Categories: ଜାତୀୟ

ଏନ୍‌ଡିଏ-ୟୁପିଏ ଟକ୍କର…

ପୁଡୁଚେରୀ,୨।୫: ପୁଡୁଚେରୀ ବିଧାନସଭା ନିର୍ବାଚନର ଭୋଟ ଗଣନା ରବିବାର ଆରମ୍ଭ ହୋଇଛି। ରାଜ୍ୟରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ମେଣ୍ଟ ୯ ଆସନରେ ଆଗୁଆ ରହିଛି। ସେହିପରି ଏଠାରେ କଂଗ୍ରେସ ନେତୃତ୍ୱାଧୀନ ୟୁପିଏ ୫ ଆସନରେ ଆଗୁଆ ରହିଛି। କେନ୍ଦ୍ରଶାସିତ ଅଞ୍ଚଳ ପୁଡୁଚେରୀର ୩୦ ବିଧାନସଭା ଆସନ ମଧ୍ୟରୁ ସରକାର ଗଠନ ପାଇଁ ମ୍ୟାଜିକ୍‌ ନମ୍ବର ୧୬ ରହିଛି।

Share