ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଶୈକ୍ଷିକ ପରିଭ୍ରମଣରେ ଯାତ୍ରା କଲେ କୋକସରା ବ୍ଲକ ଛାତ୍ରୀଛାତ୍ର

କୋକସରା,୧୪।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ସମଗ୍ର ଶିକ୍ଷା ଅଭିଯାନ ପକ୍ଷରୁ ଛାତ୍ରୀଛାତ୍ରଙ୍କ ବାହ୍ୟଜ୍ଞାନ ଆହରଣ ପାଇଁ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଶୈକ୍ଷିକ ପରିଭ୍ରମଣ କାର୍ଯ୍ୟକ୍ରମ ଆୟୋଜିତ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଶୁକ୍ରବାର କୋକସରା ଗୋଷ୍ଠୀ ଶିକ୍ଷା ବିଭାଗ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଶୈକ୍ଷିକ ପରିଭ୍ରମଣରେ ୩ ଗୋଟି ବସ୍‌ରେ କୋରାପୁଟ ଜିଲାର ଅମ୍ବାଗୁଡାରେ ଥିବା ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ, ଉପର କୋଲାବ ଜୟପୁର, ଆଦିବାସୀ ସଂଗ୍ରହାଳୟ, ଶାବର ଶ୍ରୀକ୍ଷେତ୍ର କୋରାପୁଟ ପରିଭ୍ରମଣ କରି ଶୈକ୍ଷିକ ଜ୍ଞାନ ଆହରଣ ପାଇଁ ଯାତ୍ରା କରିଛନ୍ତି। କୋକସରା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ବ୍ଲକର ବିଭିନ୍ନ ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟର ଛାତ୍ରୀଛାତ୍ର ଏକତ୍ରିତ ହେବାପରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ ଭାଟି, ବିଆରସିସି ତୋଫାନ ମାଝୀ, ନୋଡାଲ ସିଆରସିସି ବୈକୁଣ୍ଠ ଜାଲ ସମେତ ଅନ୍ୟ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଯାତ୍ରା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଅର୍ଥ ଅନିୟମିତତା ଅଭିଯୋଗ ମାମଲା, ଭରସୁଜା ସରପଞ୍ଚ ନିଲମ୍ବିତ

ଲୋଇସିଂହା,୨୦।୩(ସୁଶାନ୍ତ ବାରିକ): କ୍ଷମତାର ଦୂରୁପଯୋଗ କରି ସରକାରୀ ଅର୍ଥ ଅନିୟମିତତା ଅଭିଯୋଗ ଘଟଣାରେ ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ଭରସୁଜା ସରପଞ୍ଚ ପ୍ରମିଳା ସାହୁଙ୍କୁ ନିଲମ୍ବନ...

ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିରରେ ଅଭିଯୋଗ କରିବାର ୧ ମାସ ପରେ, ଜଗବନ୍ଧ ଗ୍ରାମରୁ ଗଡିଲା ଲକ୍ଷ୍ମୀ ବସ

ଡୁଙ୍ଗୁରିପାଲି ୨୦।୩(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ସ୍ଥିତ ଗଜବନ୍ଧ ଗ୍ରାମପଞ୍ଚାୟତରେ ବୁଧବାର ସକାଳ ୭ଟାରୁ ଲକ୍ଷ୍ମୀ ବସ ବାହାରି ଡୁଙ୍ଗୁରିପାଲି ବ୍ଲକ...

ନାମଲେଖା ନିୟମ ପରିବର୍ତ୍ତନ ଦାବି କଲା ଅଭିଭାବକ ମହାସଂଘ

ବରଗଡ଼,୨୦।୩(ପ୍ରେମାନନ୍ଦ ଖମାରୀ):ଜାତୀୟ ଶିକ୍ଷାନୀତି ଅନୁସାରେ ରାଜ୍ୟରେ ନାମଲେଖା ପ୍ରକ୍ରିୟାକୁ ଓଡିଶା ଅଭିଭାବକ ମହାସଂଘ ବିରୋଧ କରିଛି। ସେଭଳି ଢଙ୍ଗରେ ନାମଲେଖା ପ୍ରକ୍ରିୟାରେ ପରିବର୍ତ୍ତନ ଆଣିବା ପାଇଁ...

ବିଦ୍ୟୁତ୍‌ ସମସ୍ୟା ପ୍ରତିବାଦରେ ଚାଷୀଙ୍କ ଧାରଣା

ବରଗଡ଼, ୨୦।୩(ପ୍ରେମାନନ୍ଦ ଖମାରୀ)ବିଦ୍ୟୁତ ସମସ୍ୟା ନେଇ ବରଗଡ଼ ଜିଲାରେ ଚାଷୀ ଅସନ୍ତୋଷ ତେଜି ଉଠିଛି। ବୁଧବାର କୃଷକ ପରିବାର, ଭଟଲି ପକ୍ଷରୁ ସ୍ଥାନୀୟ ବିଦ୍ୟୁତ୍‌ କାର୍ଯ୍ୟାଳୟ...

ଅଙ୍ଗନଓ୍ବାଡି କର୍ମୀଙ୍କ ଟଙ୍କା ହଡ଼ପ, ଜିଲାପାଳଙ୍କୁ ଅଭିଯୋଗ

ମାଲକାନଗିରି,୧୯ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଝରାପାଲ୍ଲୀ ପଞ୍ଚାୟତ କନାଗୁଡା ଗ୍ରାମ ଅଙ୍ଗନଓ୍ବାଡି କର୍ମୀ ଶ୍ରୀତି ଢାଲି ଟଙ୍କା ହଡ଼ପ କରିବାରୁ ତାଙ୍କ ନାମରେ ଜିଲାପାଳଙ୍କ ନିକଟରେ...

ନକଲି ଡାକ୍ତର ଗିରଫ: ବିପୁଳ ପରିମାଣର ଔଷଧ ଜବତ

କୋରୁକୋଣ୍ଡା, ୧୯ା୩(ଶିବଦତ୍ତ ସାହୁ ): ମାଲକାନଗିରି ଜିଲା ଓର୍କେଲ ପୋଲିସ ବିନା ଲାଇସେନ୍ସରେ ଗ୍ରାମାଞ୍ଚଳରେ ରୋଗୀଙ୍କୁ ଚିକିତ୍ସା ଏବଂ ଔଷଧ ବିକ୍ରୀ ଘଟଣାରେ ଜଣେ ନକଲି...

ଯାତ୍ରା ପରେ ଲାଟିନ୍‌ରେ ଘୋଡ଼ାଗଲା ଠାକୁରଙ୍କ ବ୍ୟାନର

ମାଲକାନଗିରି,୧୯ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଫେବୃଆରୀ ୨୬ରେ ବିଭିନ୍ନ ଶୈବପୀଠରେ ଶିବରାତ୍ରି ପାଳନ କରାଯାଇଥିଲା। ଯାତ୍ରା ସରିବାର ୨ଦିନ ପରେ ଏହିସବୁ ସଂସ୍ଥା ନିଜ ନିଜର...

ବିଭିନ୍ନ ସମସ୍ୟାର ସମାଧାନ ଦାବି ନେଇ ଦିଲ୍ଲୀରେ ଏମ୍‌ପିଙ୍କୁ ଭେଟିଲା ନାଗରିକ ମଞ୍ଚ

କେସିଙ୍ଗା,୧୯ା୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅଞ୍ଚଳର ବିଭିନ୍ନ ସମସ୍ୟା ନେଇ ସ୍ଥାନୀୟ ସଚେତନ ନାଗରିକ ମଞ୍ଚ ଦିଲ୍ଲୀ ଗସ୍ତ କରି ଲୋକ ସଭା ଓ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image