ଆଜିଠୁ ଜାତୀୟ ଜନଜାତି କଳାବସ୍ତୁ ପ୍ରଦର୍ଶନୀ

ଭୁବନେଶ୍ୱର,୧୩।୩ (ବ୍ୟୁରୋ): ଜାତୀୟ ଜନଜାତି କଳାବସ୍ତୁ ପ୍ରଦର୍ଶନୀ ୨୦୨୩ ସୋମବାରଠାରୁ ୟୁନିଟ୍‌ -୧ ଆଦିବାସୀ ପଡ଼ିଆଠାରେ ଆରମ୍ଭ ହେବ। ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଏବଂ ଅନୁସୂଚିଜ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ତଥା ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଏହା ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରତିଦିନ ଅପରାହ୍ନ ୩ରୁ ରାତି ୯ ପର୍ଯ୍ୟନ୍ତ ପ୍ରଦର୍ଶନୀ ଖୋଲା ରହିବ। ଏଥିସହ ଜାତୀୟ ଜନଜାତି ନୃତ୍ୟ ମହୋତ୍ସବ ମଧ୍ୟ ଆୟୋଜିତ ହେବ। ମିଜୋରାମ, ଓଡ଼ିଶା, ଅରୁଣାଚଳ ପ୍ରଦେଶ, ରାଜସ୍ଥାନ, ଝାଡ଼ଖଣ୍ଡ, ଆନ୍ଧ୍ରପ୍ରଦେଶ, ମହାରାଷ୍ଟ୍ର ଆଦି ରାଜ୍ୟର ଆଦିବାସୀ ନୃତ୍ୟରେ ଝୁମିବ ଆଦିବାସୀ ପଡ଼ିଆ। ସା ୬ଟା ୩୦ରେ ଏହା ଉଦ୍‌ଘାଟନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ଭିତରେ ବୃଦ୍ଧାଙ୍କ ବେକରୁ ଝାମ୍ପିନେଲେ ସୁନା ଚେନ୍‌

ଭୁବନେଶ୍ବର,୧୫।୧୧: ଭୁବନେଶ୍ୱର ନୟାପଲ୍ଲୀ ଥାନା ଅଧୀନ ବେହେରା ସାହିସ୍ଥିତ ଶିବ ମନ୍ଦିରକୁ ପୂଜା କରିବାକୁ ଆସିଥିବା ଜଣେ ବୃଦ୍ଧାଙ୍କ ବେକରୁ ଜଣେ ଦୁର୍ବୃତ୍ତ ସୁନା ଚେନ...

ଅବସରପ୍ରାପ୍ତ ସେନା କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଘରୁ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ

କୁଚିଣ୍ଡା,୧୫।୧୧: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ସାନଦୁମେରମୁଣ୍ଡା ଗାଁରେ ଏକ ସଶସ୍ତ୍ର ଡକାୟତି ହୋଇଛି। ଦୁର୍ବୃତ୍ତମାନେ ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ଘରେ ପଶି ବନ୍ଧୁକ...

ଓଡିଶାର ଗୌରବମୟ ଇତିହାସକୁ ସ୍ମରଣ କଲେ ବିଏଚୟୁ ଛାତ୍ରୀଛାତ୍ର

ବାରାଣସୀ,୧୫।୧୧: ଓଡ଼ିଶାର ଗୌରବମୟ ଇତିହାସ ଏବଂ ଐତିହପୂର୍ଣ୍ଣ ସଂସ୍କୃତିର ମୂକସାକ୍ଷୀ କାର୍ତ୍ତିକ ପୂର୍ଣ୍ଣିମାକୁ ପ୍ରବାସୀ ଓଡ଼ିଆ ସଂଗଠନ ବାରାଣସେୟ ଉତ୍କଳ ସମାଜ ପକ୍ଷରୁ ଉତ୍ସାହପୂର୍ଣ୍ଣ ପରିବେଶରେ...

ରେଳ ଧାରଣାରୁ ମିଳିଲା ବ୍ୟାଙ୍କ କର୍ମଚାରୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ

ଭଦ୍ରକ,୧୫।୧୧: ଭଦ୍ରକ ଜିଲା କେନ୍ଦୁଆପଦା ରେଲଓ୍ବେ ଷ୍ଟେଶନ ନିକଟ ଧାରଣାରୁ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଶୁକ୍ରବାର ଜିଆର୍‌ପି ପୋଲିସ ଉଦ୍ଧାର କରିଛି। ମୃତ...

କାର୍ତ୍ତିକ ପୂର୍ଣ୍ଣିମାରେ ଭାସିଲା ୧୬୦ ଫୁଟର ଡ଼ଙ୍ଗା

ସୋର,୧୫।୧୧: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ଓଡ଼ିଶା ନୌବାଣିଜ୍ୟ ପରମ୍ପରାପକୁ ମନେ ପକାଇ ରାଜ୍ୟବ୍ୟାପୀ ଲୋକେ ନଦୀ,...

ଜୟନାରାୟଣଙ୍କୁ ତୁରନ୍ତ ଗିରଫ କରାଯାଉ

ଭୁବନେଶ୍ୱର,୧୫ା୧୧(ଅନିଲ ଦାସ): ଭାଜପାର ବରିିଷ୍ଠ ବିଧାୟକ ଜୟନାରାୟଣ ମିଶ୍ରଙ୍କ ଦ୍ୱାରା ଆବେଦନ କରାଯାଇଥିବା ଆଗୁଆ ଜାମିନକୁ ସର୍ବୋଚ୍ଚ ନ୍ୟାୟାଳୟ ପ୍ରତ୍ୟାଖ୍ୟାନ କରିବା ପରେ ବିଜେଡି ତାଙ୍କ...

ଗ୍ୟାସ୍‌ ଟାଙ୍କି ଫାଟି ୩ ଗୁରୁତର

ରାୟଗଡ଼ା,୧୫ା୧୧(ଆଶିଷ ରଞ୍ଜନ ପଣ୍ଡା): ଗ୍ୟାସ୍‌ ଟାଙ୍କି ଫାଟି ତିନି ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ଆହତଙ୍କୁ ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟେ ଭର୍ତ୍ତି କରି ପ୍ରାଥମିକ...

ବୋଇତ ବନ୍ଦାଣ ଉତ୍ସବ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ ପାରାଦୀପ ପ୍ରଗତିର…

ଭୁବନେଶ୍ୱର/ପାରାଦୀପ,୧୫ା୧୧: ପାରାଦୀପ ବନ୍ଦରରେ ବୋଇତ ବନ୍ଦାଣ ଉତ୍ସବ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉତ୍ସବ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ପାରାଦୀପ ପ୍ରଗତିର...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri