Posted inଫୁରସତ

ନେପାଳ ଭୂକମ୍ପ: ସତ ହେଲା ଭବିଷ୍ୟବାଣୀ, ୨୦୨୫ରେ ଆଗକୁ ମାଡିଆସୁଛି ଆହୁରି…

ନୂଆଦିଲ୍ଲୀ,୭।୧: ନେପାଳର ସୀମା ନିକଟ ତିବ୍ଦତର ଶିଗାଟେରେ ଆଜି ସକାଳୁ ସକାଳୁ ବଡ଼ ଧରଣୀ ଭୂକମ୍ପ ହୋଇଛି। ଯାହାକୁ ନେଇ ଆଖପାଖ ଅନେକ ଦେଶମାନେ ଭୟଭୀତ ହୋଇପଡିଛନ୍ତି। ଏଥି ସହିତ, ଏହି ଭୂକମ୍ପ ଯୋଗୁଁ ତିବ୍ଦତ, ନେପାଳ ଏବଂ ଭାରତର ଦିଲ୍ଲୀ-ଏନସିଆର, ବିହାର ଏବଂ ପଶ୍ଚିମବଙ୍ଗର ଅନେକ ଅଞ୍ଚଳ, ଚାଇନାର ଅନେକ ଅଞ୍ଚଳରେ କମ୍ପନ ଅନୁଭୂତ ହୋଇଛି।

ରିକ୍ଟର ସ୍କେଲର ପ୍ରଥମ କମ୍ପନର ତୀବ୍ରତା ୭.୧ ରେ ମାପ କରାଯାଇଥିଲା, ଯାହା ସକାଳ ୬ଟା ୩୫ରେରେ ଘଟିଥିଲା, ସେହି ସମୟରେ ଏହି ଭୂକମ୍ପରେ ବହୁ ସଂଖ୍ୟାରେ ମୃତ୍ୟୁ ହୋଇଛି। ତେବେ ଜାଣି ତାଜୁବ ହେବେ ଯେ, ୨୦୨୫ ପାଇଁ ନାଷ୍ଟ୍ରେଦମସ ଏହି ଭୟଙ୍କର ଭବିଷ୍ୟବାଣୀ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିନା କିଛି ଗ୍ୟାରେଣ୍ଟିରେ ଆଧାରକାର୍ଡ ମାଧ୍ୟମରେ କରିପାରିବେ ଋଣ, ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୮।୧: ଆଧାରକାର୍ଡ ମାଧ୍ୟମରେ ଋଣ ପାଇପାରିବେ। ଯଦି ଆପଣ ଏହାକୁ ବିଶ୍ୱାସ କରୁନାହାଁନ୍ତି, ତେବେ ଆମେ ଆପଣଙ୍କୁ କହୁଛୁ କି ଏହା ସମ୍ପୂର୍ଣ୍ଣ ସତ ଅଟେ।...

୫୬ ଲକ୍ଷରେ ନିଲାମ ହେଲା ଭାରତର ଐତିହାସିକ ‘ହଜ୍‌ ନୋଟ୍‌’

ଲଣ୍ଡନ: ନିକଟରେ ଲଣ୍ଡନରେ ଆୟୋଜିତ ଏକ ନିଲାମ ସମାରୋହରେ ଭାରତର ଐତିହାସିକ ‘ହଜ୍‌ ନୋଟ’ ୫୬,୪୯,୬୫୦ ଟଙ୍କାରେ ବିକ୍ରି ହୋଇଛି। ୧୯୫୦ ଦଶକରେ ଭାରତୀୟ ରିଜର୍ଭ...

ସମୁଦ୍ରରେ ୧୫୦ କି.ମି. ପହଁରି ରେକର୍ଡ

ବିଶାଖାପାଟଣା: ବଙ୍ଗୋପସାଗରରେ ମାତ୍ର ୫ ଦିନ ମଧ୍ୟରେ ୧୫୦ କି.ମି ଦୂରତା ପହଁରି ଆନ୍ଧ୍ରପ୍ରଦେଶର ସନ୍ତରଣକାରୀ ଗୋଲି ଶ୍ୟାମଲା(୫୨) ଇତିହାସ ରଚିଛନ୍ତି। ପ୍ରଥମ ଏସୀୟ ମହିଳା ଭାବେ...

ଅରୁଣସ୍ତମ୍ଭ ଚାରିପଟେ ୮ ଘୋଡ଼ା ଗତିଶୀଳ ମୁଦ୍ରାରେ ରହିଥିଲେ

ଆମେ ଗତ ସଂଖ୍ୟାରେ ଆଲୋଚନା କରିଥିଲେ ରାଜ୍ୟ ପ୍ରଶାସନ କୋଣାର୍କଠାରେ ମନ୍ଦିର ନିର୍ମାଣ କାର୍ଯ୍ୟରେ ମଗ୍ନଥିବା ଶିଳ୍ପୀଙ୍କ ପ୍ରତି କେତେ ସତର୍କ ଥିଲେ। ଦୋଳ ଉତ୍ସବ...

୬୬ ବର୍ଷ ପୂର୍ବରୁ ପୃଥିବୀରେ ଅଛି HMPV Virus, ଅଣଦେଖା କରିବାରୁ ନେଉଛି ପ୍ରତିଶୋଧ! ଜାଣନ୍ତୁ ଏହା କେତେ ଭୟଙ୍କର

ବେଜିଂ/ନୂଆଦିଲ୍ଲୀ,୬।୧: ବିଶ୍ୱରେ ଅନେକ ପ୍ରକାରର ଭାଇରସ ଅଛନ୍ତି, ସେଥିମଧ୍ୟରୁ କେତେକ ବିପଜ୍ଜନକ ହୋଇଥିବାବେଳେ କେତେକ କମ କ୍ଷତିକାରକ। ଏହି ଜୀବାଣୁ ଉପରେ ଅଧ୍ୟୟନ କରିବା ପରେ...

ମଣିଷ ଶରୀରର ମାଂସ ଖାଇବା ସହ ଖପୁରୀରେ…ଅଘୋରୀମାନେ ଏମିତି କରନ୍ତି ଲୋମଟାଙ୍କୁରା ସାଧନା

ଆଘୋରୀ… ସାଧୁମାନଙ୍କର ଏକ ସମ୍ପ୍ରଦାୟ ଯାହାଙ୍କୁ ନେଇ ସମସ୍ତଙ୍କଠାରେ କୌତୁହଳ ରହିଛି। ସେମାନଙ୍କ ଦୁନିଆ ରହସ୍ୟପୂର୍ଣ୍ଣ ବୋଲି କୁହାଯାଏ। ଅଘୋରୀମାନେ ଶ୍ମଶାନରେ ରହିବା ସହ ସେଠାରେ...

କେଶ ଝଡ଼େ, ହେଲେ ନିଶ ଦାଢ଼ି ଝଡ଼େନା କାହିଁକି? ଜାଣନ୍ତୁ…

କେଶ ଝଡ଼ିବା ଏବେ ଏକ ସାଧାରଣ ସମସ୍ୟା ପାଲଟି ଗଲାଣି। ଯାହାକୁ ଦେଖିବ ସେ ଏହି ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ହେଲେ କେବେ ଭାବିଛନ୍ତି କି...

ଦୃଷ୍ଟିବାଧିତଙ୍କ ସୃଜନଶୀଳତା ପାଇଁ ବ୍ରେଲି

ମନର କଥା ଏବଂ ସୃଜନଶୀଳତାର ପରିପ୍ରକାଶ ପାଇଁ ସଭିଙ୍କ ମନରେ ଥାଏ ବହୁ ଉତ୍କଣ୍ଠା। ମାତ୍ର ଦୃଷ୍ଟିବାଧିତଙ୍କ ଭଳି କେତେକଙ୍କ ପକ୍ଷରେ ଅକ୍ଷର ଚିହ୍ନିବା, ପଢ଼ିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri