Posted inଜାତୀୟ

ମହାରାଷ୍ଟ୍ର ନିର୍ବାଚନ ପାଇଁ ଏନସିପି ଜାରି କଲା ପ୍ରାର୍ଥି ତାଲିକା, ବାରାମତିରୁ ଲଢିବେ ଅଜିତ ପାଓ୍ବାର

ମୁମ୍ବାଇ,୨୩।୧୦: ଅଜିତ ପାୱାରଙ୍କ ନେତୃତ୍ୱାଧୀନ ଏନସିପି ବୁଧବାର ନଭେମ୍ବର ୨୦ରେ ହେବାକୁ ଥିବା ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ୩୮ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଏଥିରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ବାରାମତି, ୟେଭଲା ଠାରୁ ଛଗନ ଭୁଜବଳ ଏବଂ ଆମ୍ବେଗାଓଁର ଦିଲୀପ ୱାଲ୍ସ ପାଟିଲ ପ୍ରାର୍ଥୀ ହୋଇଛନ୍ତି।
ଏହାପୂର୍ବରୁ ଏକନାଥ ଶିନ୍ଦେଙ୍କ ନେତୃତ୍ୱାଧୀନ ଶିବସେନା ୪୫ଜଣ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଥିଲେ। ବିଜୟର ଚୌକା ମାରିବା ପାଇଁ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ପୁଣି ଥରେ କୋପରି ପାଚପାଖାଡିରୁ ନିଜର ଦାବି ଉପସ୍ଥାପନ କରିବେ, ଯେତେବେଳେ ଦଳ ପୈଠଣରୁ ଭିଲାସ ସଂନ୍ଦିପନ ଭୁମେରଙ୍କୁ ପ୍ରାଥି କରାଯାଇଛି। ମହାରାଷ୍ଟ୍ର ନବନିର୍ମାଣ ସେନା (MNS) ଏହାର ୪୫ଜଣ ପ୍ରାର୍ଥୀଙ୍କ ନାମ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମନସେ ମୁଖ୍ୟ ରାଜ ଠାକରେଙ୍କ ପୁଅ ଅମିତ ଠାକରେଙ୍କ ନାମ ମାହିମରୁ ପ୍ରାର୍ଥି ଭାବେ ଘୋଷଣା କରାଯାଇଛି। ୱର୍ଲିରୁ ଏମଏନଏସ ମୁଖପାତ୍ର ତଥା ପୂର୍ବତନ କାଉନସିଲର ସନ୍ଦୀପ ଦେଶପାଣ୍ଡେ ପ୍ରତିଦ୍ୱନ୍ଦ୍ୱିତା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥିପତ୍ର ଦାଖଲ କରିବା ପରେ ପ୍ରିୟଙ୍କାଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ସୋନିଆ ଗାନ୍ଧୀ, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୨୩।୧୦: ବୁଧବାର ୨୩ ଅକ୍ଟୋବର ୨୦୨୪ରେ କେରଳର ୱାୟନାଡ ଲୋକ ସଭା ଆସନରେ ହେବାକୁ ଥିବା ଉପ-ନିର୍ବାଚନ ପାଇଁ କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ...

ରାହୁଲଙ୍କ ବଡ଼ ଘୋଷଣା, ଓ୍ବାୟନାଡରେ ହେବେ ଦୁଇଜଣ ଏମପି…

ନୂଆଦିଲ୍ଲୀ,୨୩।୧୦: କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ ବୁଧବାର କେରଳର ୱାୟନାଡରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ନାମାଙ୍କନପତ୍ର ଦାଖଲ କରିବା ପୂର୍ବରୁ ସେ ଏକ ରୋଡ ଶୋ...

ନାମାଙ୍କନପତ୍ର ଦାଖଲ କଲେ ପ୍ରିୟଙ୍କା: କହିଲେ ପ୍ରଥମଥର ମୁଁ…

ଥିରୁଭାନନ୍ତପୁରମ୍‌,୨୩।୧୦: କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଆଜି ଓ୍ବାୟନାଡରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ତାଙ୍କ ମା’ ସୋନିଆ ଗାନ୍ଧୀ, ଦଳର...

ଜେଲରୁ ମୁକୁଳି ୨୧ ଥର ‘ଭାରତ ମାତା କୀ ଜୟ’ କହିଲେ ଯୁବକ: ଜାଣନ୍ତୁ କ’ଣ କରିଥିଲେ ଦୋଷ

ଭୋପାଳ, ୨୩।୧୦:ଭାରତରେ ରହି ‘ପାକିସ୍ତାନ ଜିନ୍ଦାବାଦ’ ସ୍ଲୋଗାନ ଦେଇଥିବା ଫୈଜଲ ନାମକ ଜଣେ ଯୁବକ ମଙ୍ଗଳବାର ମଧ୍ୟପ୍ରଦେଶ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ଭୋପାଳର ମିସ୍‌ରୌଦ ଥାନାରେ...

ହାସିନାଙ୍କ ପାଇଁ ବାଂଲାଦେଶରେ ପୁଣି ବଢିଲା ଉତ୍ତେଜନା, ବିପଦରେ ରାଷ୍ଟ୍ରପତି ଆସନ!

ଢାକା,୨୩।୧୦: ଶେଖ ହାସିନା ବାଂଲାଦେଶ ଛାଡିଛନ୍ତି। ବର୍ତ୍ତମାନ ସେ ଭାରତରେ ଅଛନ୍ତି। କିନ୍ତୁ ତାଙ୍କ ପାଇଁ ବାଂଲାଦେଶରେ ପୁଣି ଥରେ ଉାତ୍ତଜନା ଦେଖାଦେଇଛି। ସେ ତାଙ୍କ...

ଗ୍ୟାଙ୍ଗଷ୍ଟର ଛୋଟା ରାଜନଙ୍କୁ ବଡ ଆଶ୍ୱସ୍ତି, ମିଳିଲା ଜାମିନ

ମୁମ୍ବାଇ,୨୩।୧୦: ବମ୍ବେ ହାଇକୋର୍ଟ ବୁଧବାର ଗ୍ୟାଙ୍ଗଷ୍ଟର ଛୋଟା ରାଜନଙ୍କୁ ଜାମିନ ପ୍ରଦାନ କରିଛନ୍ତି। ହୋଟେଲ ବ୍ୟବସାୟୀ ଜୟା ଶେଟ୍ଟି ମାମଲାରେ ସେ ଏହି ଜାମିନ ପାଇଛନ୍ତି।...

ମଦ ଉପରେ ୩୪ ବର୍ଷର ପୁରୁଣା ନିଷ୍ପତ୍ତି ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩।୧୦: ସୁପ୍ରିମକୋର୍ଟର ୯ ଜଣିଆ ସାମ୍ବିଧାନିକ ଖଣ୍ଡପୀଠ ଇଣ୍ଡଷ୍ଟ୍ରିୟାଲ୍‌ ଆଲକହଲ ଉପରେ କେନ୍ଦ୍ରର ଅଧିକାରକୁ ୮:୧ ଅନୁପାତରେ ରଦ୍ଦ କରିଦେଇଛି। ସୁପ୍ରିମକୋର୍ଟର ସାମ୍ବିଧାନିକ ଖଣ୍ଡପୀଠ ବୁଧବାର...

ନଭେମ୍ବର ୪ରେ ଆରମ୍ଭ ହେବ ଜମ୍ମୁ-କଶ୍ମୀର ବିଧାନସଭା ଅଧିବେଶନ, ଭାଜପାକୁ ମିଳିପାରେ ଉପ ବାଚସ୍ପତି ପଦ

ଶ୍ରୀନଗର,୨୩।୧୦: ଜମ୍ମୁ-କଶ୍ମୀର ବିଧାନସଭାର ପ୍ରଥମ ଅଧିବେଶନ ନଭେମ୍ବର ୪ରୁ ଆରମ୍ଭ ହେବ। ଲେଫ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନା ମଙ୍ଗଳବାର ଅଧିବେଶନ ନେଇ ଘୋଷଣା କରିଛନ୍ତି। ଲେଫ୍ଟନାଣ୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri