ମୁଖ୍ୟମନ୍ତ୍ରୀ ମୋ ଠାରୁ ଅଧିକ ଆଶା କରୁଥିଲେ

ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟ ମନ୍ତ୍ରିମଣ୍ଡଳରୁ ବାଦ ପଡ଼ିଛନ୍ତି ରୋହିତ ପୂଜାରୀ। ମନ୍ତ୍ରିମଣ୍ଡଳରୁ ବାଦ ପଡ଼ିବା ପରେ ରୋହିତ ପୂଜାରୀଙ୍କ ପ୍ରତିକ୍ରିୟା ଦେଇ କହିଛନ୍ତି, ‘ମୁଖ୍ୟମନ୍ତ୍ରୀ ବୋଧେ ମୋ ଠାରୁ ଅଧିକ ଆଶା କରୁଥିଲେ, ମୁଁ ମୋର ବେଷ୍ଟ ଏଫର୍ଟ ଦେଇଛି, ବିଗତ ଦିନରେ ମୁଖ୍ୟମନ୍ତ୍ରୀ ମୋତେ ବହୁତ ଆଶୀର୍ବାଦ ଦେଇଥିଲେ, ଆଗକୁ ଯାହା ଦାୟିତ୍ୱ ଦେବେ କରିବି, ମନ୍ତ୍ରିମଣ୍ଡଳରୁ ବାଦ ପଡ଼ିବା ପରେ ମୋର ଦୁଃଖ ନାହିଁ, ଆଗକୁ ଆହୁରି ଅଧିକ ଶିଖିବି’।

Share