ପ୍ରତିଶ୍ରୁତି ଦେଲେ ନବୀନ: ଏନ୍‌ଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ସମର୍ଥନ ଦେବ ବିଜେଡି

ଭୁବନେଶ୍ୱର,୧୭।୭: ଉପରାଷ୍ଟ୍ରପତି ନିର୍ବାଚନରେ ମଧ୍ୟ ଏନ୍‌ଡିଏ ପ୍ରାର୍ଥୀଙ୍କୁ ସମର୍ଥନ ଦେବ ବିଜେଡି। ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏନ୍‌ଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନକରଙ୍କୁ ସମର୍ଥନ ଦେବା ନେଇ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କ ସହିତ ଫୋନ୍‌ରେ କଥା ହୋଇଥିଲେ। ଜଗଦୀପଙ୍କୁ ସମର୍ଥନ ଦେବା ପାଇଁ ସେ ନବୀନଙ୍କୁ ଅନୁରୋଧ କରିଥିଲେ। ପରେ ଧନକରଙ୍କୁ ସମର୍ଥନ ଦେବା ନେଇ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେବା ସହ ପ୍ରାର୍ଥୀପତ୍ର ଦାଖଲ ବେଳେ ବିଜେଡି ଏମ୍‌ପି ଉପସ୍ଥିତ ରହିବେ ବୋଲି କହିଛନ୍ତି।
ଏହାପୂର୍ବରୁ ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦୌପଦୀ ମୁର୍ମୁଙ୍କୁ ସମର୍ଥନ ଦେବାକୁ ମଧ୍ୟ ଆଗେଇ ଆସିଥିଲେ ନବୀନ। ଜୁଲାଇ ୧୮ରେ ରାଷ୍ଟପତି ଏବଂ ଆସନ୍ତା ଅଗଷ୍ଟ ୬ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଲଗାଇଲେ କଟକଣା: ଏତିକି ବର୍ଷରୁ କମ୍ ପିଲା ଫୁଟାଇ ପାରିବେନି ବାଣ

ଭୁବନେଶ୍ୱର,୩୦।୧୦: ଦୀପାବଳି ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। କେତେ ସମୟରୁ କେତେ ସମୟ ପର୍ଯ୍ୟନ୍ତ ଏବଂ କେଉଁ ବୟସର ଛୋଟ ପିଲାମାନେ...

ଘରୋଇ ହସ୍ପିଟାଲକୁ ସିଲ୍‌ କରିବା ପାଇଁ ଉପଜିଲାପାଳଙ୍କ ନିର୍ଦ୍ଦେଶ

କଟକ,୩୦ା୧୦(ଶିଳ୍ପା ପ୍ରିୟଦର୍ଶିନୀ): କଟକ ସିଡିଏସ୍ଥିତ ନ୍ୟୁ ବର୍ନ ଆଣ୍ଡ୍‌ ପେ୍‌ ହେଲ୍‌ଥ ସେଣ୍ଟର ଘରୋଇ ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ ଘଟଣାରେ ଜିଲା ପ୍ରଶାସନର...

ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ କରି ଜେଲ୍‌ ଗଲେ ସ୍ବାମୀ

ଦିଗପହଣ୍ଡି,୩୦ା୧୦:(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଓ୍ବାର୍ଡ ନଂ.୨ ଅଧୀନ ମେଦିରି ସାହିରେ ରହୁଥିବା ଶଙ୍କର ନାୟକଙ୍କୁ ବୁଧବାର ପୋଲିସ ଗିରଫ କରି...

ପୁରୁଷୋତ୍ତମପୁର ତହସିଲଦାର ଭାବେ ଦାୟିତ୍ୱ ନେଲେ ବିନୋଦ ବେହେରା, କହିଲେ ରାଜସ୍ବ ସମମ୍ବନ୍ଧୀୟ ସେବା ଯେମିତି…

ପୁରୁଷୋତ୍ତମପୁର,୩୦ା୧୦(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବେ ବିନୋଦ କୁମାର ବେହେରା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ ଭୁବନେଶ୍ବର...

ନଭେମ୍ବର ୨୬ରୁ ବିଧାନସଭା ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର,୩୦।୧୦: ନଭେମ୍ବର ୨୬ରୁ ଆରମ୍ଭ ହେବ ବିଧାନସଭା ଶୀତକାଳୀନ ଅଧିବେଶନ। ନଭେମ୍ବର ୨୬ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ଯାଏଁ ଚାଲିବ। ବୁଧବାର ଏନେଇ ବିଧାନସଭା...

୩ୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କାକୁ ନେଇ ବଡ଼ ଘୋଷଣା, ଏମାନଙ୍କୁ ମିଳିବ ଟଙ୍କା

ଭୁବନେଶ୍ୱର,୩୦।୧୦: ୩ୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କାକୁ ନେଇ ଆସିଲା ବଡ଼ ଖବର। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ‘ସୁଭଦ୍ରା’ର ପ୍ରଥମ କିସ୍ତିର ୩ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri