ଉଜୁଡ଼ାଜମି ଦେଖି ଦୁଃଖୀ ହେଲେ ନବୀନ, କହିଲେ ମୁଁ ଥିଲେ..

ଭୁବନେଶ୍ୱର,୩୦।୧୨: ରାଜ୍ୟ ବିରୋଧୀ ଦଳ ନେତା ତଥା ହିଞ୍ଜିଳି ବିଧାୟକ ନବୀନ ପଟ୍ଟନାୟକ ସୋମବାର ନିଜ ନିର୍ବାଚନମଣ୍ଡଳୀ ଗସ୍ତ କରିଛନ୍ତି। ସାଧାରଣ ନିର୍ବାଚନ ପରେ ନବୀନ ପ୍ରଥମ ଥର ପାଇଁ ଗଞ୍ଜାମ ଜିଲା ତଥା ହିଞ୍ଜିଳି ଗସ୍ତ କରିଛନ୍ତି।

ଗସ୍ତ ସମୟରେ ନବୀନ ଅଞ୍ଚଳର ଚାଷୀ, ଜନସାଧାରଣ ଓ ସ୍ଥାନୀୟ ନେତାଙ୍କୁ ଭେଟି ଲଗାଣ ବର୍ଷା ଜନିତ ଫସଲ କ୍ଷତି ସମ୍ପର୍କରେ ଆଲୋଚନା କରିଛନ୍ତି। ଡିସେମ୍ବରରେ ହୋଇଥିବା ଅଦିନିଆ ବର୍ଷା ଯୋଗୁ ଧାନ ସାଙ୍ଗକୁ ପନିପରିବା, କପା ଓ ଚିନାବାଦାମ ଚାଷ ଆଦି କ୍ଷତିଗ୍ରସ୍ତ ହୋଇଛି। ଏଭଳିସ୍ଥିତିରେ ନବୀନ ପଟ୍ଟନାୟକ କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟି କ୍ଷୟକ୍ଷତି ସମ୍ପର୍କରେ ପଚାରି ବୁଝିଛନ୍ତି।

ପରେ ସେ କହିଛନ୍ତି, ମୁଁ ଆପଣଙ୍କ ଚାଷ କ୍ଷୟକ୍ଷତି ଦେଖିଲି, ଦୁଃଖ ଲାଗିଲା ସରକାର ଯଥାଶୀଘ୍ର କ୍ଷତିପୂରଣ ଦେବା ଉଚିତ ।ଚାଷ କ୍ଷତି ହେଲେ ତୁରନ୍ତ ସହାୟତା ଦେଉଥିଲା ମୋ ସରକାରଗଞ୍ଜାମର କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସନ୍ନଙ୍କୁ କଡ଼ା ଜବାବ ଦେଲେ ଦେବୀ ମିଶ୍ର, କହିଲେ ବାବା ବିଜେଡିରେ ଥିବାବେଳେ ଦଣ୍ଡ ଧରି…

ଭୁବନେଶ୍ୱର,୧୨ା୪: ଭାଜପା ନେତା ପ୍ରସନ୍ନ ପାଟ୍ଟଶାଣୀଙ୍କ ଆକ୍ଷେପର କଡ଼ା ଜବାବ ଦେଇଛନ୍ତି ବିଜେଡି ନେତା ଦେବୀ ମିଶ୍ର। ସେ କହିଛନ୍ତି, ରାଜନୀତିରେ ଆକ୍ଷେପ ପ୍ରତି ଆକ୍ଷେପ...

ମା’ ସମଲେଶ୍ୱରୀଙ୍କ ମହାସ୍ନାନ, ମନ୍ଦିରରେ ଲାଗିଛି ଭକ୍ତଙ୍କ ଗହଳି

ବରଗଡ଼,୧୨ା୪: ଆଜି ଚୈତ୍ର ପୂର୍ଣ୍ଣିମା । ଏହି ଅବସରରେ ବରଗଡ଼ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାର୍ଷିକ ମହାସ୍ନାନ ଉତ୍ସବ ଚାଲିଛି। ଭୋର୍‌ ୪ଟାରୁ ମା’ଙ୍କ ସ୍ବତନ୍ତ୍ର...

ବଦଳିଲା କି Tatkal Ticket ବୁକିଂ କରିବାର ସମୟ? ବଡ଼ ଅପଡେଟ୍‌ ଦେଲା ଭାରତୀୟ ରେଲଓ୍ବେ

ନୂଆଦିଲ୍ଲୀ,୧୨।୪: ଭାରତୀୟ ରେଲଓ୍ବେ ସ୍ପଷ୍ଟ କରିଛି ଯେ ତତ୍କାଳ ଏବଂ ପ୍ରିମିୟମ ତତ୍କାଳ ଟିକେଟ ବୁକିଂ ସମୟରେ କୌଣସି ପରିବର୍ତ୍ତନ କରାଯାଇନାହିଁ। ସାମାଜିକ ଗଣମାଧ୍ୟମରେ ଏହି...

କ’ଣ ଅଫିସରେ କଫି ମେସିନରୁ ପିଉଛନ୍ତି କି କଫି? ସାବଧାନ ହୋଇପାରେ ମାରାତ୍ମକ ରୋଗ

ଆମ ମଧ୍ୟରୁ ଅଧିକାଂଶ ଲୋକ ଅଫିସ କଫି ମେସିନ ସହିତ ନିଜର ଦିନ ଆରମ୍ଭ କରନ୍ତି। ସକାଳର ବୈଠକ ପୂର୍ବରୁ ହେଉ କିମ୍ବା ଅପରାହ୍ନରେ, ଅଧିକାଂଶ...

ତୁଣ୍ଡ ଖୋଲିଲେ ପ୍ରସନ୍ନ ପାଟ୍ଟଶାଣୀ: କହିଲେ ନବୀନ ମିଛ କହୁଛନ୍ତି, ମୋ ବିରୋଧରେ ବି ପାଣ୍ଡିଆନ…

ଭୁବନେଶ୍ୱର,୧୨ା୪: ଦିନ ଥିଲା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଯାହା କହୁଥିଲେ ଏହା ଉପରେ କେହି ପଦାରେ ମଧ୍ୟ ଆଲୋଚନା କରିବାକୁ...

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ଟଳିପଡ଼ିଲେ ୩ ଆତଙ୍କବାଦୀ

ଶ୍ରୀନଗର,୧୨।୪: ଜମ୍ମୁ-କାଶ୍ମୀରର କିସ୍ତୱାର ଜିଲାର ଛାତରୁ ଅଞ୍ଚଳରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା ମିଳିଛି। ଏପର୍ଯ୍ୟନ୍ତ ସୁରକ୍ଷା ବାହିନୀର ଏକ ସର୍ଚ୍ଚ ଆଣ୍ଡ ଡିସ୍ଟ୍ରୋଞ୍ଜ ଅପରେଶନ...

ଦଣ୍ଡନାଚ ଚାଲିଥିବାବେଳେ ଟ୍ରାନ୍ସଜେଣ୍ଡରଙ୍କ ସନ୍ଦେହଜନକ ମୃତ୍ୟୁ: ତଦନ୍ତ ଆରମ୍ଭ

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମର କୁଲୁ ବିଷୋୟୀଙ୍କ ଘରୁ ଶନିବାର ସକାଳେ ସନ୍ଦେହଜନକ ଅବସ୍ଥାରେ ଜଣେ ଟ୍ରାନ୍ସଜେଣ୍ଡରଙ୍କ ମୃତଦେହ...

ଝାରସୁଗୁଡ଼ାରେ ୨ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର

ଝାରସୁଗୁଡ଼ା,୧୨ା୪: ଝାରସୁଗୁଡ଼ାରେ ୨ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର ହୋଇଛି। ଏହି ଦୁଇ ଅଭିଯୁକ୍ତ ହେଲେ ଶେଖ୍‌ ଆସିଫ୍‌ ଏବଂ ଅଭିଷେକ ବାରିକ୍‌। ଉଭୟଙ୍କୁ ବେଲପାହାଡ଼- ଝାରସୁଗୁଡ଼ା ରାସ୍ତାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image