ନୀରଜ ଚୋପ୍ରାଙ୍କ ହେବ ଅପରେଶନ, ଏମିତି କ’ଣ ହୋଇଗଲା…

ନୂଆଦିଲ୍ଲୀ,୯।୮: ପ୍ୟାରିସ ଅଲିମ୍ପିକ୍ସରେ ନୀରଜ ଚୋପ୍ରା ରୋପ୍ୟ ପଦକ ଜିତିଛନ୍ତି। ହେଲେ ତାଙ୍କୁ ନେଇ ଏକ ଦୁଃଖଦ ଖବର ଆସିଛି। ନୀରଜ ଚୋପ୍ରା ହାରେନିଆରେ ପୀଡିତ ଅଛନ୍ତି। ମିଡିଆ ରିପୋର୍ଟ ଅନୁଯାୟୀ, ସେ ଖୁବ ଶୀଘ୍ର ହାରେନିଆ ପାଇଁ ସର୍ଜରୀ କରିବେ। ଏହି ଭେଟେରାନ ଭାରତୀୟ ଆଥଲେଟ ହାରେନିଆ କାରଣରୁ ମାଂସପେଶୀରେ ଗଭୀର ଯନ୍ତ୍ରଣା ଭୋଗୁଛନ୍ତି।

କୁହାଯାଉଛି ଯେ, ଟପ୍‌ ୩ ଡାକ୍ତର ନୀରଜ ଚୋପ୍ରାଙ୍କ ସର୍ଜରୀ କରିିବେ। ତେବେ ଏନେଇ ଚୂଡ଼ାନ୍ତ ନିଷ୍ପତ୍ତି ନୀରଜଙ୍କୁ ନେବାକୁ ପଡିବ। କହିରଖୁଛୁ କି, ଗତ କିଛି ଦିନ ମଧ୍ୟରେ, ନୀରଜ ଚୋପ୍ରା ବହୁତ କମ ଟୁର୍ନାମେଣ୍ଟ ଖେଳିଛନ୍ତି, ଏହା ପଛରେ ଗ୍ରୋଇନ୍‌ ସମସ୍ୟା ଏକ ପ୍ରମୁଖ କାରଣ ଭାବରେ ବିବେଚନା କରାଯାଉଛି । ତେବେ ପ୍ୟାରିସ ଅଲିମ୍ପିକ୍ସରେ ଫାଇନାଲ ପରେ ସେ ତାଙ୍କ ସର୍ଜରୀ ବିଷୟରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୁଁ ମୋ ଦଳ ସହ କଥା ହେବି ଏବଂ ସେହି ଅନୁଯାୟୀ ନିଷ୍ପତ୍ତି ନେବି। ମୋ ଶରୀରର ସାମ୍ପ୍ରତିକ ଅବସ୍ଥା ସତ୍ତ୍ୱେ ମୁଁ ନିଜକୁ ଆଗକୁ ବଢୁଛି। ଆଗକୁ ବହୁତ କିଛି ବାକି ଅଛି ଏବଂ ଏଥିପାଇଁ ମୋତେ ନିଜକୁ ଫିଟ ରଖିବାକୁ ପଡିବ।

ଏହି ଖବର ନୀରଜ ଚୋପ୍ରାଙ୍କ କୋଚିଂ ଷ୍ଟାଫଙ୍କ ସହ ଜଡିତ ବଡ ଖବର ସାମ୍ନାକୁ ଆସିଛି। ପ୍ୟାରିସ ଅଲିମ୍ପିକ୍ସରେ ରୋପ୍ୟ ପଦକ ଜିତିବା ସତ୍ତ୍ୱେ ନୀରଜଙ୍କ କୋଚିଂ ଷ୍ଟାଫରେ ପରିବର୍ତ୍ତନ କରାଯାଉଛି। ନୀରଜଙ୍କ ବର୍ତ୍ତମାନର କୋଚ କ୍ଲାଉସ ବାର୍ଟୋନିଜ ଆଉ ତାଙ୍କ ସହ ରହିବେ ନାହିଁ। କ୍ଲାଉସ ବାର୍ଟୋନିଜ ଗତ ୬ବର୍ଷ ଧରି ତାଙ୍କ ସହ କାମ କରିଆସୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍କଟରେ ଟିମ୍‌ ଇଣ୍ଡିଆ: ସ୍ପିନ୍‌ ଖେଳିବାରେ ବିଫଳ

ପୁଣେ, ୨୬।୧୦:କ୍ୱାଲିଟି ସ୍ପିନ୍‌ ବୋଲିଂକୁ ମୁକାବିଲା କରିବାରେ ଭାରତୀୟ ବ୍ୟାଟରଙ୍କ ବିଫଳତା ପଦାରେ ପଡ଼ିଛି। ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ ମାତ୍ର ୧୫୬...

ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ, ୨୬।୧୦:ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ ବର୍ଡର-ଗାଭାସ୍କର ଟ୍ରଫି ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଦିଲ୍ଲୀ ସ୍ପିଡ୍‌ଷ୍ଟର ହର୍ଷିତ ରାଣା ଓ ଆନ୍ଧ୍ର ସିମ୍‌...

ଖୋ ଖୋ ବିଶ୍ୱକପ୍‌ରେ ଭାଗ ନେବେ ୨୪ ଦେଶ

ନୂଆଦିଲ୍ଲୀ, ୨୬ା୧୦: ସ୍ଥାନୀୟ ଇନ୍ଦିରାଗାନ୍ଧୀ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଆସନ୍ତାବର୍ଷ ଜାନୁଆରୀ ୧୩ରୁ ୧୯ ତାରିଖ ପର୍ଯ୍ୟନ୍ତ ଖୋଖୋ ବିଶ୍ୱକପ୍‌ର ପ୍ରଥମ ସଂସ୍କରଣ ଅନୁଷ୍ଠିତ ହେବ। ଏଥିରେ...

ବିଶ୍ୱ ଚାମ୍ପିୟନଶିପ୍‌ରେ ଭାଗ ନେବ ଭାରତ

ନୂଆଦିଲ୍ଲୀ,୨୬ା୧୦(ପି.ଟି.): ଭାରତୀୟ କୁସ୍ତି ଦଳ ବିଶ୍ୱ ଚାମ୍ପିୟନଶିପ୍‌ରେ ଅଂଶଗ୍ରହଣ କରିବ। ସରକାର ଶୁକ୍ରବାର ଏହା ସ୍ପଷ୍ଟ କରିଛନ୍ତି। ରେସ୍‌ଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ(ଡବ୍ଲ୍ୟୁଏଫ୍‌ଆଇ) ବୁଧବାର ଆଗାମୀ...

ସ୍ବାମୀଙ୍କୁ ଗଛରେ ବାନ୍ଧି ସ୍ତ୍ରୀଙ୍କୁ ଗଣବଳାତ୍କାର

ଭୋପାଳ,୨୬ା୧୦: ମଧ୍ୟପ୍ରଦେଶରେ ଦୁଇଟି ଜଘନ୍ୟ ବଳାତ୍କାର ସାମ୍ନାକୁ ଆସିଛି। ଗୋଟିଏ ଦେଶର ‘ସବୁଠୁ ସ୍ବଚ୍ଛ ସହର’ ଇନ୍ଦୋରରେ ଏବଂ ଅନ୍ୟଟି ରଓ୍ବୋରେ ଘଟିଛି। ରଓ୍ବୋ ମାମଲାରେ...

ଇତିହାସ ରଚିଲେ ଯଶସ୍ବୀ ଜୟସ୍ବାଲ, ପ୍ରଥମ ଭାରତୀୟ ଭାବେ…

ପୁଣେ,୨୫।୧୦: ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଯଶସ୍ବୀ ଜୟସ୍ବାଲ ୨୦୨୪ରେ ଟେଷ୍ଟ କ୍ରିକେଟରେ ୧୦୦୦ ରନ୍‌ ପୂରଣ କରିଥିବା ଦ୍ୱିତୀୟ ବ୍ୟାଟ୍ସମ୍ୟାନ୍‌ ପାଲଟିଛନ୍ତି। ବାମହାତୀ ଏହି ବ୍ୟାଟ୍ସମ୍ୟାନ୍‌ ନ୍ୟୁଜିଲାଣ୍ଡ...

ଶାହାଙ୍କ ଉପରେ ପୁରସ୍କାର ଘୋଷଣା କଲେ ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁ, ସିଆର୍‌ପିଏଫ୍‌ ସ୍କୁଲ ବନ୍ଦ ପାଇଁ ଆହ୍ବାନ

ନୂଆଦିଲ୍ଲୀ,୨୫ା୧୦ : ଖଲିସ୍ତାନୀ ଆତଙ୍କବାଦୀ ତଥା ‘ଶିଖ୍‌ସ ଫର୍‌ ଜଷ୍ଟିସ୍‌’ (ଏସ୍‌ଏଫ୍‌ଜେ) ମୁଖ୍ୟ ଗୁର୍‌ପତଓ୍ବନ୍ତ ସିଂ ପନ୍ନୁ ପୁଣିଥରେ ଭାରତକୁ ଧମକ ଦେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ...

ଆସିଲା ଡେଡ୍‌ଲାଇନ୍‌…ଦୀପାବଳି ପୂର୍ବରୁ ଡେମଚୋକ୍‌, ଡେପ୍‌ସାଙ୍ଗରୁ ହଟିବେ ଭାରତ-ଚାଇନା ସେନା

ନୂଆଦିଲ୍ଲୀ,୨୫ା୧୦: ପୂର୍ବ ଲଦାଖର ୨ ଫ୍ରିକ୍ସନ ପଏଣ୍ଟ ଡେମ୍‌ଚୋକ୍‌ ଏବଂ ଡେପ୍‌ସାଙ୍ଗରେ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଲାଗି ରହିଥିବା ବିବାଦରେ ପଡ଼ିବ ପୂର୍ଣ୍ଣଚ୍ଛେଦ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri