ଜାତୀୟ ଫିଲ୍ମ ପୁରସ୍କାର ଘୋଷଣା: ଜାଣନ୍ତୁ କିଏ ଜିତିଲେ କେଉଁ ପୁରସ୍କାର

ନୂଆଦିଲ୍ଲୀ,୧୬।୮: ୭୦ତମ ଜାତୀୟ ଫିଲ୍ମ ପୁରସ୍କାର ବିଜେତାଙ୍କ ନାଁ ଶୁକ୍ରବାର ଘୋଷଣା କରାଯାଇଛି। ଚଳିତ ବର୍ଷ ମନୋଜ ବାଜପେୟୀଙ୍କ ଫିଲ୍ମ ‘ଗୁଲମୋହର’ ଶ୍ରେଷ୍ଠ ହିନ୍ଦୀ ଚଳଚ୍ଚିତ୍ର ପୁରସ୍କାର ପାଇଛି। ରିଷଭ ଶେଟ୍ଟୀ ତାଙ୍କ ବ୍ଲକବଷ୍ଟର ଚଳଚ୍ଚିତ୍ର ‘କାନ୍ତାରା’ ପାଇଁ ଶ୍ରେଷ୍ଠ ଅଭିନେତା ପୁରସ୍କାର ପାଇଥିଲେ। ୟଶ-ଷ୍ଟାରର୍‌ ‘କେଜିଏଫ: ଅଧ୍ୟାୟ ୨’ ହେଉଛି ସର୍ବଶ୍ରେଷ୍ଠ କନ୍ନଡ ଚଳଚ୍ଚିତ୍ର।
୭୦ତମ ଜାତୀୟ ଫିଲ୍ମ ପୁରସ୍କାରରେ ମାଲାୟାଲମ ଚଳଚ୍ଚିତ୍ର ‘ଆଟ୍ଟମ’ ଶ୍ରେଷ୍ଠ ଚଳଚ୍ଚିତ୍ର ପୁରସ୍କାର ପାଇଛି।
ମାଲାୟାଲମ ଚଳଚ୍ଚିତ୍ର ‘ଆଟ୍ଟମ’ ପାଇଁ ଆନନ୍ଦ ଏକାର୍ସିଙ୍କୁ ଶ୍ରେଷ୍ଠ ସ୍କ୍ରିନ ରାଇଟର୍‌ ପୁରସ୍କାର ମିଳିଛି।
‘ତିରୁଚିତ୍ରମ୍ବଲମ’ ପାଇଁ ନିତ୍ୟା ମେନେନ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ଏବଂ ମାନସୀ ପାରେଖ ‘କୁଚ ଏକ୍ସପ୍ରେସ’ ପାଇଁ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ପାଇଛନ୍ତି।

୭୦ତମ ଜାତୀୟ ଫିଲ୍ମ ପୁରସ୍କାରରେ ‘ଉଞ୍ଚାଇ’ ପାଇଁ ଶ୍ରେଷ୍ଠ ନିର୍ଦ୍ଦେଶକ ପୁରସ୍କାର ପାଇଛନ୍ତି ସୁରଜ ବଡଜାତ୍ୟ।
‘ଭାଲଭି’ ଶ୍ରେଷ୍ଠ ମରାଠୀ ଚଳଚ୍ଚିତ୍ର ପୁରସ୍କାର ଲାଭ କରିଛି।
ଫିଲ୍ମ କାନ୍ତାରା ପାଇଁ ରିଷଭ ଶେଟ୍ଟୀ ଶ୍ରେଷ୍ଠ ଅଭିନେତା ପୁରସ୍କାର ପାଇଛନ୍ତି।
ହିନ୍ଦୀ ଚଳଚ୍ଚିତ୍ର ବ୍ରହ୍ମାସ୍ତ୍ର ପାଇଁ ପ୍ରୀତମ ଶ୍ରେଷ୍ଠ ସଂଗୀତ ପୁରସ୍କାର ଲାଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Pakistan: ଭାରତ ପାଇଁ ୨୩ବର୍ଷ ଗୁପ୍ତଚର କରିଥିଲେ ପାକିସ୍ତାନର ଏହି ଟପ୍‌ କମାଣ୍ଡର, ଶେଷ ବେଳକୁ…

ନୂଆଦିଲ୍ଲୀ,୨୭।୪: ଯବାନମାନେ ନିଜକୁ ଆଉ ନିଜ ପରିବାରକୁ ଭୁଲି ଦେଶ ପାଇଁ ଜୀବନ ଦିଅନ୍ତି। କିନ୍ତୁ ଏପରି କିଛିଜଣ ଯବାନ ଅଛନ୍ତି ଯେଉଁମାନେ ଶତ୍ରୁଦେଶରେ ଧରାପଡ଼ିବା...

ଡେଡଲାଇନ୍‌ ଶେଷ, ଏବେ ପାକିସ୍ତାନ ଉପରେ ହେବ ଡାଇରେକ୍ଟ ଆଟାକ୍‌!

ନୂଆଦିଲ୍ଲୀ, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ସରକାର ପାକିସ୍ତାନୀ ନାଗରିକଙ୍କ ପାଇଁ କିଛି...

ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା: ପଡ଼ିପାରେ କୁଆପଥର

ଭୁବନେଶ୍ୱର,୨୭ା୪: ରାଜ୍ୟର ବଦଳିବ ପାଗ। ମେ’ ୧ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ସୂଚନା ଜାରି କରିଛି...

ଜଳପ୍ରପାତରେ ବୁଡ଼ି ଚାଲିଗଲା ୨ ଯୁବକଙ୍କ ଜୀବନ

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ଚନ୍ଦନଗିରି ନିକଟ ପାଟହରା ଜଳପ୍ରପାତରେ ବୁଡ଼ି ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ସଠିକ୍‌ କାରଣ...

ଗୁଳି ଫୁଟୁ କି ବୋମା ପଡୁ ଭୟ ନାହିଁ, ବଡ଼ ଆକ୍ରମଣକୁ ରୋକିବ ଏହି ମୁଖ୍ୟମନ୍ତ୍ରୀଙ୍କ ବୁଲେଟ୍‌ପ୍ରୁଫ୍‌ ଗାଡ଼ି

ପାଟ୍‌ନା,୨୭ା୪: ଦେଶରେ ଯେଉଁଭଳି ଭାବରେ ଆତଙ୍କବାଦୀଙ୍କ ଆକ୍ରମଣ ଘଟିଚାଲିଛି ଏଥିରୁ ରକ୍ଷା ପାଇବା ପାଇଁ ନେତାମନ୍ତ୍ରୀମାନେ ନିଜର ସୁରକ୍ଷା ଚିନ୍ତା କରୁଛନ୍ତି। ଖାସ୍‌ କରି ଏନେଇ...

OCS ମେନ୍‌ ପରୀକ୍ଷାରେ ତ୍ରୁଟି: ଆଜି ଗୋଟିଏ ଦିନରେ ସାମ୍ନାକୁ ଆସିଲା ୨ଟି ବଡ଼ ଭୁଲ୍‌

ଭୁବନେଶ୍ୱର,୨୭ା୪: ରବିବାର ଗୋଟିଏ ଦିନରେ ୨ଟି ବଡ଼ ପରୀକ୍ଷାରେ ତ୍ରୁଟି ହୋଇଥିବା ସାମ୍ନାକୁ ଆସିଛି। OSSC ସହ OPSC ପରିଚାଳିତ ପରୀକ୍ଷାରେ ତ୍ରୁଟି ହୋଇଛି। ନୋଟିସ୍‌...

UPSC ପରୀକ୍ଷାରେ କେନ୍ଦୁଝରର ପୁଅ ଅନୁପଙ୍କ ସଫଳତା

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଚଳିତ ବର୍ଷ ୨୦୨୪ ବର୍ଷର ୟୁପିଏସସି ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ କେନ୍ଦୁଝର ମାଟିର ପୁଅ ଅନୁପ ନାୟକ ସଫଳ...

ଉଚ୍ଚ ରକ୍ତଚାପ ସମସ୍ୟାରେ ପୀଡ଼ିତ କି? ଏଭଳି ଉପାୟରେ ମେଥି ସେବନ କରି…

ଆଜିର ସମୟରେ ଅନିୟମିତ ଦିନଚର୍ଯ୍ୟା ବିଭିନ୍ନ ପ୍ରକାର ରୋଗର କାରଣ ପାଲଟୁଛି। ସେଥିରୁ ଗୋଟିଏ ହେଲା ଉଚ୍ଚ ରକ୍ତଚାପ। ସାଧାରଣତଃ ମୋଟାପଣ ଏବଂ ଜୀବନଶୈଳୀରେ ପରିବର୍ତ୍ତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image