ପୁଣିଥରେ ମୁଖ୍ୟମନ୍ତ୍ରୀ ହେବେ ନବୀନ ପଟ୍ଟନାୟକ: ଅତନୁ ସବ୍ୟସାଚୀଙ୍କ ବିସ୍ଫୋରଣ ବୟାନ, ଜାଣନ୍ତୁ କ’ଣ କହିଲେ…

ଭୁବନେଶ୍ୱର,୧୧।୧୧: ବିସ୍ଫୋରଣ ବୟାନ ଦେଇଛନ୍ତି ପୂର୍ବତନ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ। କେନ୍ଦ୍ରାପଡା ମହାକାଳପଡା ଆୟୋଜିତ ଏକ ସଭାରେ ଅତନୁ କହିଛନ୍ତି, ପୁଣିଥରେ ଲୋକ ନବୀନଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ପ୍ରସ୍ତୁତ ହେଲେଣି। ଆମର ୫୧ ଓ କଂଗ୍ରେସ ୧୪ ଏବଂ ସ୍ବାଧୀନର ୩ ବିଧାୟକଙ୍କ ସମର୍ଥନ ଅଛି । ଆଉ ମାତ୍ର ଆଠ-ଦଶଟା ବିଧାୟକ ଦରକାର । ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ନାହାନ୍ତି ବୋଲି ଲୋକେ ବିଶ୍ୱାସ କରି ପାରୁନାହାନ୍ତି। ୫ ମାସ ହେଲାଣି ସମସ୍ତ ବିକାଶ କାମ ଠପ ହୋଇ ପଡିଛି। ଖୁବଶୀଘ୍ର ନବୀନ ପଟ୍ଟନାୟକ ପୁଣିଥରେ ମୁଖ୍ୟମନ୍ତ୍ରୀ ହେବେ ବୋଲି ଅତନୁ କହିଛନ୍ତି।

ଅନ୍ୟପଟେ ଗଞ୍ଜାମ ଜିଲା ଆସିକା ଭାଜପା ବିଧାୟକ ସରୋଜ ପାଢ଼ୀ ସୋମବାର ଏକ ବିସ୍ଫୋରକ ବୟାନ ଦେଇ କହିଛନ୍ତି, ବିଜେଡିର ୨୭ ବିଧାୟକ ଭାଜପାର ଶୀର୍ଷ ନେତୃତ୍ୱ ସହ ଯୋଗାଯୋଗରେ ଅଛନ୍ତି। ବିଧାୟକ ସରୋଜଙ୍କ ବୟାନକୁ ନେଇ ଏବେ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଯାଇଛି।

ଏପରିକି ୩ ଦିନ ତଳେ ବିଜେଡିର ୨୭ ବିଧାୟକ ଏକାଠି ହୋଇଥିଲେ। ସେମାନେ ଭାଜପା ଆସିବା ପାଇଁ ଯୋଗାଯୋଗରେ ରହିଥିବା ବିଧାୟକ ପାଢ଼ୀ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷେ ୨୦୨୯ ବେଳକୁ କଂଗ୍ରେସ ୫ ଫାଳ ହୋଇଯାଇଥିବ ବୋଲି ସେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଜଷ୍ଟିସ ହରିଶ ଟଣ୍ଡନ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ନିଯୁକ୍ତ

ନୂଆଦିଲ୍ଲୀ,୨୧ା୩: ବିଚାରପତି ହରିଶ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବରେ ଶୁକ୍ରବାର ନିଯୁକ୍ତ କରାଯାଇଛି। ଏନେଇ ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି...

ବେଆଇନ ହୁକା ବାର୍ ଉପରେ ଚଢାଉ; ତମାଖୁ, ଧୂମପାନ ସାମଗ୍ରୀ ଜବତ

ବ୍ରହ୍ମପୁର,୨୧ା୩: ସହରରେ ଚାଲିଥିବା ବେଆଇନ ହୁକା ବାର୍ ଉପରେ ଏକାଧିକ ଚଢାଉ କରି ହୁକା ପାତ୍ର, ତମାଖୁ ଉତ୍ପାଦ ଏବଂ ଅନ୍ୟାନ୍ୟ ଧୂମପାନ ସାମଗ୍ରୀ ଜବତ...

ମଦ ବ୍ୟବସାୟୀଙ୍କ ଘରେ ଜାରି ରହିଛି ଚଢ଼ାଉ: ମିଳୁଛି ପୁଳାପୁଳା ଟଙ୍କା

ଅନୁଗୋଳ,୨୧ା୩: ଅନୁଗୋଳର ମଦ ବ୍ୟବସାୟୀ ବିକ୍ରମ ସାହୁଙ୍କ ଘରେ ଆୟକର ବିଭାଗର ବଡ଼ ଧରଣର ରେଡ୍‌ ଜାରି ରହିଛି। ଶୁକ୍ରବାର ଦ୍ବିତୀୟ ଦିନରେ ଚଢ଼ାଉ ବେଳେ...

ଓଡ଼ିଶାରେ ୬ ଲକ୍ଷରୁ ଅଧିକ ଲୋକ ଭତ୍ତା ପାଇବାକୁ ଅପେକ୍ଷା କରିଛନ୍ତି: ମନ୍ତ୍ରୀ

ଭୁବନେଶ୍ୱର,୨୧ା୩: ବିଭିନ୍ନ ସାମାଜିକ କଲ୍ୟାଣ ଯୋଜନା ଅଧୀନରେ ଓଡ଼ିଶାରେ ୬ ଲକ୍ଷରୁ ଅଧିକ ଲୋକ ଭତ୍ତା ଲାଭ ପାଇବାକୁ ଅପେକ୍ଷା କରିଛନ୍ତି। ସାମାଜିକ ସୁରକ୍ଷା ଏବଂ...

ନବ ଦାସ ହତ୍ୟା ମାମଲା: ଝାରସୁଗୁଡ଼ା ବିମାନବନ୍ଦରରେ କ୍ରାଇମବ୍ରାଞ୍ଚର ଖୋଳତାଡ଼ ଆରମ୍ଭ

ଝାରସୁଗୁଡ଼ା,୨୧।୩: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରେ ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚର ଟିମ୍‌ ଶୁକ୍ରବାର ଚତୁର୍ଥ ଦିନରେ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚି ଖୋଳତାଡ଼ ଆରମ୍ଭ...

ବିଧାନସଭାକୁ ଫେରିଲେ ତାରା, କହିଲେ ପ୍ରତିବାଦ କେମିତି କରନ୍ତି ଏଥର…

ଭୁବନେଶ୍ୱର,୨୧ା୩: କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ଇତିମଧ୍ୟରେ ପୁଣି ଥରେ ବିଧାନସଭାକୁ ଫେରିଛନ୍ତି। ୭ ଦିନର ନିଲମ୍ବନ ପରେ ତାରା ଶୁକ୍ରବାର ବିଧାନସଭାରେ ପହଞ୍ଚିଛନ୍ତି।...

ଅତିରିକ୍ତ ଜିଲାପାଳଙ୍କୁ ଭାଜପା ଜିଲା ସଭାପତିଙ୍କ ଦୁର୍ବ୍ୟବହାର ଅଭିଯୋଗ

ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଅତିରିକ୍ତ ଜିଲାପାଳ (ଏଡିଏମ୍‌) ନିହାର ରଞ୍ଜନ କହଁରଙ୍କୁ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ ଦୁର୍ବ୍ୟବହାର କରିଥିବା ନେଇ ଅଭିଯୋଗ...

ବିଧାନସଭାରେ ଘଣ୍ଟା ବାଡେଇ, ତୂରୀ ଫୁଙ୍କି କଂଗ୍ରେସର ପ୍ରତିବାଦ

ଭୁବନେଶ୍ୱର,୨୧ା୩: ଶୁକ୍ରବାର ବିଧାନସଭା ଆରମ୍ଭରୁ ବିଧାନସଭାରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି।ନାରୀ ସୁରକ୍ଷା ପ୍ରସଙ୍ଗରେ ଘଣ୍ଟ ବାଡ଼େଇ କଂଗ୍ରେସର ଜୋରଦାର ପ୍ରତିବାଦ କରିଛି। କଲା ଡ୍ରେସ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image