ବଡ ଘୋଷଣା କରିପାରନ୍ତି ନବୀନ, ଆଜି ବସୁଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୧୬।୩: ଆଜି ବସୁଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଏହା ଚଳିତ ସରକାରର ଶେଷ କ୍ୟାବିନେଟ । ତେବେ ଏହି କ୍ୟାବିନେଟରେ ବଡ଼ ଘୋଷଣା କରିପାରନ୍ତି ମୁଖ୍ୟମନ୍ତ୍ରୀ । ଯାହା ଉପରେ ରହିଛି ସମସ୍ତଙ୍କର ନଜର । ତେବେ ଯାହା ଅନୁମାନ କରାଯାଉଛି ଅନେକ ବଡ଼ ବଡ଼ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଏହି କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇପାରେ ।

ଅନ୍ୟପଟେ ଶନିବାର ଅର୍ଥାତ ଆଜି ସାଧାରଣ ନିର୍ବାଚନ ସହ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ସହ ଆଦର୍ଶ ଆଚରଣ ବିଧି ଲାଗୁ ହେବ। ଏହାପୂର୍ବରୁ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି। ବିଭିନ୍ନ ବିଭାଗର ପ୍ରାୟ ୨୦ରୁ ଅଧିକ ପ୍ରସ୍ତାବ ଉପରେ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି । ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri