Posted inVideo

Naveen mistakes BJP’s Rajya Sabha nominee as his own! | ପ୍ରଥମେ ବିଜେଡି କହି, ପୁଣି କହିଲେ ଭାଜପା

Featured Video Play Icon

BJD president Naveen Patnaik Friday announced the names of Rajya Sabha candidates for his party. Apart from Amar Patnaik and Sasmit Patra, he named Ashwini Kumar Vaishnaw as BJD’s candidate. Curiously, BJP had announced him as their RS candidate only a while earlier. Amidst confusion, the Chief Minister issued another statement clarifying that BJD was only supporting BJP’s candidate.

୩ଟି ରାଜ୍ୟସଭା ଆସନ ପାଇଁ ବିଜେଡି ସଭାପତି ନବୀନ ପଟ୍ଟନାୟକ ପ୍ରାର୍ଥୀ ଘୋଷଣା କରିଛନ୍ତି । ଘୋଷଣା କରିବାର କିଛି ସମୟ ପରେ ଭାଜପା ପକ୍ଷରୁ ଟୁଇଟ ଯୋଗେ ଅଶ୍ୱିନୀଙ୍କୁ ଦଳର ପ୍ରାର୍ଥୀ ବୋଲି କୁହାଯାଇଥିଲା। ଅଶ୍ୱିନୀ ପ୍ରକୃତରେ କେଉଁ ଦଳର ପ୍ରାର୍ଥୀ ସେ ନେଇ ଚର୍ଚ୍ଚା ଜୋର ଧରିଥିଲା। ହେଲେ ଠିକ୍‌ ୧୦ମିନିଟ ପରେ ପୁନର୍ବାର ମୁଖ୍ୟମନ୍ତ୍ରୀ ଗଣମାଧ୍ୟମ ସାମ୍ନାକୁ ଆସି ଭାଜପା ପ୍ରାର୍ଥୀ ଅଶ୍ୱିନୀଙ୍କୁ ବିଜେଡି ସମର୍ଥନ କରୁଛି ବୋଲି ସ୍ପଷ୍ଟ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଅଧିକ ଖାଇ ଦେଲେ ଗ୍ୟାସ ହୁଏ , କିଛି ନ ଖାଇଲେ ବି ଗ୍ୟାସ ହୁଏ କାହିଁକି ? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଡାକ୍ତର।

Featured Video Play Icon

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଆପଣଙ୍କ ଆକାଉଣ୍ଟରେ ଯେତେ ଟଙ୍କା ଥିଲେ ବି ଏଟିଏମରୁ ବାହାରିବ ନାହିଁ ଟଙ୍କା। ଗୋଟିଏ ଥର ବିଫଳ ହେଇ ଆଉ ଥରେ ଚେଷ୍ଟା କଲେ ଟଙ୍କା...

Featured Video Play Icon

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

କଟକର ଆରାଧ୍ୟା ଦେବୀ ହେଉଛନ୍ତି ମା କଟକ ଚଣ୍ଡୀ ଠିକ୍ ଏହାର କିଛି ଦୂର ରେ ଅବସ୍ଥିତ ବାରବାଟି ଦୁର୍ଗ ଏବଂ ଏହାରି ଭିତରେ ମାଆ...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

Featured Video Play Icon

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ...

Featured Video Play Icon

ଏସି ହେଲମେଟ ପିନ୍ଧିବେ ପୋଲିସ

ପ୍ରଚଣ୍ଡ ଖରାରେ ଡ୍ୟୁଟି କରୁଥିବା ପୋଲିସ କର୍ମଚାରୀଙ୍କ ପାଇଁ ଆଜି ପରୀକ୍ଷାମୂଳକ ଭାବେ ଆରମ୍ଭ ହୋଇଛି ଏସି ହେଲମେଟ ବ୍ୟବସ୍ଥା। ସଫଳ ହେଲେ ସବୁ କର୍ମଚାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri