ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ନିମନ୍ତ୍ରଣକୁ ନେଇ ଏମିତି କହିଦେଲେ ନବୀନ

ଭୁବନେଶ୍ୱର,୧୧।୬: ରାଜ୍ୟର ନୂଆ ଭାଜପା ମୁଖ୍ୟମନ୍ତ୍ରୀ ବୁଧବାର ଶପଥ ଗ୍ରହଣ କରିବେ। ଏହି ଶପଥ ସମାରୋହକୁ ଭାଜପା, ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛି। ନବୀନ ନିବାସ ଯାଇ ନିମନ୍ତ୍ରଣ ଭାଜପାର ୫ ବରିଷ୍ଠ ନେତା ମନମୋହନ ସାମଲ, ସୁରେଶ ପୂଜାରୀ, ବସନ୍ତ ପଣ୍ଡା, ନିତ୍ୟାନନ୍ଦ ଗଣ୍ଡ, ସମୀର ମହାନ୍ତି ନିମନ୍ତ୍ରଣ ଦେଇଛନ୍ତି। ଏନେଇ ମନମୋହନ କହିଛନ୍ତି ନବୀନ ବାବୁ ଶପଥ ଗ୍ରହଣ ଉତ୍ସବରେ ନିଶ୍ଚିତ ପହଞ୍ଚିବେ।

ଯାହାକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ନବୀନ ପଟ୍ଟନାୟକ। ସେ କହିଛନ୍ତି, ଆମେ ଆପଣଙ୍କ ସହିତ ଅଛୁ। ଜନତା ମଇଦାନରେ ଶପଥ ଗ୍ରହଣ ହେବା ଭଲ କଥା।

ଅନ୍ୟପଟେ ଓଡ଼ିଶାରେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସ୍ପେନ୍ସ ଲାଗିରହିଛି। ତେବେ ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁକୁ ନେଇ ଆଜି ସ୍ପଷ୍ଟ ହୋଇଯିବ। ଏସବୁ ଭିତରେ ନୂଆ ମୁଖ୍ୟମନ୍ତ୍ରୀ ଆସନ୍ତା ବୁଧବାର ଅପରାହ୍ନ ୪.୪୫ରେ ଶପଥ ଗ୍ରହଣ କରିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri