Posted inଜାତୀୟ

ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠାରେ ସାମିଲ ହେବାକୁ ଶରଦ ପାଓ୍ବାରଙ୍କୁ ମିଳିଲା ନିମନ୍ତ୍ରଣ

ମୁମ୍ବାଇ,୧୭।୧: ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ସୁପ୍ରିମୋ ଶରଦ ପାୱାରଙ୍କୁ ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠାର ନିମନ୍ତ୍ରଣ ମିଳିଛି। ଏହି ନିମନ୍ତ୍ରଣ ସମ୍ପର୍କରେ ଶରଦ ପାୱାର ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ରର ସାଧାରଣ ସମ୍ପାଦକ ଚମ୍ପତ ରାୟଙ୍କୁ ଚିଠି ଲେଖି କୃତଜ୍ଞତା ଜଣାଇଛନ୍ତି। ଏହି ଚିଠି ମାଧ୍ୟମରେ ଶରଦ ପାୱାର ତାଙ୍କୁ କହିଛନ୍ତି ଯେ, ଜାନୁଆରୀ ୨୨ରେ ପ୍ରାଣ ପ୍ରତିଷ୍ଠା ସମାପ୍ତ ହେବା ପରେ ସେ ମୁକ୍ତ ଭାବରେ ସମୟ ବାହାର କରି ଦର୍ଶନ ପାଇଁ ଆସିବେ।

ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ରର ସାଧାରଣ ସମ୍ପାଦକ ଚମ୍ପତ ରାୟ ଏନସିପି ମୁଖ୍ୟ ଶରଦ ପାୱାରଙ୍କୁ ନିମନ୍ତ୍ରଣ ପଠାଇଛନ୍ତି। ଏକ ଚିଠି ମାଧ୍ୟମରେ ଏହି ନିମନ୍ତ୍ରଣର ଜବାବ ଦେଇ ଶରଦ ପାୱାର ପ୍ରଥମେ ତାଙ୍କୁ ନିମନ୍ତ୍ରଣ କରିଥିବାରୁ ଚମ୍ପତ ରାୟଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତିରେ ଦୁର୍ନୀତି: ୧୬୩ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ କଲା ଇଡି

ନୂଆଦିଲ୍ଲୀ,୨୬ା୧୦: ପଶ୍ଚିମବଙ୍ଗ ସ୍କୁଲ୍‌ ସେବା ଆୟୋଗ (ଡବ୍ଲ୍ୟୁବିଏସ୍‌ଏସ୍‌ସି) ଦ୍ୱାରା ଗ୍ରୁପ୍‌ ସି ଏବଂ ଡି କର୍ମଚାରୀ ନିଯୁକ୍ତିରେ ବ୍ୟାପକ ଦୁର୍ନୀତି ହୋଇଥିଲା। ଏହାର ମନିଲଣ୍ଡରିଂ ଦିଗ...

ଭାରତ-ଚାଇନା ଚୁକ୍ତିକୁ ନେଇ ଜୟଶଙ୍କର କହିଲେ ସଫଳତା ପଛରେ…

ପୁଣେ,୨୬ା୧୦: ଦୀର୍ଘ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ପୂର୍ବ ଲଦାଖ ଅନ୍ତର୍ଗତ ଏଲ୍‌ଏସିରେ ଲାଗି ରହିଥିବା ଅଚଳାବସ୍ଥା ଦୂର ପାଇଁ ଉଭୟ ଭାରତ ଓ...

ଖାଲିଟାରେ ଗର୍ଜୁ ନାହାଁନ୍ତି ଗିରିରାଜ…

ପାଟନା,୨୬।୧୦: ବିହାରରେ ଯେଉଁ ଆଡେ ନଜର ପକାଇଲେ ଦେଖିବେ, ଆଜିକାଲି କେବଳ ଭାଜପାର ଫାୟାର ବ୍ରାଣ୍ଡ ନେତା ତଥା କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂଙ୍କ ‘ହିନ୍ଦୁ...

ଭାରତ ଆଡକୁ କାହିଁକି ଆକର୍ଷିତ ହେଉଛି ବିଶ୍ୱ? ଜୟଶଙ୍କର ଦେଲେ ଏମିତି ଜବାବ

ପୁଣେ,୨୬।୧୦: ଶନିବାର ଅର୍ଥାତ୍‌ ଅକ୍ଟୋବର ୨୬ରେ ପୁଣେରେ ଛାତ୍ରମାନଙ୍କ ସହ କଥାବାର୍ତ୍ତା ବେଳେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର କହିଛନ୍ତି ଯେ ଆଜି...

ବାବା ସିଦ୍ଦିକୀ ହତ୍ୟାକାଣ୍ଡର ଖୋଲିଲା ବଡ଼ ଗୁମର, ପୋଲିସ କହିଲା କିଏ ମାମଲାର ମୋଷ୍ଟ ଓ୍ବାଣ୍ଟେଡ

ମୁମ୍ବାଇ,୨୬।୧୦: ବରିଷ୍ଠ ଏନସିପି ନେତା ବାବା ସିଦ୍ଦିକୀଙ୍କ ହତ୍ୟା ମାମଲାରେ ଏକ ବଡ଼ ଥା ସାମ୍ନାକୁ ଆସିଛି। ଏହି ହତ୍ୟା ମାମଲାରେ ମୁମ୍ବାଇ କ୍ରାଇମ ବ୍ରାଞ୍ଚ...

ସ୍ବାମି ଅଭିମୁକ୍ତେଶ୍ୱରାନନ୍ଦଙ୍କଠାରୁ ଆଶୀର୍ବାଦ ନେଲେ ପରିଣିତି-ରାଘବ

ନୂଆଦିଲ୍ଲୀ,୨୬।୧୦: ଶନିବାର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ମହାରାଜ ଆମ ଆଦମୀ ପାର୍ଟି ରାଜ୍ୟ ସଭା ଏମପି ରାଘବ ଚଢା ଏବଂ ଅଭିନେତ୍ରୀ ପରିଣିତି ଚୋପ୍ରାଙ୍କ...

ବିମାନକୁ ବୋମା ଧମକ ପରେ ସହାୟତା ଲୋଡ଼ିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୬ା୧୦: କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ଶନିବାର ବିମାନ କମ୍ପାନୀଗୁଡ଼ିକ ପ୍ରତିଦିନ ବୋମା ଧମକ ଦେଉଥିବା ଗୁଜବ ସମ୍ପର୍କରେ ଏକ ଆଡ୍‌ଭାଇଜରି ଜାରି...

ଲରେନ୍ସ ବିଷ୍ଣୋଇଙ୍କ ଗ୍ୟାଙ୍ଗର ଟାର୍ଗେଟରେ ଅଛନ୍ତି ୟୁପିର ବିଧାୟକ!

ମୁମ୍ବାଇ,୨୬।୧୦: ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ଏପର୍ଯ୍ୟନ୍ତ ଅନେକ ରାଜନେତାଙ୍କୁ ଟାର୍ଗେଟ କରି ହତ୍ୟା କରିନ୍ତି। ନିକଟରେ ମୁମ୍ବାଇରେ ବାବା ସିଦ୍ଦିକୀଙ୍କ ହତ୍ୟା ମାମଲା ସମଗ୍ର ଦେଶରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri