ଜାତୀୟ ଟିଭି ଚ୍ୟାନେଲରେ ପ୍ରସାରିତ ହେବ ନଟିଆ କମେଡି

ଭୁବନେଶ୍ୱର, ୩୦।୯(ବ୍ୟୁରୋ): ଭାରତର ପ୍ରମୁଖ ମନୋରଞ୍ଜନ ଭିତ୍ତିକ ଚ୍ୟାନେଲ ‘ଦି କ୍ୟୁ ଟିଭି’ ନଟିଆ କମେଡିକୁ ନିଜ ଚ୍ୟାନେଲରେ ପ୍ରସାରିତ କରିବା ପାଇଁ ଉତ୍କଳ କାର୍ଟୁନ ସହ ଚୁକ୍ତି କରିଛି। ଏହି ଚୁକ୍ତିନାମା ଅନୁସାରେ ନଟିଆ କମେଡିର ସମସ୍ତ ଅଧ୍ୟାୟ ହିନ୍ଦୀରେ ଡବିଂ ହୋଇ ଦେଢ଼ବର୍ଷ ଲାଗି ‘ଦି କ୍ୟୁ ଟିଭି’ରେ ପ୍ରସାରିତ ହେବ। ଏହା ଓଡ଼ିଶାର ପ୍ରଥମ ଏପରି ଏକ ସିରିଜ୍‌, ଯାହାକି ହିନ୍ଦୀ ଭାଷାରେ ଡବିଂ ହୋଇ ସାରା ଭାରତରେ ପ୍ରସାରିତ ହେବ। ଉତ୍କଳ କାର୍ଟୁନ ପକ୍ଷରୁ କୁହାଯାଇଛି, ଏହାର ପ୍ରଥମ ଶ୍ରେୟ ସମସ୍ତ ଓଡ଼ିଶାବାସୀଙ୍କର। ସେମାନଙ୍କ ଭଳପାଇବା ନଟିଆକୁ ଏତେ ଆଗକୁ ନେଇଗଲା ଯେ ଏବେ ଜାତୀୟ ଚ୍ୟାନେଲ୍‌ ଏହା ପାଇଁ ଆଗ୍ରହ ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ନଟିଆ କମେଡି ଓଡ଼ିଶାର ଘରେ ଘରେ ପରିଚିତ। ପିଲାମାନେ ନଟିଆ କମେଡି ଦେଖିବା ପାଇଁ ଯେତିକି ଆଗ୍ରହ ପ୍ରକାଶ କରୁଛନ୍ତି ବଡ଼ମାନେ ମଧ୍ୟ ସେତିକି ଆଗ୍ରହ ଦେଖାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀ ପିଲାମାନଙ୍କ ଶିକ୍ଷା, ସଂସ୍କୃତିକୁ ସମୃଦ୍ଧ କରିବା ପାଇଁ ୧୫୩୫ କୋଟି ଟଙ୍କା ଖର୍ଚ୍ଚ କରିବେ ରାଜ୍ୟ ସରକାର

ଭୁବନେଶ୍ୱର,୧୫ା୧୧: ଜନତା ମଇଦାନରେ ରାଜ୍ୟସ୍ତରୀୟ ବିର୍ସାମୁଣ୍ଡାଙ୍କ ଜୟନ୍ତୀ ଏବଂ ଜନଜାତୀୟ ଗୌରବ ଦିବସ ସମାରୋହ ପାଳନରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

କାନ୍ଦବୋବାଳିରେ ଫାଟିପଡ଼ୁଛି ଗାଁ ଦାଣ୍ଡ: ଡଙ୍ଗା ପାଇଁ ଗଲା ଏକାବେଳେ ୫ ଜଣଙ୍କ ଜୀବନ

ଭୁବନେଶ୍ୱର, ୧୫।୧୧: କାର୍ତ୍ତିକ ପୂର୍ଣ୍ଣିମାରେ ଭସା ଯାଇଥିବା ଡଙ୍ଗା ଆଣିବାକୁ ଯାଇ ୫ ଜଣଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ରାଜ୍ୟର ବିଭିନ୍ନ...

ମନ୍ଦିର ଭିତରେ ବୃଦ୍ଧାଙ୍କ ବେକରୁ ଝାମ୍ପିନେଲେ ସୁନା ଚେନ୍‌

ଭୁବନେଶ୍ବର,୧୫।୧୧: ଭୁବନେଶ୍ୱର ନୟାପଲ୍ଲୀ ଥାନା ଅଧୀନ ବେହେରା ସାହିସ୍ଥିତ ଶିବ ମନ୍ଦିରକୁ ପୂଜା କରିବାକୁ ଆସିଥିବା ଜଣେ ବୃଦ୍ଧାଙ୍କ ବେକରୁ ଜଣେ ଦୁର୍ବୃତ୍ତ ସୁନା ଚେନ...

ଅବସରପ୍ରାପ୍ତ ସେନା କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଘରୁ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ

କୁଚିଣ୍ଡା,୧୫।୧୧: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ସାନଦୁମେରମୁଣ୍ଡା ଗାଁରେ ଏକ ସଶସ୍ତ୍ର ଡକାୟତି ହୋଇଛି। ଦୁର୍ବୃତ୍ତମାନେ ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ଘରେ ପଶି ବନ୍ଧୁକ...

ଓଡିଶାର ଗୌରବମୟ ଇତିହାସକୁ ସ୍ମରଣ କଲେ ବିଏଚୟୁ ଛାତ୍ରୀଛାତ୍ର

ବାରାଣସୀ,୧୫।୧୧: ଓଡ଼ିଶାର ଗୌରବମୟ ଇତିହାସ ଏବଂ ଐତିହପୂର୍ଣ୍ଣ ସଂସ୍କୃତିର ମୂକସାକ୍ଷୀ କାର୍ତ୍ତିକ ପୂର୍ଣ୍ଣିମାକୁ ପ୍ରବାସୀ ଓଡ଼ିଆ ସଂଗଠନ ବାରାଣସେୟ ଉତ୍କଳ ସମାଜ ପକ୍ଷରୁ ଉତ୍ସାହପୂର୍ଣ୍ଣ ପରିବେଶରେ...

ରେଳ ଧାରଣାରୁ ମିଳିଲା ବ୍ୟାଙ୍କ କର୍ମଚାରୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ

ଭଦ୍ରକ,୧୫।୧୧: ଭଦ୍ରକ ଜିଲା କେନ୍ଦୁଆପଦା ରେଲଓ୍ବେ ଷ୍ଟେଶନ ନିକଟ ଧାରଣାରୁ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଶୁକ୍ରବାର ଜିଆର୍‌ପି ପୋଲିସ ଉଦ୍ଧାର କରିଛି। ମୃତ...

କାର୍ତ୍ତିକ ପୂର୍ଣ୍ଣିମାରେ ଭାସିଲା ୧୬୦ ଫୁଟର ଡ଼ଙ୍ଗା

ସୋର,୧୫।୧୧: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ଓଡ଼ିଶା ନୌବାଣିଜ୍ୟ ପରମ୍ପରାପକୁ ମନେ ପକାଇ ରାଜ୍ୟବ୍ୟାପୀ ଲୋକେ ନଦୀ,...

ଜୟନାରାୟଣଙ୍କୁ ତୁରନ୍ତ ଗିରଫ କରାଯାଉ

ଭୁବନେଶ୍ୱର,୧୫ା୧୧(ଅନିଲ ଦାସ): ଭାଜପାର ବରିିଷ୍ଠ ବିଧାୟକ ଜୟନାରାୟଣ ମିଶ୍ରଙ୍କ ଦ୍ୱାରା ଆବେଦନ କରାଯାଇଥିବା ଆଗୁଆ ଜାମିନକୁ ସର୍ବୋଚ୍ଚ ନ୍ୟାୟାଳୟ ପ୍ରତ୍ୟାଖ୍ୟାନ କରିବା ପରେ ବିଜେଡି ତାଙ୍କ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri