ଏନ୍‌ଇଇଟି ପିଜି: ଆଜି ସରିବ ଆବେଦନ ସଂଶୋଧନ ପ୍ରତିକିୟା

ଭୁବନେଶ୍ୱର,୨୦।୨(ବ୍ୟୁରୋ): ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ହେଉଥିବା ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ ବା ଏନ୍‌ଇଇଟି ପିଜି ୨୦୨୩ ପ୍ରବେଶିକା ପରୀକ୍ଷା ମାର୍ଚ୍ଚ ୫ରେ ଅନୁଷ୍ଠିତ ହେବ। ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍‌ଜାମିନେଶନ(ଏନ୍‌ବିଇ) ଦ୍ୱାରା ପରିଚାଳିତ ଏହି ପରୀକ୍ଷା ପାଇଁ ଜାନୁୟାରୀ ୭ରୁ ୨୭ ତାରିଖ ମଧ୍ୟରେ ଛାତ୍ରୀଛାତ୍ର ଆବେଦନ କରିଥିଲେ। ଏବେ ଛାତ୍ରୀଛାତ୍ରଙ୍କୁ ଆବେଦନ ଫର୍ମରେ ଏଡିଟ୍‌ ବା ସଂଶୋଧନ କରିବା ପାଇଁ ସୁଯୋଗ ଦିଆଯାଇଛି। ୧୮ତାରିଖରୁ ଆରମ୍ଭ ହୋଇଥିବା ଏହି ସଂଶୋଧନ ପ୍ରକ୍ରିୟା ୨୦ ତାରିଖରେ ଶେଷ ହେବ। ସୋମବାର ରାତି ୧୧ଟା ୫୫ ମଧ୍ୟରେ ଏନ୍‌ବିଇର ଅଫିସିଆଲ ଓ୍ବେବ୍‌ସାଇଟ୍‌ natboard.edu.inକୁ ଯାଇ ଛାତ୍ରୀଛାତ୍ର ନିଜ ଆବେଦନ ଫର୍ମରେ ଆବଶ୍ୟକ ଏଡିଟ୍‌ କରିପାରିବେ। ଏହାପରେ ସେମାନଙ୍କୁ ଆଉ ସୁଯୋଗ ଦିଆଯିବ ନାହିଁ। ଏଠାରେ ଉଲ୍ଲେଖଯୋଗ୍ୟ, ମାର୍ଚ୍ଚ ୫ରେ ହେବାକୁ ଥିବା ଏନ୍‌ଇଇଟି ପିଜି ୨୦୨୩କୁ ସ୍ଥଗିତ ରଖିବା ପାଇଁ ବହୁ ଛାତ୍ରୀଛାତ୍ର ଓ ବିଶେଷଜ୍ଞମାନେ ଦାବିକରି ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଢେଇ ବର୍ଷର ବିଷ୍ମୟ ବାଳକ: ପ୍ରାଞ୍ଜଳ ଭାବେ କହୁଛନ୍ତି ମନ୍ତ୍ରପାଠ ଓ ଦେଶ ବିଦେଶ କଥା

କେନ୍ଦୁଝର,୨୫।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ବୟସ ମାତ୍ର ଅଢେଇ ବର୍ଷ। ମନ୍ତ୍ରପାଠ, ସାଧାରଣ ଜ୍ଞାନ ହେଉ ଅବା ଦେଶର ଜାତୀୟ ପ୍ରତୀକ କିମ୍ବା ବିଶିଷ୍ଟ ବ୍ୟକ୍ତି...

ଲାଗି ରହିଛି ଲଘୁଚାପଜନିତ ଲଗାଣ ବର୍ଷା: ବିଲ ଓ ମଣ୍ଡିରେ ଭିଜିଲା ଧାନ

କୋକସରା,୨୫।୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲାରେ ଲଘୁଚାପଜନିତ ବର୍ଷା ମଙ୍ଗଳବାର ରାତିରୁ ଲଗାଣ ବର୍ଷା ଲାଗି ରହିଛି। ବ୍ଲକରେ ମଙ୍ଗଳବାର ରାତିରୁ ବୁଧବାର ସକାଳ...

ଝାଡଖଣ୍ଡ ନା ଦିଲ୍ଲୀ…ରଘୁବରଙ୍କୁ ବଡ଼ ଦାୟିତ୍ୱ!

ନୂଆଦିଲ୍ଲୀ,୨୫।୧୨: ଓଡିଶାରେ ରାଜ୍ୟପାଳ ପଦରୁ ଇସ୍ତଫା ଦେବା ପରେ ରଘୁବର ଦାସଙ୍କୁ ନେଇ ଦିଲ୍ଲୀରୁ ରାଞ୍ଚି ପର୍ଯ୍ୟନ୍ତ ଚର୍ଚ୍ଚା ଜୋର ଧରିଛି। ଏନେଇ ଅନେକ ରାଜନୈତିକ...

ନବୀନ ପଟ୍ଟନାୟକ ଭାରତ ରତ୍ନ ପାଇବା ଉଚିତ୍, ଦାବି କଲେ କେନ୍ଦ୍ର ମନ୍ତ୍ରୀ

ନୂଆଦିଲ୍ଲୀ, ୨୫।୧୨: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭାରତ ରତ୍ନ ଦେବାକୁ ଦାବି କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂହ। ସେହିପରି ବିହାର ମୁଖ୍ୟମନ୍ତ୍ରୀ...

ସ୍ତ୍ରୀକୁ ବୀଭତ୍ସ ହତ୍ୟା ପରେ ନିଜ ବେକ କାଟିଲା ସ୍ବାମୀ

କଟକ, ୨୫।୧୨: ସ୍ତ୍ରୀକୁ ବୀଭତ୍ସ ହତ୍ୟା ପରେ ନିଜ ବେକ କାଟିଲା ସ୍ବାମୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟଣା ଘଟିଛି କଟକ ଜିଲା ଲାଲ୍‌ବାଗ...

ଶ୍ରୀଜିଉଙ୍କୁ ଦର୍ଶନ କଲେ ବିଦାୟୀ ରାଜ୍ୟପାଳ, କହିଲେ ମହାପ୍ରଭୁଙ୍କ ଯୋଗୁ ମୁଁ ଓଡ଼ିଶାର ସେବା…

ପୁରୀ,୨୫ା୧୨: ରାଜ୍ୟପାଳ ପଦରୁ ମଙ୍ଗଳବାର ଇସ୍ତଫା ଦେଇଥିବା ରଘୁବର ଦାସ ଆଜି ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ଏହି ସମୟରେ ସେ କହିଛନ୍ତି, ମହାପ୍ରଭୁଙ୍କ...

ଏମିତି ବି ଆସେ ମୃତ୍ୟୁ: ସ୍ବାମୀଙ୍କ ଜୁଇ ନ ଲିଭୁଣୁ ଚାଲିଗଲା ସ୍ତ୍ରୀଙ୍କ ଜୀବନ

ନିଶ୍ଚିନ୍ତକୋଇଲି, ୨୫ା୧୨(ଅଶୋକ କୁମାର ମହାପାତ୍ର): ସ୍ବାମୀଙ୍କ ଜୁଇ ନ ଲିଭୁଣୁ ଚାଲିଗଲା ସ୍ତ୍ରୀଙ୍କ ଜୀବନ। ଏପରି ଦୁଃଖଦ ଘଟଣା ଦେଖିବାକୁ ମିଳିଛି କଟକ ଜିଲା ମାହାଙ୍ଗା...

ଫାଣ୍ଡି ଅଧିକାରୀ ନିଲମ୍ବିତ

ଜଳେଶ୍ୱର,୨୫ା୧୨(ନବୀନ ସାହୁ): ଲୁଗା ଦୋକାନରୁ ଚୋରି କରିବା ଅଭିଯୋଗରେ ଯୁବକଙ୍କୁ ବାଡ଼େଇ ବାଡ଼େଇ ମାରିଦେବା ଘଟଣାରେ ଦାୟିତ୍ୱରେ ଅବହେଳା ଅଭିଯୋଗରେ ବାଲେଶ୍ୱର ଜିଲା ସାର୍ଥା ଫାଣ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri