Posted inଜାତୀୟ

୪୦ କେଜି ସୁନା, ୬ କେଜି ରୂପା ସହ ନଗଦ ୫.୪୩ କୋଟି ଟଙ୍କା ଜବତ, ୧୨ ଗିରଫ

ନୂଆଦିଲ୍ଲୀ,୭ା୩: ଅର୍ଥନୈତିକ ଗୁଇନ୍ଦା ନିର୍ଦ୍ଦେଶାଳୟ (ଡିଆରଆଇ) ବିପୁଳ ପରିମାଣର ସୁନା, ରୂପା ଏବଂ ନଗଦ ଟଙ୍କା ଜବତ କରି ୧୨ ଜଣଙ୍କୁ ଗିରଫ କରିଛି। ମିଡ଼ିଆ ରିପୋର୍ଟ ଅନୁଯାୟୀ ଏଜେନ୍ସି ଆରାରିଆ, ମୁମ୍ବାଇ, ମଥୁରା ଏବଂ ଗୁରୁଗ୍ରାମରେ ତିନୋଟି ପ୍ରମୁଖ ଅପରେସନ୍ କରିଥିଲା। ଏହି ସମୟ ମଧ୍ୟରେ ୪୦ କିଲୋଗ୍ରାମ ବିଦେଶୀ ସୁନା, ୬ କିଲୋଗ୍ରାମ ରୂପା ଏବଂ ୫.୪୩ କୋଟି ଟଙ୍କା ନଗଦ ଜବତ କରାଯାଇଛି। ଏହା ସହିତ ଏଜେନ୍ସି ୧୨ ଜଣଙ୍କୁ ମଧ୍ୟ ଗିରଫ କରିବାରେ ସଫଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲାଇନଚ୍ୟୁତ ହେବାରୁ ବର୍ତ୍ତିଲା ବରେଲି-ବାରାଣସୀ ଏକ୍ସପ୍ରେସ, ଟ୍ରାକ୍‌ରୁ ମିଳିଲା ବଡ଼ କାଠଗଣ୍ଡି

ଲକ୍ଷ୍ନୌ,୨୬।୧୦: ଲକ୍ଷ୍ନୌରେ ବରେଲି-ବାରାଣସୀ ଏକ୍ସପ୍ରେସ ଲାଇନଚ୍ୟୁତ ହେବାରୁ ଅଳ୍ପକେ ବର୍ତ୍ତିଛି। ଲୋକୋ ପାଇଲଟ୍‌ ହଠାତ୍‌ ଟ୍ରେନ୍‌କୁ ଅଟକାଇ ଦୁର୍ଘଟଣାକୁ ଏଡ଼ାଇ ଯାଇଛନ୍ତି। ମାଲିହାବାଦ-କାକୋରୀ ମଧ୍ୟରେ ଥିବା...

ବାବା ସିଦ୍ଦିକୀଙ୍କ ଆସନରୁ ନିର୍ବାଚନ ଲଡିବେ ଲରେନ୍ସ? କିଣାହେଲା ପ୍ରାର୍ଥିପତ୍ର

ମୁମ୍ବାଇ,୨୬।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ୨୦୨୪ ପୂର୍ବରୁ ଉତ୍ତର ଭାରତୀୟ ବିକାଶ ସେନା ନାମକ ଏକ ରାଜନୈତିକ ଦଳ ରିଟର୍ଣ୍ଣିଂ ଅଫିସରଙ୍କ ଠାରୁ ଫର୍ମ ଏ...

ଯମୁନା ନଦୀରେ ବୁଡ ପକାଇବା ପରେ ଅସୁସ୍ଥ ହେଲେ ଦିଲ୍ଲୀ ଭାଜପା ଅଧ୍ୟକ୍ଷ, ଏଏପି କହିଲା ନାଟକ

ନୂଆଦିଲ୍ଲୀ,୨୬।୧୦: ଦିଲ୍ଲୀ ଭାଜପା ସଭାପତି ବିରେନ୍ଦ୍ର ସଚ୍ଚେଦେବାଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯାଇଛି। ତାଙ୍କୁ ଆରଏମଏଲ ନର୍ସିଂହୋମରେ ଭର୍ତ୍ତି କରାଯାଇଛି। ଦୁଇ ଦିନ ପୂର୍ବେ ଦିଲ୍ଲୀ...

ମମତାଙ୍କ ବଡ଼ ଦାବି, ଦୀପାବଳି ପୂର୍ବରୁ ପଶ୍ଚିମବଙ୍ଗରେ ହେବ ଦଙ୍ଗା ସହ ବିସ୍ଫୋରଣ

କୋଲକାତା,୨୬।୧୦: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୋଲିସକୁ ସୁରକ୍ଷା ବ୍ୟବସ୍ଥା ବଢାଇବାକୁ ଅନୁରୋଧ କରିଛନ୍ତି କାରଣ ସେ କହିଛନ୍ତି ଯେ ଆଗାମୀ ପର୍ବରେ କିଛି ସାମାଜିକ...

ସ୍ବାମୀଙ୍କୁ ଗଛରେ ବାନ୍ଧି ସ୍ତ୍ରୀଙ୍କୁ ଗଣବଳାତ୍କାର

ଭୋପାଳ,୨୬ା୧୦: ମଧ୍ୟପ୍ରଦେଶରେ ଦୁଇଟି ଜଘନ୍ୟ ବଳାତ୍କାର ସାମ୍ନାକୁ ଆସିଛି। ଗୋଟିଏ ଦେଶର ‘ସବୁଠୁ ସ୍ବଚ୍ଛ ସହର’ ଇନ୍ଦୋରରେ ଏବଂ ଅନ୍ୟଟି ରଓ୍ବୋରେ ଘଟିଛି। ରଓ୍ବୋ ମାମଲାରେ...

ଶାହାଙ୍କ ଉପରେ ପୁରସ୍କାର ଘୋଷଣା କଲେ ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁ, ସିଆର୍‌ପିଏଫ୍‌ ସ୍କୁଲ ବନ୍ଦ ପାଇଁ ଆହ୍ବାନ

ନୂଆଦିଲ୍ଲୀ,୨୫ା୧୦ : ଖଲିସ୍ତାନୀ ଆତଙ୍କବାଦୀ ତଥା ‘ଶିଖ୍‌ସ ଫର୍‌ ଜଷ୍ଟିସ୍‌’ (ଏସ୍‌ଏଫ୍‌ଜେ) ମୁଖ୍ୟ ଗୁର୍‌ପତଓ୍ବନ୍ତ ସିଂ ପନ୍ନୁ ପୁଣିଥରେ ଭାରତକୁ ଧମକ ଦେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ...

ଆସିଲା ଡେଡ୍‌ଲାଇନ୍‌…ଦୀପାବଳି ପୂର୍ବରୁ ଡେମଚୋକ୍‌, ଡେପ୍‌ସାଙ୍ଗରୁ ହଟିବେ ଭାରତ-ଚାଇନା ସେନା

ନୂଆଦିଲ୍ଲୀ,୨୫ା୧୦: ପୂର୍ବ ଲଦାଖର ୨ ଫ୍ରିକ୍ସନ ପଏଣ୍ଟ ଡେମ୍‌ଚୋକ୍‌ ଏବଂ ଡେପ୍‌ସାଙ୍ଗରେ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଲାଗି ରହିଥିବା ବିବାଦରେ ପଡ଼ିବ ପୂର୍ଣ୍ଣଚ୍ଛେଦ।...

ଜ୍ଞାନବାପି ମାମଲାରେ ହିନ୍ଦୁ ପକ୍ଷଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୫।୧୦: ଜ୍ଞାନବାପି ମାମଲାରେ ହିନ୍ଦୁ ପକ୍ଷଙ୍କୁ ବଡ଼ ଝଟ୍‌କା ଲାଗିଛି। ବାରାଣସୀ କୋର୍ଟ ହିନ୍ଦୁ ପକ୍ଷଙ୍କ ଆବେଦନକୁ ଖାରଜ କରିଛନ୍ତି। ତେବେ ଜ୍ଞାନବାପିର ଏଏସ୍‌ଆଇ ସର୍ଭେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri