ନଓ୍ବାଜ କଲେ ପର୍ଦ୍ଦାଫାଶ,ଆଣବିକ ପରୀକ୍ଷଣ ନ କରିବା ଲାଗି ବିଲ କ୍ଲିଣ୍ଟନ ଦେଇଥିଲେ ୫ ବିଲିୟନ ଡଲାରର ଅଫର…

ଇସଲାମାବାଦ, ୨୨୧୦: ପାକିସ୍ତାନକୁ ଫେରିବାର କିଛି ଘଣ୍ଟା ମଧ୍ୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫ ତାଙ୍କ କାର୍ଯ୍ୟକାଳର ସଫଳତା ବିଷୟରେ କହିବା ସହିତ ୧୯୯୮ରେ ଆଣବିକ ପରୀକ୍ଷଣ କରି ଭାରତର ଆଣବିକ ବିସ୍ଫୋରଣକୁ ସେ କିପରି ଉପଯୁକ୍ତ ଉତ୍ତର ଦେଇଥିଲେ,ସେ ସମ୍ପର୍କରେ ସୂଚନା ଦେଇଛନ୍ତି। ତେବେ ଆଣବିକ ପରୀକ୍ଷଣ ନ କରିବାକୁ ତାଙ୍କୁ ୫ ବିଲିୟନ ଡଲାର ଅଫର ଆମେରିକା ରାଷ୍ଟ୍ରପତି ବିଲ କ୍ଲିଣ୍ଟନ ଦେଇଥିଲେ ବୋଲି ସେ କହିଛନ୍ତି।

୧୯୯୮ରେ ଯେତେବେଳେ ଭାରତ ଆଣବିକ ପରୀକ୍ଷଣର ଜବାବ ପାକିସ୍ତାନ ଦେବାକୁ ଚାହୁଁଥିଲା ସେତେବେଳେ ସରିଫଙ୍କ ଉପରେ ବିଦେଶୀ ସରକାରଙ୍କ ପକ୍ଷରୁ ପ୍ରବଳ ଚାପ ପକାଯାଇଥିବା କହିଛନ୍ତି। ସେ କହିଛନ୍ତି, ବୈଦେଶିକ କାର୍ଯ୍ୟାଳୟରେ ଏକ ରେକର୍ଡ ରହିଥିବ କ୍ଲିଣ୍ଟନ ମୋତେ ୫ ବିଲିୟନ ଡଲାର ପ୍ରଦାନ କରିବାକୁ କହିଥିଲେ। ୧୯୯୯ରେ ଏହା ଘଟିଥିଲା ମୋତେ ମଧ୍ୟ ଏକ ବିଲିୟନ ଡଲାର ଦିଆଯାଇଥାନ୍ତା, କିନ୍ତୁ ମୁଁ ପାକିସ୍ତାନୀ ମାଟିରେ ଜନ୍ମ ହୋଇଛି ଏବଂ ଏହା ମୋତେ ପାକିସ୍ତାନର ବିରୁଦ୍ଧରେ କୌଣସି କାର୍ଯ୍ୟ କରିବାକୁ ଦେଇ ନ ଥିଲା।

ତାଙ୍କର ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀ ଇମ୍ରାନ ଖାନଙ୍କୁ ଲକ୍ଷ୍ୟ କରି ସେ କହିଛନ୍ତି, ମୋତେ କୁହ, ଯଦି ମୋ ସ୍ଥାନରେ ଅନ୍ୟ କେହି ଥାଆନ୍ତେ, ତେବେ ଆମେରିକାର ରାଷ୍ଟ୍ରପତିଙ୍କ ଚାପ ଆଗରେ ନୋଇଯାଇଥାନ୍ତେ। ବିଭିନ୍ନ ଚାପ ସତ୍ତ୍ୱେ ମୁଁ ଆଣବିକ ପରୀକ୍ଷଣ କରିଛି ଏବଂ ଆଣବିକ ପରୀକ୍ଷଣ କରି ଭାରତକୁ ଉପଯୁକ୍ତ ଉତ୍ତର ଦେଇଥିଲି।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତି ନିର୍ବାଚନ ହାରିଗଲେ କ’ଣ କରିବେ ଟ୍ରମ୍ପ? ଏବେ କଲେ ସ୍ପଷ୍ଟ

ଓ୍ବାଶିଂଟନ,୨୩।୯: ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଦିନକୁ ଦିନ ଆକର୍ଷଣୀୟ ହେବାରେ ଲାଗିଛି। ନିର୍ବାଚନ ତାରିଖ ନଭେମ୍ବର ୫ ରଖାଯାଇଛି। ରବିବାର ଏକ ଇଭେଣ୍ଟରେ ରିପବ୍ଲିକାନ ପାର୍ଟି...

ମୋଦିଙ୍କୁ ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି

କଲମ୍ବୋ,୨୩।୯: ଶ୍ରୀଲଙ୍କାରେ ରାଷ୍ଟ୍ରପତି ନିର୍ବାଚନରେ ଜିତିଥିବା ଅନୁରା କୁମାରା ଦିସାନାୟକେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ ଭାରତ ସହ କାମ କରିବାକୁ ନିଜର...

କ୍ୱାଡ୍‌ରେ ଚାଇନାକୁ ଟାର୍ଗେଟ

ଓ୍ବିଲ୍‌ମିଙ୍ଗଟନ୍‌,୨୩ା୯: ବିଶ୍ୱର ମଙ୍ଗଳ ପାଇଁ କ୍ୱାଡ୍‌ ଏକ ଶକ୍ତି। ଏହି ମେଣ୍ଟର ବର୍ତ୍ତମାନ ଭଳି ରଣନୀତିକ ଏକତା ପୂର୍ବରୁ କେବେ ଦେଖାଯାଇ ନ ଥିଲା ବୋଲି ଆମେରିକା,...

ମୋଦିଙ୍କୁ ଭୁଲିଗଲେ ବାଇଡେନ୍‌

ଓ୍ବିଲ୍‌ମିଙ୍ଗଟନ୍‌,୨୩।୯ : କ୍ୱାଡ୍‌ ସମ୍ମିଳନୀ ମଞ୍ଚରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ଭୁଲାପଣର ଆଉ ଏକ ଦୃଷ୍ଟାନ୍ତ ଦେଖିବାକୁ ମିଳିଛି। ଡେଲାଓ୍ବାରେଠାରେ ରବିବାର ସକାଳେ ଏକ...

କ୍ୱାଡ୍‌ ସମ୍ମିଳନୀରେ ମୋଦିଙ୍କ ବଡ଼ ସହାୟତା ଘୋଷଣା

ଓ୍ବିଲ୍‌ମିଙ୍ଗଟନ୍‌,୨୨ା୯: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ସର୍ଭିକାଲ କ୍ୟାନ୍‌ସର ମୁକାବିଲାକୁ ସୁଦୃଢ଼ କରିବା ପାଇଁ ଭାରତ ୭.୫ ନିୟୁତ ଡଲାର ଯୋଗାଇଦେବ ବୋଲି ପ୍ରତିଶ୍ରୁତି ଦେଇଛି। ରୋଗର...

ହିଜବୁଲ୍ଲାର ରକେଟ ଆକ୍ରମଣରେ ହାହାକାର ଇସ୍ରାଏଲ

ଜେରୁଜେଲମ,୨୨।୯: ମଧ୍ୟ ପୂର୍ବରେ ଇସ୍ରାଏଲ ଏବଂ ହିଜବୁଲ୍ଲା ମଧ୍ୟରେ ତିକ୍ତତା ଦିନକୁ ଦିନ ବଢିବାରେ ଲାଗିଛି। ରବିବାର ଲେବାନନ ଇସ୍ରାଏଲ ଉପରେ ୧୦୦ରୁ ଅଧିକ କ୍ଷେପଣାସ୍ତ୍ର...

ଏବେ ନ ବୁଝିଲେ ଆମକୁ ବି ଭଲଭାବେ ବୁଝାଇ ଆସେ, କାହିଁକି ହିଜବୁଲ୍ଲାକୁ ଏମିତି କହିଲେ ନେତାନ୍ୟାହୁ

ଜେରୁଜେଲମ,୨୨।୯: ମଧ୍ୟ ପୂର୍ବରେ ଯୁଦ୍ଧ ଆରମ୍ଭ ହୋଇଥିବାରୁ ଏହାକୁ ନେଇ ସମଗ୍ର ବିଶ୍ୱରେ ଚିନ୍ତାର ପରିବେଶ ରହିଛି। ନିକଟରେ, ୩୦୦୦ ପେଜର୍‌ ଏବଂ ଡଜନେ ୱାକି-ଟକି...

ଭାଷଣ ଦେବା ସମୟରେ ଷ୍ଟେଜ ଉପରେ ମୋଦିଙ୍କୁ ଭୁଲିଗଲେ ବାଇଡେନ, ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୨।୯: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ଭୁଲିଯିବା ସମସ୍ୟା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ରିପୋର୍ଟରେ ଦର୍ଶାଯାଇଛି ଯେ ବୟସ ବଢିବା ଏବଂ ସ୍ମୃତି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri