Posted inଖେଳ

ବିବାହ ବନ୍ଧନରେ ବାନ୍ଧିହେଲେ ଗୋଲ୍‌ଡେନ ବୟ ନୀରଜ

ନୂଆଦିଲ୍ଲୀ,୧୯।୧: ଖେଳପ୍ରେମୀଙ୍କ ପାଇଁ ଆସିଲା ଏକ ବଡ଼ ଖୁସି ଖବର। ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଗୋଲ୍‌ଡେନ ବୟ ତଥା ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରା। ଏନେଇ ନୀରଜ ସୋସିଆଲ ମିଡିଆ ‘ଏକ୍ସ’ରେ ବିବାହ ଫଟୋ ଶେୟାର କରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି। ଲେଖିଛନ୍ତି ପ୍ରେମରେ ବାନ୍ଧି ହେଲି ବୋଲି।

ହିମାନୀଙ୍କୁ ବିବାହ କରିଥିବା ସୂଚନା ଦେଇଛନ୍ତି ଭାରତୀୟ ଷ୍ଟାର ଜାଭେଲିନ ଥ୍ରୋୟର। ପ୍ରଥମ ଭାରତୀୟ ଭାବେ ଆଥଲେଟିକ୍ସରେ ଅଲିମ୍ପିକ୍ସ ସ୍ବର୍ଣ୍ଣ ଜିତି ସେ କୃତିତ୍ୱ ହାସଲ କରିଛନ୍ତି। ନୀରଜ ବିବାହ କଥାକୁ ମଧ୍ୟ ସମ୍ପୂର୍ଣ୍ଣ ଗୋପନୀୟ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

WPL: ଦିଲ୍ଲୀ-ମୁମ୍ବାଇ ଫାଇନାଲ

ମୁମ୍ବାଇ,୧୩ା୩: ସ୍ଥାନୀୟ ବ୍ରାବୋର୍ନ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ଏଲିମିନେଟର ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ଓମେନ (ଏମଆଇଡବ୍ଲ୍ୟୁ) ୪୭ ରନରେ ଗୁଜରାଟ ଜାଏଣ୍ଟ୍ସ ଓମେନ (ଜିଜିଡବ୍ଲ୍ୟୁ)କୁ ପରାସ୍ତ...

ରୋହିତଙ୍କ ଅବସର ସମ୍ପର୍କରେ ଏଭଳି କହିଲେ ଡି’ ଭିଲିୟସ

ନୂଆଦିଲ୍ଲୀ,୧୩ା୩: ଦକ୍ଷିଣ ଆଫ୍ରିକାର ମହାନ୍‌ ବ୍ୟାଟର ଏବି ଡି’ ଭିଲିୟର୍ସଙ୍କ ମତରେ ରୋହିତ ଶର୍ମାଙ୍କ ପାଖରେ ଅବସର ନେବା ଲାଗି କିଛି କାରଣ ନାହିଁ। ଏଥିସହିତ...

ନ୍ୟାଶ୍‌ନାଲ ଟି୨୦ ଚାମ୍ପିୟନଶିପ୍‌ରୁ ଓହରିଲେ ବାବର

କରାଚୀ,୧୩।୩: ନ୍ୟୁଜିଲାଣ୍ଡ ବିପକ୍ଷ ଟି୨୦ ସିରିଜ ଲାଗି ଘୋଷିତ ପାକିସ୍ତାନ ଦଳରୁ ବାଦ୍‌ ପଡ଼ିଥିବା ପୂର୍ବତନ ଅଧିନାୟକ ବାବର ଆଜମ ନ୍ୟାଶନାଲ ଟି୨୦ ଚାମ୍ପିୟନଶିପରୁ ଓହରିବାକୁ...

IPL 2025: DCର ଅଧିନାୟକତ୍ୱ ବିତର୍କ ମଧ୍ୟରେ ବଡ଼ ବୟାନ ହେଲେ KL Rahul

ନୂଆଦିଲ୍ଲୀ,୧୩।୩: କେଏଲ ରାହୁଲ ଆଇପିଏଲର ଆଗାମୀ ୧୮ତମ ସିଜିନରେ ତାଙ୍କର ପଞ୍ଚମ ଦଳ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳିବାକୁ ପ୍ରସ୍ତୁତ। ୧୩୨ ଆଇପିଏଲ ମ୍ୟାଚ ଏବଂ...

ଜାତୀୟ ମାଷ୍ଟର ଗେମ୍ସ, ବିଦ୍ୟାଧରଙ୍କୁ ମିଳିଲା ସ୍ବର୍ଣ୍ଣ

ବରଗଡ଼,୧୩।୩(ପ୍ରେମାନନ୍ଦ ଖମାରୀ): ସପ୍ତମ ଜାତୀୟ ମାଷ୍ଟର ଗେମ୍ସ ପ୍ରତିଯୋଗିତାରେ ବରଗଡ଼ ଜିଲା ଅତାବିରା ବ୍ଲକ ଅଧୀନ କାଦୋବାହାଲ ଗ୍ରାମର ବିଦ୍ୟାଧର ସାହୁ କ୍ରୀଡ଼ାରେ ରେକର୍ଡ ସୃଷ୍ଟି...

କଠୋର ହେଲା BCCI: ଆଇପିଏଲରୁ ଇଂଲଣ୍ଡର ଶକ୍ତିଶାଳୀ ଖେଳାଳିଙ୍କୁ ୨ବର୍ଷ ପାଇଁ କରାଗଲା ବାସନ୍ଦ, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୩।୩: ଇଂଲଣ୍ଡ ଖେଳାଳି ହ୍ୟାରି ବ୍ରୁକଙ୍କୁ ଦୁଇ ବର୍ଷ ପାଇଁ ବାସନ୍ଦ କରାଯାଇଛି। ବ୍ରୁକ ଏବେ ତାଙ୍କର ଦୁଇ ବର୍ଷର ବାସନ୍ଦ ସମାପ୍ତ କରିବା ପରେ...

ଇଂଲଣ୍ଡକୁ ଲାଗିଲା ବଡ଼ ଝଟକା, ଆଘାତ ଯୋଗୁଁ ୪ ମାସ ପାଇଁ ଖେଳି ପାରିବେନି ଦ୍ରୁତ ବୋଲର

ନୂଆଦିଲ୍ଲୀ,୧୩।୩: ଇଂଲଣ୍ଡର ଦ୍ରୁତ ବୋଲର ମାର୍କ ଉଡ ଚାରି ମାସ ଧରି କ୍ରିକେଟରୁ ଦୂରରେ ଅଛନ୍ତି। ଉଡଙ୍କ ବାମ ଆଣ୍ଠୁ ଲିଗାମେଣ୍ଟରେ ଅସ୍ତ୍ରୋପଚାର କରାଯାଇଥିଲା। ଇଂଲଣ୍ଡ...

ପୁଣି ଏକାଠି ହେଲେ ଏମଏସ ଧୋନି, ଗୌତମ ଗମ୍ଭୀର; ଦେଖନ୍ତୁ ଫଟୋ

ନୂଆଦିଲ୍ଲୀ,୧୩ା୩: ଭାରତର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ପୂର୍ବତନ ସାଥୀ ଏମଏସ ଧୋନିଙ୍କ ସହିତ ଏକ ବିରଳ ପୁନର୍ମିଳନ ହୋଇଛି। ଉଭୟ ମସୁରୀରେ ୱିକେଟକିପର-ବ୍ୟାଟର ରିଷଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image