ଭାଇରାଲ ହେଉଛି ନବୀନଙ୍କ ନୂଆ ଲୁକ୍‌

ଭୁବନେଶ୍ୱର,୨୫ା୧(ବ୍ୟୁରୋ): ଏକ ସବୁଜ ରଙ୍ଗର ଜର୍ସି ପିନ୍ଧି ନଜର ଆସିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ଏକ ଧଳା ରଙ୍ଗର ଟ୍ରାଉଜର ସାଙ୍ଗକୁ ସବୁଜ ଜର୍ସି ପିନ୍ଧିଛନ୍ତି। ଏହି ରଙ୍ଗର ଜର୍ସିକୁ ସୋଭେନିୟର ଭାବେ ବ୍ୟବହାର କରାଯିବ। ଜର୍ସି ପଛରେ ବନ୍ଦେ ଉତ୍କଳ ଜନନୀ ବି ଲେଖାଯାଇଛି। ଓଡ଼ିଶା କ୍ରୀଡ଼ା ପାଇଁ ରାଜ୍ୟବାସୀ ଏହି ସବୁଜ ରଙ୍ଗର ଜର୍ସି ବାଛିଛନ୍ତି। ଓଡ଼ିଶାବାସୀଙ୍କ ଭୋଟିଂ ଆଧାରରେ ସୋସିଆଲ ମିଡିଆରେ ରାଜ୍ୟ କ୍ରୀଡ଼ା ପାଇଁ ଜର୍ସି ବାଛିବାକୁ ୫-ଟି ସଚିବ ଭିକେ ପାଣ୍ଡିଆନ ଆହ୍ବାନ କରିଥିଲେ। ଏଥିରେ ବିଭିନ୍ନ ଅପସନ ଦିଆଯାଇଥିଲା। ଲୋକେ ସବୁଜ ରଙ୍ଗକୁ ଅଧିକ ବାଛିଥିବାରୁ ଜର୍ସିର ରଙ୍ଗ ସବୁଜ ରହିବ ବୋଲି ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିପି ସମ୍ମିଳନୀ ପୂର୍ବରୁ ଖଲିସ୍ତାନୀ ଧମକ: ଭିଡିଓ ଜାରି କରି ଦେଲେ ବଡ ଚେତାବନୀ

ଭୁବନେଶ୍ୱର,୨୮।୧୧: ନଭେମ୍ବର ୨୯ (ଶୁକ୍ରବାର) ଠାରୁ ଓଡିଶା ରାଜଧାନୀରେ ତିନି ଦିନିଆ ମହାନିର୍ଦ୍ଦେଶକ ପୋଲିସ୍ (ଡିଜିପି) ଏବଂ ଇନ୍ସପେକ୍ଟର ଜେନେରାଲ୍ ପୋଲିସ୍ (ଆଇଜିପି) ସମ୍ମିଳନୀରେ ବାଧା...

ବାହୁଦା ନଦୀଶଯ୍ୟାରୁ ଆନ୍ଧ୍ରକୁ ବେଆଇନ ବାଲି ଚୋରାଚାଲାଣ: ଖୋଲା ଚ୍ୟାଲେଞ୍ଜ ଦେଇ ମାଫିଆ…

ଦିଗପହଣ୍ଡି, ୨୮।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଦିଗପହଣ୍ଡି ବ୍ଲକ ଅଧୀନ ବିଭିନ୍ନ ଗ୍ରାମଦେଇ ବହି ଯାଉଥିବା ବାହୁଦା ନଦୀଶଯ୍ୟାରୁ ଆନ୍ଧ୍ରକୁ ବାଲି...

‘ସୁଭଦ୍ରା’ ଯୋଜନାରେ ଝିଅମାନଙ୍କ ପାଇଁ ଆସିଲା ଖୁସି ଖବର: ଏଣିକି…

ଭୁବନେଶ୍ୱର,୨୮।୧୧: ‘ସୁଭଦ୍ରା’ ଯୋଜନାରେ ଝିଅମାନଙ୍କ ପାଇଁ ଆସିଲା ଖୁସି ଖବର। ୨୧ ବର୍ଷ ପୂରିଥିଲେ ‘ସୁଭଦ୍ରା’ ଯୋଜନାରେ ଆବେଦନ କରିପାରିବେ । ଯେଉଁମାନଙ୍କୁ ଏହି ମାସରେ...

ଗିରଫ ହେଲେ କୋଟିପତି ଖଣି ଅଧିକାରୀ

କେନ୍ଦୁଝର,୨୮ା୧୧: କେନ୍ଦୁଝର କନିଷ୍ଠ ଖଣି ଅଧିକାରୀ ପଦ୍ମନାଭ ହୋତାଙ୍କୁ ଗୁରୁବାର ଭିଜୀଲାନ୍ସ ଗିରଫ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଗିରଫ କରାଯାଇଛି।...

ନର୍ସିଂ କଲେଜ ହଷ୍ଟେଲର୧୦ ଛାତ୍ରୀ ଅସୁସ୍ଥ

ଭୁବନେଶ୍ୱର,୨୮।୧୧: ଭୁବନେଶ୍ୱରର ଏକ ଘରୋଇ ନର୍ସିଂ କଲେଜ ହଷ୍ଟେଲର୧୦ ଛାତ୍ରୀ ଅସୁସ୍ଥ ହୋଇଯାଇଛନ୍ତି। ରାତିରେ ଖାଇ ସାରିବା ପରେ ସେମାନେ ଅସୁସ୍ଥ ଅନୁଭବ କରିଥିଲେ। ପରେ...

ଭାଜପା କାର୍ଯ୍ୟାଳୟରେ ୨ ଘଣ୍ଟା ରହିବେ ମୋଦି, କରିବେ ରାତ୍ରି ଭୋଜନ

ଭୁବନେଶ୍ୱର, ୨୮ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୯ରୁ ୩ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ଏଠାରେ ୪୮ଘଣ୍ଟିଆ ଅବସ୍ଥାନ ସମୟରେ ପ୍ରଧାନମନ୍ତ୍ରୀ ଉଭୟ...

ଶୀତରେ ଥରୁଛି ଜି.ଉଦୟଗିରି, ସର୍ବନିମ୍ନ ତାପମାତ୍ରା ରହିଛି…

ଜି.ଉଦୟଗିରି,୨୮ା୧୧(ଶିଶିର ପଟ୍ଟନାୟକ): ଜି. ଉଦୟଗିରି ସହରରେ ଗୁରୁବାର ସର୍ବନିମ୍ନ ତାପମାତ୍ରା ୬.୨ ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ କରାଯାଇଥିବା ଜି. ଉଦୟଗିରି କୃଷି ଗବେଷଣା କେନ୍ଦ୍ର ତରଫରୁ...

ସୁଜାତାଙ୍କ ଉପରେ ବିଶ୍ୱାସ କରିବ ତ ଭାଜପା ସରକାର? ଏବେ ବି ଆକ୍ଟିଭ ପାଣ୍ଡିଆନ! ଭିତରେ ଚାଲିଛି…

ଭୁବନେଶ୍ୱର,୨୮।୧୧: ସୁଜାତା କାର୍ତ୍ତିକେୟନ! ୨୦୦୦ ବ୍ୟାଚର ଏହି ଓଡ଼ିଆ ଆଇଏଏସ ଅଫିସରଙ୍କୁ ନେଇ ଏବେ ଚର୍ଚ୍ଚା ଜୋର୍। ୬ ମାସର ଛୁଟି ପରେ ପୁଣି କାର୍ଯ୍ୟକ୍ଷେତ୍ରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri