ନବୀନଙ୍କ ନୂଆ ମାଷ୍ଟରପ୍ଲାନ! ପ୍ରତି ଜିଲାରେ ହେବ…

ଭୁବନେଶ୍ୱର,୨୫।୯: ବିଜେଡିର ବସିବାକୁ ଯାଉଛି ବଡ଼ ବୈଠକ। ଅଧ୍ୟକ୍ଷତା କରିବେ ଖୋଦ୍‌ ସୁପ୍ରିମୋ ନବୀନ ପଟ୍ଟନାୟକ। ଆସନ୍ତା ୨୭ ତାରିଖ ଶୁକବ୍ରାର ଶଙ୍ଖ ଭବନରେ ଏକାଠି ହେବେ ବିଜେଡିର ସବୁ ବରିଷ୍ଠ ନେତା ଓ ଜିଲା ସଭାପତି। ଆଗାମୀ ରଣନୀତି ନେଇ ହେବ ବିସ୍ତୃତ ଆଲୋଚନା। ନିର୍ବାଚନ ପରାଜୟର କାରଣ ଖୋଜିବା ସହ ଦଳକୁ କିପରି ପୂର୍ବପରି ସୁଦୃଢ କରିହେବ ସେନେଇ ଆଲୋଚନା ହେବ।

ତେବେ ଦଳରେ ଅନ୍ତ କନ୍ଦଳ ବଢୁଥିବାରୁ ଦଳକୁ କିପରି ସୁଦୃଢ କରାଯିବ ଏନେଇ ଅଣ୍ଟା କଷିଛନ୍ତି ନବୀନ ପଟ୍ଟନାୟକ। ଏଥିପାଇଁ ନଭେମ୍ବର ୨୭ରୁ ଜିଲାକୁ ଜିଲା ଗସ୍ତ କରିବେ ନବୀନ। ପ୍ରତି ଜିଲାକୁ ଯାଇ ଦଳୀୟ କର୍ମୀ ଓ ନେତାଙ୍କୁ ଭେଟି ଦଳର ପରାଜୟର କାରଣ ଖୋଜିବା ଏଥିଲାଗି କେଉଁ ରଣନୀତି ପ୍ରସ୍ତୁତ ହେବ ତା’ ଉପରେ ଆଲୋଚନା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କୁ କଡ଼ା ସମାଲୋଚନା କରି ଏମିତି କହିଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୁଧବାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି,ଓଡ଼ିଆ କଷ୍ଟ ପାଇଲେ ସରକାର ବଦଳାଇବେ। ଭୋଟ ପାଇଁ...

ବିଜେଡି ସମ୍ପର୍କରେ ବହୁ ଭାଜପା ନେତା, ଭାଜପା ଶିବିରରେ ଚହଳ, ଦେବୀ ମିଶ୍ର କହିଲେ…

ଭୁବନେଶ୍ୱର,୨୫।୯: ଭାରତୀୟ ଜନତା ପାର୍ଟି ନା ବିଜୁ ଜନତା ଦଳ କିଏ କରିବ ହଲଚଲ। ଏନେଇ ମୁହାଁମୁହିଁ ହୋଇଛନ୍ତି ଦୁଇ ଦଳର ବଡ଼ ବଡ଼ ନେତା।...

ଗୁରୁବାର ଓଡ଼ିଶା ଆସିବେ ଜେପି ନଡ୍ଡା

ଭୁବନେଶ୍ୱର,୨୫।୯: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଗୁରୁବାର  ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି।...

ଆସୁଛି ବଡ଼ ବର୍ଷା, ୧୦ ଜିଲାକୁ ଆଲର୍ଟ…

ଭୁବନେଶ୍ୱର,୨୫।୯: ଆସୁଛି ବଡ଼ ବର୍ଷା। ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ଅନୁମାନ କରିଛି ପାଣିପାଗ ବିଭାଗ। ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା...

ସୁଭଦ୍ରା ଟଙ୍କାକୁ ନେଇ ବଡ଼ ସୂଚନା, ଏହିଦିନ ମିଳିବ ପ୍ରଥମ କିସ୍ତି ସହ ଦ୍ୱିତୀୟ କିସ୍ତି ଟଙ୍କା…

ଭୁବନେଶ୍ୱର,୨୫।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ୍‌ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କେଉଁଦିନ ପ୍ରଥମ ଓ ଦ୍ୱିତୀୟ କିସ୍ତି ଟଙ୍କା ମିଳିବ ଏନେଇ ସେ...

ଭରତପୁର ଘଟଣାକୁ ନେଇ ମୁହାଁମୁହିଁ ହେଲେ ପୂର୍ବତନ ସେନା ମୁଖ୍ୟ ଓ ସିବିଆଇ ଅଧିକାରୀ, ଟାର୍ଗେଟରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୯: ଭରତପୁର ଘଟଣାକୁ ନେଇ କେବଳ ରାଜ୍ୟ ରାଜନୀତି ନୁହେଁ ପୁରା ଜାତୀୟ ରାଜନୀତି ଉଠୁଛି ପଡୁଛି। ମେଜରଙ୍କ ବାନ୍ଧବୀଙ୍କୁ ଥାନାରେ ଯୌନ ନିର୍ଯ୍ୟାତନା ଦେବା...

ହାତରେ କୋଦାଳ ଧରି ପୋଖରୀ ସଫା କଲେ ଶିକ୍ଷା ମନ୍ତ୍ରୀ

ନବରଙ୍ଗପୁର,୨୫।୯(ସଦାଶିବ ପ୍ରହରାଜ): ହାତରେ କୋଦାଳ ଧରି ସଚ୍ଛତା ଅଭିଯାନରେ ଅଗ୍ରସର ହୋଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ...

ବୁଲା କୁକୁର, ଗୋରୁଙ୍କ ଦୌରାତ୍ମ୍ୟରେ ଅତିଷ୍ଠ ସହରବାସୀ

ପାରଳାଖେମୁଣ୍ଡି,୨୫।୯(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିରେ ରାତି ସମୟରେ ବିଭିନ୍ନ ଛକରେ ବୁଲା କୁକୁର ଓ ଗୃହପାଳିତ ପ୍ରାଣୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ସନ୍ଧ୍ୟା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri