ନବୀନଙ୍କୁ ଏ କ’ଣ କହିଦେଲେ ଅମର? ବିଜୟ ଭଳି ପରାଜୟର ବି…

ଭୁବନେଶ୍ୱର,୧୨।୧୦: ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ତେର୍‌ଛା ବାଣ ମାରିଛନ୍ତି ବରିଷ୍ଠ ବିଜେଡି ନେତା ଅମର ଶତପଥୀ। ସାଧାରଣ ନିର୍ବାଚନରେ ଦଳର ପରାଜୟର ଦାୟିତ୍ୱ ନବୀନ ନିଅନ୍ତୁ ବୋଲି ସେ କହିଛନ୍ତି।

ଆମେ ନବୀନଙ୍କୁ ନେତା ବାଛିଥିଲୁ, ଆଶା ଥିଲା ସେ ସମସ୍ତ ଦାୟିତ୍ୱ ନେବେ। ବିଜୟର ଶ୍ରେୟ ଯେମିତି ନେଇଥିଲେ, ପରାଜୟର ଦାୟିତ୍ୱ ବି ନିଅନ୍ତୁ। ସମୀକ୍ଷା କରି ଠିକଣା ବାଟରେ ଦଳକୁ ଚଳାଇ ପାରିଲେ ଦଳ ଚାଲିବ। ପାଣ୍ଡିଆନଙ୍କୁ ଆମେ ନେତା କରି ନ ଥିଲୁ, ନବୀନଙ୍କୁ ବାଛିଥିଲୁ ବୋଲି ସେ କହିଛନ୍ତି।

କହିରଖୁଛୁ, କିଛି ଦିନ ଧରି ଦଳୀୟ କାର୍ଯ୍ୟକ୍ରମରେ ସାମିଲ ନ ହେବାକୁ ନେଇ ଅମର ଚର୍ଚ୍ଚାରେ ରହି ଆସୁଛନ୍ତି। ଏପରିକି ଦଳରେ ତାଙ୍କୁ କୋଣଠେସା କରାଯାଇଥିବା ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବିସ୍ଫୋରକ ବୟାନ ଦେଲେ ଅମର ଶତପଥୀ, କହିଲେ ବିଜେଡି ଛାଡ଼ିପାରନ୍ତି…

ଭୁବନେଶ୍ୱର,୧୭ା୧୦: ଗୁରୁବାର ପୁଣି ଏକ ବିସ୍ଫୋରକ ବୟାନ ଦେଇଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଅମର ପ୍ରସାଦ ଶତପଥୀ। ସେ କହିଛନ୍ତି, ଆଉ କିଛି...

୨୨ ତାରିଖ ସୁଦ୍ଧା ଆଉ ଏକ ଲଘୁଚାପ! ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହେବା ସମ୍ଭାବନା

ଭୁବନେଶ୍ୱର,୧୭ା୧୦: ଦକ୍ଷିଣପୂର୍ବ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ଓଡ଼ିଶା ଉପରେ ଏହାର ପ୍ରଭାବ ନଥିବାରୁ ରାଜ୍ୟରେ ପାଗ ଶୁଖିଲା ରହିଛି।...

ଗୁଆଘିଅରେ ମହାପ୍ରସାଦ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମହାସୁଆର ସେବାୟତ ନିଯୋଗ

ପୁରୀ,୧୭ା୧୦: ଶ୍ରୀମନ୍ଦିରରେ ଗୁଆ ଘିଅରେ ମହାପ୍ରସାଦ ପ୍ରସ୍ତୁତି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ସୁଆର ମହାସୁଆର ସେବାୟତ ନିଯୋଗ। ଓମ୍‌ଫେଡ୍‌ ପରିବର୍ତ୍ତେ ଶୁଦ୍ଧ...

କେୱାଇସି ଆଳରେ ଦାଦନ ଶ୍ରମିକଠାରୁ ୧ ହଜାର, ଯୋଗାଣ ବିଭାଗ ନିରବଦ୍ରଷ୍ଟା

ମହାକାଳପଡ଼ା୧୭ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ଅନେକ ଶ୍ରମିକ ଦାଦନ ଖଟିବାକୁ ରାଜ୍ୟ ବାହାରେ ରହିଛନ୍ତି, ବିଶେଷ କରି ହାଇଦ୍ରାବାଦ , ଚେନ୍ନାଇ , ଗୁଜରାଟ...

ଡବଲ ଇଞ୍ଜିନ ସରକାରକୁ ନେଇ ଏମିତି କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଚଣ୍ଡିଗଡ଼/ଭୁବନେଶ୍ୱର,୧୭ା୧୦: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁବାର ହରିୟାଣାରେ ପହଞ୍ଚିଛନ୍ତି। ଆଜି ହରିୟାଣା ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ ଉତ୍ସବରେ ଯୋଗ ଦେବା ପାଇଁ ସେ ଚଣ୍ଡିଗଡ଼ରେ ପହଞ୍ଚିଛନ୍ତି।...

ପୁରୀରେ ଆନ୍ଦୋଳନକୁ ଓହ୍ଲାଇଲେ ହବିଷ୍ୟାଳୀ, ରାସ୍ତାରେ…

ପୁରୀ,୧୭।୧୦: ଆଜିଠାରୁ ଆରମ୍ଭ ହେଉଛି କାର୍ତ୍ତିକ ବ୍ରତ। କାର୍ତ୍ତିକରେ ପୁଣ୍ୟ ଅର୍ଜନ ପାଇଁ ପୁରୀରେ ଭିଡ ଲଗାଇଛନ୍ତି ଭକ୍ତ। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ସେପଟେ...

ବିରୋଧୀ ଦଳରେ ଯେଉଁ ମଜା ଶାସକ ଦଳରେ ନାହିଁ

ଜଗତ୍‌ସିଂହପୁର, ୧୭ା୧୦(ପ୍ରମୋଦ କୁମାର ନାୟକ): ବିରୋଧୀ ଦଳରେ ରହିଲେ ଯେଉଁ ମଜା ଅଛି, ତାହା ଶାସକ ଦଳରେ ନାହିଁ। ଦୀର୍ଘ ୧୦ ବର୍ଷ ଭିତରେ ମୁଁ...

୩ କଂଗ୍ରେସ ନେତାଙ୍କ ନାଁରେ ମାମଲା

ଭୁବନେଶ୍ୱର,୧୭ା୧୦ (ସତ୍ୟଜିତ୍‌ ରାଉତ): ୨୦୨୪ ନିର୍ବାଚନ ବେଳେ ପ୍ରଚାର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସକୁ ଏଲ୍‌ଇଡି ଟିଭି ଓ ଗାଡ଼ି ଯୋଗାଇ ଜଣେ ବ୍ୟବସାୟୀ ୧.୪୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri