ଦିଶା ସାଲିଆନ ମୃତ୍ୟୁ: ଆଦିତ୍ୟ ଠାକ୍‌ରେ, ରିୟା ଚକ୍ରବର୍ତ୍ତୀଙ୍କ ନାଁରେ ମାମଲା

ମୁମ୍ବାଇ,୨୬।୩: ସେଲିବ୍ରିଟି ମ୍ୟାନେଜର ଦିଶା ସାଲିଆନ ମୃତ୍ୟୁ ମାମଲାରେ ଶିବସେନା (ୟୁବିଟି) ନେତା ଆଦିତ୍ୟ ଠାକରେଙ୍କ ସହ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ, ଅଭିନେତା ଡିନୋ ମୋରିଆ ଏବଂ ସୁରଜ ପଞ୍ଚୋଲିଙ୍କ ନଁାରେ ମାମଲା ରୁଜୁହୋଇଛି। ଦିଶାଙ୍କ ବାପାଙ୍କ ଓକିଲ ନୀଲେଶ ଓଝା ମଙ୍ଗଳବାର ଏହି ସୂଚନା ଦେଇଛନ୍ତି। ନୀଲେଶ କହିଛନ୍ତି, ଦିଶାଙ୍କ ପରିବାର ପକ୍ଷରୁ ମୁମ୍ବାଇ କମିଶନରେଟ ପୋଲିସ ଅଫିସରେ ଏକ ଲିଖିତ ଅଭିଯୋଗ ଦାଖଲ କରାଯାଇଛି। ପୋଲିସ ଉକ୍ତ ଅଭିଯୋଗକୁ ନେଇ ଆଦିତ୍ୟ ଠାକରେଙ୍କ ସହ ଡିନୋ ମୋରିଆ, ସୁରଜ ପଞ୍ଚୋଲି ଓ ତାଙ୍କ ସୁରକ୍ଷା କର୍ମୀ, ରିୟା ଚକ୍ରବର୍ତ୍ତୀ ପ୍ରମୁଖଙ୍କ ବିରୋଧରେ ମାମଲା ରୁଜୁ କରିଛି। ପ୍ରକାଶ ଯେ, ଦିଶା ଅଭିନେତା ସୁଶାନ୍ତ ସିଂ ରାଜ୍‌ପୁତଙ୍କର ପୂର୍ବତନ ମ୍ୟାନେଜର ଥିଲେ ଏବଂ ୨୦୨୦ ଜୁନ୍‌ରେ ମୁମ୍ବାଇର ମାଲ୍‌ଦାସ୍ଥିତ ଏକ ଆବାସିକ ବିଲ୍ଡିର ୧୪ତମ ମହଲାରୁ ପଡ଼ି ତାଙ୍କର ମୃତ୍ୟୁ ଘଟିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମାନନ୍ଦ ମହାରାଜ କଲେ ଭୟଙ୍କର ଭବିଷ୍ୟବାଣୀ, କଳିଯୁଗରେ ହେବ ଏମିତି, ଜାଣିଲେ ଥରି ଉଠିବେ

ନୂଆଦିଲ୍ଲୀ,୩୦।୩: ପ୍ରେମାନନ୍ଦ ମହାରାଜଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ବୃନ୍ଦାବନର ପ୍ରସିଦ୍ଧ ସନ୍ଥଙ୍କୁ ଭେଟିବା ପାଇଁ ଦେଶ ଏବଂ ବିଦେଶରୁ ଲୋକମାନେ ଆସନ୍ତି। ସେହି ସମୟରେ,...

RSS ପ୍ରତିଷ୍ଠାତା ହେଡ୍‌ଗଓ୍ବୋରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି, ମୋହନ ଭାଗବତଙ୍କୁ ଭେଟିଲେ

ନାଗପୁର,୩୦।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ନାଗପୁର ଗସ୍ତରେ ଅଛନ୍ତି। ସେ ଆରଏସ୍‌ଏସ୍‌ ମୁଖ୍ୟାଳୟରେ ପହଞ୍ଚିବା ପରେ ସ୍ମୃତି ମନ୍ଦିରରେ ସଂଘର ପ୍ରତିଷ୍ଠାତା ଡକ୍ଟର କେ...

ମାଗଣାରେ କେମିତି କରିବେ Ghibli style AI portraits, ଚୁଟକିରେ କରିଦେବ Grok

ଟେସଲା ଏବଂ ସ୍ପେସଏକ୍ସର ସିଇଓ ଏଲନ ମସ୍କ ଚାଟଜିପର ଅବସ୍ଥା ଆହୁରି ଖରାପ କରିବାକୁ ଅଣ୍ଟା ଭିଡିଲେଣି। ସମ୍ପ୍ରତି, ମସ୍କ ପ୍ଲାଟଫର୍ମରେ ଲୋକପ୍ରିୟ ଆନିମେସନ ଷ୍ଟୁଡିଓ...

Ghibli ଚୋରାଉଛି କି ଆପଣଙ୍କ ଚେହେରା? ଅରବ ଡଲାରରେ ବିକ୍ରି ହେଉଛି…

ନୂଆଦିଲ୍ଲୀ,୩୦।୩: ଆଜିକାଲି, ସୋସିଆଲ ମିଡିଆ OpenAIର ChatGPT 4.o ବ୍ୟବହାର କରି ସୃଷ୍ଟି ହୋଇଥିବା ଘିବଲି ଫୋଟ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି। ଫେସବୁକ,...

Earthquake in Myanmar: ୨୪ଘଣ୍ଟାରେ ୧୫ଥର ଭୂକମ୍ପ, ଚାରିଆଡେ ଧ୍ୱସଂଲୀଳା

ବ୍ୟାଙ୍କକ୍‌/ନୂଆଦିଲ୍ଲୀ,୩୦ା୩: ମ୍ୟାନ୍‌ମାର ଏବଂ ଥାଇଲାଣ୍ଡରେ ସଂଘଟିତ ପ୍ରଳୟଙ୍କରୀ ଭୂକମ୍ପରେ ବ୍ୟାପକ କ୍ଷୟକ୍ଷତି ଘଟିବା ସହ ମୃତ୍ୟୁସଂଖ୍ୟା ୧,୬୦୦ ଟପିଛି। ବିଲ୍ଡିଂଗୁଡ଼ିକର ଭଗ୍ନାବଶେଷ ତଳୁ ଅଧିକ ସଂଖ୍ୟାରେ...

ରାସ୍ତାରେ ପ୍ଲାକାର୍ଡ ଧରି ସ୍ବାମୀଙ୍କ ପ୍ରତିବାଦ: ସ୍ତ୍ରୀ, ବୟଫ୍ରେଣ୍ଡଙ୍କଠାରୁ ଜୀବନ ପ୍ରତି ବିପଦ ରହିଛି…

ଗ୍ବାଲିୟର, ୩୦।୩: ମଧ୍ୟପ୍ରଦେଶ ଗ୍ଲାଲିୟର ଜିଲାର ଅମିତ କୁମାର ସେନ୍‌ଙ୍କୁ ହତ୍ୟା ଭୟ ଘାରିଛି। ତାଙ୍କ ସ୍ତ୍ରୀଙ୍କର ୪ ଜଣ ବୟଫ୍ରେଣ୍ଡ ଅଛନ୍ତି। ରାହୁଲ ବାଥମ...

ସୌଦି ଆରବରେ ଦେଖାଗଲା ଇଦ ଚାନ୍ଦ, ଜାଣନ୍ତୁ ଭାରତରେ କେବେ ପାଳନ ହେବ ଇଦ-ଉଲ-ଫିତର

ରିୟାଦ/ନୂଆଦିଲ୍ଲୀ,୨୯।୩: ସୌଦି ଆରବରେ ଶନିବାର (୨୯ ମାର୍ଚ୍ଚ, ୨୦୨୫) ଇଦର ଚାନ୍ଦ ଦେଖାଯାଇଛି। ଏବେ ଏହି ପର୍ବ ସୌଦିରେ ୩୦ମାର୍ଚ୍ଚରେ ପାଳନ କରାଯିବ। ଭାରତରେ ଇଦ...

Chhattisgarh: ସୁକମାରେ ୧୭ ନକ୍ସଲ ସଫା, ୧୧ ମହିଳା ବି ସାମିଲ

ରାୟପୁର,୨୯।୩: ଛତିଶଗଡ଼ର ସୁକମା ଏବଂ ଦାନ୍ତେୱାଡା ଜିଲାର ସୀମାରେ ଶନିବାର ସକାଳେ ନକ୍ସଲ ଏବଂ ପୋଲିସ ମଧ୍ୟରେ ଏକ ଏନକାଉଣ୍ଟର ହୋଇଥିଲା। ଏହି ଏନକାଉଣ୍ଟରରେ ୫୦୦-୬୦୦...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image