିଲା। ଏହି ଆଲୋଚନାକୁ...

ସ୍ମୃତିରେ ହୋଇଗଲେ ପୂର୍ବତନ ପ୍ରଧାନମନ୍ତ୍ରୀ, ଯମୁନାରେ ବିସର୍ଜନ ହେଲା ମନମୋହନଙ୍କ ଅସ୍ଥି

ନୂଆଦିଲ୍ଲୀ,୨୯।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଅସ୍ଥିକୁ ବିସର୍ଜନ କରିବାର ରୀତିନୀତି ରବିବାର (୨୯ ଡିସେମ୍ବର) ଦିଲ୍ଲୀର ଗୁରୁଦ୍ୱାର ମଜନୁ କା ତିଲା ନିକଟ ଯମୁନା...

ମନମୋହନ ସିଂଙ୍କ ପରେ ପରିବାରକୁ ମିଳିବ ଏତେ ସୁବିଧା, ସ୍ତ୍ରୀଙ୍କୁ ମିଳିବ…

ନୂଆଦିଲ୍ଲୀ,୨୯।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂଙ୍କ ପାର୍ଥିବ ଶରୀର ପଞ୍ଚଭୂତରେ ବିଲୀନ ହୋଇଛି । କହିରଖୁଛୁ ଯେ ପ୍ରଧାନମନ୍ତ୍ରୀ ପଦ ଛାଡିବା ପରେ ମନମୋହନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri