Categories: ଜାତୀୟ

କୋର୍ଟରେ ପହଞ୍ଚିଲେ ନବନୀତ ରାଣା, ରବି

ମୁମ୍ବାଇ,୨୪।୪: ମୁମ୍ବାଇରେ ହନୁମାନ ଚାଳିଶା ପାଠକୁ ନେଇ ଉତ୍ତେଜନା ଲାଗିରହିଛି। ଏହି ମାମଲାରେ ଗିରଫ ହୋଇଥିବା ଏମ୍‌ପି ନବନୀତ ରାଣା ଓ ତାଙ୍କ ବିଧାୟକ ସ୍ବାମୀ ରବି ରାଣାଙ୍କୁ ରବିବାର ବାନ୍ଦ୍ରାର ସ୍ବତନ୍ତ୍ର କୋର୍ଟରେ ହାଜର କରାଯାଇଛି। ନବନୀତ ଓ ରାଣାଙ୍କୁ ରିମାଣ୍ଡରେ ନେବାକୁ ଆବେଦନ କରିପାରେ ପୋଲିସ।

Share