Posted inଜାତୀୟ

ନେହେରୁ କେବଳ ବଡ଼ ବଡ଼ କଥା କହିନାହାଁନ୍ତି, ନିଷ୍ପତ୍ତି ମଧ୍ୟ ନେଇଛନ୍ତି: ଜୟରାମ ରମେଶ

ନୂଆଦିଲ୍ଲୀ,୨୮।୮: ଭାରତୀୟ ମହାକାଶ ଗବେଷଣା ଏଜେନ୍ସି (ଆଇଏସଆରଓ) ଗଠନରେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ନେହେରୁଙ୍କ ଅବଦାନକୁ ହଜମ କରିବାରୁ ନ ଥିବା ଭାଜପାକୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ଏମ୍‌ପି ତଥା ଦଳର ସାଧାରଣ ସମ୍ପାଦକ ଜୟରାମ ରମେଶ। ଜୟରାମ ରମେଶ କହିଛନ୍ତି ଯେ, ପଣ୍ଡିତ ନେହେରୁ କେବଳ ବଡ଼ ବଡ଼ କଥା କହିନାହାଁନ୍ତି, ନିଷ୍ପତ୍ତି ମଧ୍ୟ ନେଇଛନ୍ତି।
ଚନ୍ଦ୍ରଯାନ-୩ର ଚନ୍ଦ୍ରରେ ଐତିହାସିକ ଅବତରଣ ପରେ ଭାରତର ମହାକାଶ କାର୍ଯ୍ୟକ୍ରମକୁ ନେଇ ଶାସକ ଭାଜପା ଏବଂ ବିରୋଧୀ କଂଗ୍ରେସ ମଧ୍ୟରେ ବାକ୍‌ଯୁଦ୍ଧ ଚାଲିଛି। ଏଥିପାଇଁ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଉଦ୍ୟମକୁ କଂଗ୍ରେସ ଶ୍ରେୟ ଦେଉଥିବାବେଳେ ଶାସକ ଭାଜପା କହିଛି ଯେ, ୨୦୧୪ ପରେ ଏହି କ୍ଷେତ୍ରରେ ଏକ ବଡ ଅଗ୍ରଗତି ହୋଇଛି। ସେପଟେ ଜୟରାମ ରମେଶ ଭାଜପାକୁ ପୁଣି ଟାର୍ଗେଟ୍‌ କରିଛନ୍ତି।
ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ (ପୂର୍ବରୁ ଟୁଇଟର୍‌)ରେ ଜୟରାମ ରମେଶ ଲେଖିଥିଲେ, ନେହେରୁ ବୈଜ୍ଞାନିକ ଆଭିମୁଖ୍ୟକୁ ପ୍ରୋତ୍ସାହିତ କରୁଥିଲେ। ଯେଉଁମାନେ ଇସ୍ରୋ ନିର୍ମାଣରେ ତାଙ୍କର ଅବଦାନ ହଜମ କରିବାରେ ଅସମର୍ଥ, ସେମାନେ ଟିଆଇଏଫ୍‌ଆର୍‌ (ଟାଟା ଇନଷ୍ଟିଚ୍ୟୁଟ ଅଫ ଫଣ୍ଡାମେଣ୍ଟାଲ ରିସର୍ଚ୍ଚ)ର ଶିଳାନ୍ୟାସ ଦିନର ତାଙ୍କ ଭାଷଣ ଶୁଣନ୍ତୁ। ସେ କେବଳ ବଡ଼ କଥା କହି ନ ଥିଲେ ବରଂ ବଡ଼ ନିଷ୍ପତ୍ତି ନେଇଥିଲେ। ଏହା ସହିତ ସେ ଭାଷଣ ମଧ୍ୟ ଶେୟାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

New Year Party ସମୟରେ ରୁହନ୍ତୁ ସାବଧାନ, ନଚେତ୍‌ ହୋଇପାରେ ଜେଲ

ନୂଆଦିଲ୍ଲୀ,୨୭।୧୨: ନୂଆ ବର୍ଷ ଆସିବ ବୋଲି ଏବେଠାରୁ ଦିନ ଗଣା ଆରମ୍ଭ ହେଲାଣି ଏବଂ ଲୋକମାନେ ମଧ୍ୟ ପାର୍ଟି ପାଇଁ ପ୍ରସ୍ତୁତ ହେଉଛନ୍ତି। ନୂଆ ବର୍ଷରେ,...

୨୬/୧୧ ଆକ୍ରମଣର ଅଭିଯୁକ୍ତ ଆତଙ୍କବାଦୀ ଅବଦୁଲ ରହମାନ ମକ୍କି ମୃତ

ନୂଆଦିଲ୍ଲୀ,୨୭।୧୨: ୨୬/୧୧ ମୁମ୍ବାଇ ଆକ୍ରମଣର ଅଭିଯୁକ୍ତ ତଥା ଲଶ୍କର-ଏ-ତୋଇବା ଆତଙ୍କବାଦୀ ସଂଗଠନର ଡେପୁଟି ଚିଫ ଅବଦୁଲ ରେହମାନ ମକ୍କିଙ୍କର ହୃଦଘାତ ଯୋଗୁଁ ମୃତ୍ୟୁ ଘଟିଛି। ମକ୍କି...

କାହିଁକି ଅର୍ଦ୍ଧନଗ୍ନ ହେଲେ ଭାଜପା ନେତା, ହଠାତ୍‌ ଶରୀରକୁ କଲେ ପ୍ରହାର

ଚେନ୍ନାଇ,୨୭।୧୨: ତାମିଲନାଡୁର ଆନ୍ନା ବିଶ୍ୱବିଦ୍ୟାଳୟର ଜଣେ ଛାତ୍ରଙ୍କୁ ଯୌନ ନିର୍ଯ୍ୟାତନା ଅଭିଯୋଗ ତୀବ୍ର ହେବାରେ ଲାଗିଛି। ଏହି ଘଟଣା ରାଜ୍ୟ ରାଜନୀତିରେ ଉତ୍ତେଜନା ସୃଷ୍ଟି କରିଛି।...

ଆଜି ହେବନି ମନମୋହନଙ୍କ ଅନ୍ତିମ ସଂସ୍କାର, ଜାଣନ୍ତୁ ଏହାର ଅସଲ କାରଣ

ନୂଆଦିଲ୍ଲୀ,୨୭।୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଦେହାନ୍ତ ହୋଇଛି। ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂ ଗୁରୁବାର ଦିଲ୍ଲୀ ଏକ୍ସରେ ଶେଷ ନିଶ୍ୱାସ ତ୍ୟାଗ...

ପ୍ରଥମ ଦେଖାରେ ପ୍ରେମରେ ପଡ଼ିଯାଇଥିଲେ ମନମୋହନ:ଏମିତି ଥିଲା ପ୍ରେମସମ୍ପର୍କ

ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂ ଶେନିଃଶ୍ୱାସ ତ୍ୟାଗ କରିଛନ୍ତି। ୯୨ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ମନମୋହନ ସିଂଙ୍କ ଭାବମୂର୍ତ୍ତି ଜଣେ...

କେତେ ସମ୍ପତ୍ତିର ମାଲିକ ଥିଲେ ମନମୋହନ, ସତ ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୭।୧୨: ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଡ. ମନମୋହନ ସିଂଙ୍କର ଗତକାଲି ଅର୍ଥାତ ଗୁରୁବାର ରାତିରେ ଦେହାନ୍ତ ହୋଇଛି। ତାଙ୍କୁ ୯୨ବର୍ଷ...

ମନମୋହନଙ୍କ ଓଡ଼ିଶା ସହ ଥିଲା ଗଭୀର ସମ୍ପର୍କ:ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୭।୧୨: ଭାରତୀୟ ଇତିହାସ କଡ଼ ମୋଡ଼ୁଥିବାବେଳେ କ୍ୱଚିତ୍‌ ବ୍ୟକ୍ତିବିଶେଷ ଏହାର ସାକ୍ଷୀ ପାଲଟିଥିଲେ। ସେମାନଙ୍କ ମଧ୍ୟରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂ ଅନ୍ୟତମ। ବିଭାଜନ...

ମନମୋହନ ସିଂଙ୍କ ଅନ୍ତିମ ଦର୍ଶନ ପାଇଁ ପହଞ୍ଚିଲେ ମୋଦି-ଶାହା

ନୂଆଦିଲ୍ଲୀ,୨୭।୧୨: ନୂଆଦିଲ୍ଲୀସ୍ଥିତ ଏମ୍ସରେ ଗୁରୁବାର ରାତିରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ପରଲୋକ ହୋଇଛି। ବୟସାଧିକ କାରଣରୁ ଅସୁସ୍ଥ ଥିବା ୯୨ ବର୍ଷୀୟ ମନମୋହନ ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri