ସୋମାଲିଆରେ ‘ଏମଭି ଲିଲା ନରଫୋକ’ ଜାହାଜ ହାଇଜ୍ୟାକ: ୧୫ ଭାରତୀୟଙ୍କୁ ଉଦ୍ଧାର କଲା ନୌସେନା

ମୋଗାଦିସୁ,୫।୧: ହୁତି ଜଳଦସ୍ୟୁଙ୍କ କବଳରୁ ଉଦ୍ଧାର ହେଲେ ୧୫ ଭାରତୀୟ ନାଗରିକ। ଭାରତୀୟ ନୌସେନା ସୋମାଲିଆ ତଟରେ ପହଞ୍ଚି ହାଇଜ୍ୟାକକାରୀଙ୍କ କବଳରୁ ଭାରତୀୟ ନାଗରିକଙ୍କୁ ଉଦ୍ଧାର କରାଯାଇଛି ବୋଲି ଭାରତୀୟ ନୌସେନା ପକ୍ଷରୁ ସୂଚନା ମିଳିଛି। କେବଳ ଭାରତୀୟ ନୁହଁନ୍ତି ଜାହାଜରେ ଥିବା ସମସ୍ତ ୨୧ ଜଣଙ୍କୁ ଉଦ୍ଧାର କରାଯାଇଛି। ଏଥିସହ ଜଳଦସ୍ୟୁମାନେ ଜାହାଜକୁ ଛାଡ଼ି ପଳାୟନ କରିଥିବା ନୌସେନା କହିଛି।

ସୂଚନା ଥାଉ କି ‘ଏମଭି ଲିଲା ନରଫୋକ’ ନାମକ ଜାହାଜକୁ କିଛି ଜଳଦସ୍ୟୁମାନେ ହାଇଜ୍ୟାକ କରିଦେଇଥିଲେ। ଏହି ଜାହାଜଟି ବ୍ରାଜିଲର ‘ପୋର୍ଟ ଡୁଅ ଏକୋ’ ବନ୍ଦରରୁ
ବାହାରି ବାହାରିନର ‘ଖଲିଫା ବିନ ସଲମାନ’ ପୋର୍ଟକୁ ଯାଉଥିଲା । ହେଲେ ସୋମିଲିଆ ପୂର୍ବାଞ୍ଚଳରୁ ୩୦୦ ନଟିକାଲ ମାଇଲ୍ସରୁ ଏହାକୁ ଜଳଦସ୍ୟୁମାନେ ହାଇଜ୍ୟାକ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତିରେ ଦୁର୍ନୀତି: ୧୬୩ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ କଲା ଇଡି

ନୂଆଦିଲ୍ଲୀ,୨୬ା୧୦: ପଶ୍ଚିମବଙ୍ଗ ସ୍କୁଲ୍‌ ସେବା ଆୟୋଗ (ଡବ୍ଲ୍ୟୁବିଏସ୍‌ଏସ୍‌ସି) ଦ୍ୱାରା ଗ୍ରୁପ୍‌ ସି ଏବଂ ଡି କର୍ମଚାରୀ ନିଯୁକ୍ତିରେ ବ୍ୟାପକ ଦୁର୍ନୀତି ହୋଇଥିଲା। ଏହାର ମନିଲଣ୍ଡରିଂ ଦିଗ...

ବାଂଲାଦେଶରେ ହିନ୍ଦୁଙ୍କ ବିଶାଳ ରାଲି

ଢାକା,୨୬ା୧୦: ସଂଖ୍ୟାଲଘୁ ଅଧିକାର ଦାବିରେ ବାଂଲାଦେଶ ହିନ୍ଦୁ ସମ୍ପ୍ରଦାୟର ହଜାର ହଜାର ଲୋକ ଚିଟ୍ଟାଗଙ୍ଗ୍‌ର ଐତିହାସିକ ଲାଲ୍‌ଦିଘି ମଇଦାନରେ ଶୁକ୍ରବାର ବିଶାଳ ରାଲି କରିଛନ୍ତି। ସେମାନଙ୍କର...

ଭାରତ-ଚାଇନା ଚୁକ୍ତିକୁ ନେଇ ଜୟଶଙ୍କର କହିଲେ ସଫଳତା ପଛରେ…

ପୁଣେ,୨୬ା୧୦: ଦୀର୍ଘ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ପୂର୍ବ ଲଦାଖ ଅନ୍ତର୍ଗତ ଏଲ୍‌ଏସିରେ ଲାଗି ରହିଥିବା ଅଚଳାବସ୍ଥା ଦୂର ପାଇଁ ଉଭୟ ଭାରତ ଓ...

ଖାଲିଟାରେ ଗର୍ଜୁ ନାହାଁନ୍ତି ଗିରିରାଜ…

ପାଟନା,୨୬।୧୦: ବିହାରରେ ଯେଉଁ ଆଡେ ନଜର ପକାଇଲେ ଦେଖିବେ, ଆଜିକାଲି କେବଳ ଭାଜପାର ଫାୟାର ବ୍ରାଣ୍ଡ ନେତା ତଥା କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂଙ୍କ ‘ହିନ୍ଦୁ...

ଭାରତ ଆଡକୁ କାହିଁକି ଆକର୍ଷିତ ହେଉଛି ବିଶ୍ୱ? ଜୟଶଙ୍କର ଦେଲେ ଏମିତି ଜବାବ

ପୁଣେ,୨୬।୧୦: ଶନିବାର ଅର୍ଥାତ୍‌ ଅକ୍ଟୋବର ୨୬ରେ ପୁଣେରେ ଛାତ୍ରମାନଙ୍କ ସହ କଥାବାର୍ତ୍ତା ବେଳେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର କହିଛନ୍ତି ଯେ ଆଜି...

ବାବା ସିଦ୍ଦିକୀ ହତ୍ୟାକାଣ୍ଡର ଖୋଲିଲା ବଡ଼ ଗୁମର, ପୋଲିସ କହିଲା କିଏ ମାମଲାର ମୋଷ୍ଟ ଓ୍ବାଣ୍ଟେଡ

ମୁମ୍ବାଇ,୨୬।୧୦: ବରିଷ୍ଠ ଏନସିପି ନେତା ବାବା ସିଦ୍ଦିକୀଙ୍କ ହତ୍ୟା ମାମଲାରେ ଏକ ବଡ଼ ଥା ସାମ୍ନାକୁ ଆସିଛି। ଏହି ହତ୍ୟା ମାମଲାରେ ମୁମ୍ବାଇ କ୍ରାଇମ ବ୍ରାଞ୍ଚ...

ଆଫ୍ରିଦି ହେଲେ ପାକିସ୍ତାନର ମୁଖ୍ୟ ବିଚାରପତି

ଇସଲାମାବାଦ,୨୬।୧୦: ୟାହିୟା ଆଫ୍ରିଦି ଶନିବାର ପାକିସ୍ତାନର ୩୦ତମ ପ୍ରଧାନ ବିଚାରପତି ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହି ସୂଚନା ରାଷ୍ଟ୍ରପତି ଭବନର ମିଡିଆ ୱିଙ୍ଗ ଦ୍ୱାରା...

ସ୍ବାମି ଅଭିମୁକ୍ତେଶ୍ୱରାନନ୍ଦଙ୍କଠାରୁ ଆଶୀର୍ବାଦ ନେଲେ ପରିଣିତି-ରାଘବ

ନୂଆଦିଲ୍ଲୀ,୨୬।୧୦: ଶନିବାର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ମହାରାଜ ଆମ ଆଦମୀ ପାର୍ଟି ରାଜ୍ୟ ସଭା ଏମପି ରାଘବ ଚଢା ଏବଂ ଅଭିନେତ୍ରୀ ପରିଣିତି ଚୋପ୍ରାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri