ରୋମାଞ୍ଚକର ହେଲା ନେପାଳ ରାଷ୍ଟ୍ରପତି ନିର୍ବାଚନ, ଶେଷ ଦିନରେ ଦାଖଲ ହେଲା ୨ ପ୍ରାର୍ଥିପତ୍ର

କାଠମାଣ୍ଡୁ,୨୬ ।୩: ନେପାଳରେ ଆସନ୍ତା ମାସ ଅର୍ଥାତ୍ ମାର୍ଚ୍ଚ ୯ରେ ହେବାକୁ ଯାଉଥିବା ରାଷ୍ଟ୍ରପତି ନିର୍ବାଚନ ରୋମାଞ୍ଚକର ହୋଇଛି । ଶନିବାର ପ୍ରାର୍ଥିପତ୍ର ଦାଖଲର ଶେଷ ଦିନରେ ୨ ପ୍ରାର୍ଥୀ ରାଷ୍ଟ୍ରପତି ପଦ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ନେପାଳର ପ୍ରତିନିଧି ସଭା(ସଂସଦ)ର ପୂର୍ବତନ ଅଧ୍ୟକ୍ଷ ସୁଭାଷ ଚନ୍ଦ୍ର ନେମ୍ବୱାଂଗ ଶନିବାର ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ଏହାର ପୂର୍ବ ଦିନରୁ ରାମ ଚନ୍ଦ୍ର ପୌଡେଲ ମଧ୍ୟ ରାଷ୍ଟ୍ରପତି ପଦ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ପୌଡେଲ ନେପାଳି ସଂସଦର ଅଧ୍ୟକ୍ଷ ରହିସାରିଛନ୍ତି ।
ପ୍ରାର୍ଥିପତ୍ର ଦାଖଲ ସମୟରେ ଦୁଇ ନେତା ସେମାନଙ୍କ ଶକ୍ତି ପ୍ରଦର୍ଶନ କରିଛନ୍ତି । ଉଭୟ ନେତା ସେମାନଙ୍କ ସମର୍ଥକ ଦଳର ନେତାଙ୍କ ସହ ସଂସଦ ପହଞ୍ଚି ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀରେ ପ୍ରଧାନମନ୍ତ୍ରୀଙ୍କ ବଡ଼ ଭେଟି: ପମ୍ବନ ସେତୁ ଉଦ୍‌ଘାଟନ କରି କହିଲେ ଦେଶବାସୀଙ୍କ ପାଇଁ ଏହା…

ନୂଆଦିଲ୍ଲୀ,୬ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଅର୍ଥାତ୍‌ ରାମନବମୀର ଅବସରରେ ତାମିଲନାଡୁର ରାମେଶ୍ୱରମରେ ଐତିହାସିକ ନୂତନ ପାମ୍ବନ ସେତୁ ଉଦ୍‌ଘାଟନ କରିଛନ୍ତି। ଏହି ସେତୁ ହେଉଛି...

‘ନବୀନ ଏବେ ବି ଗୃହବନ୍ଦୀ’

ଭୁବନେଶ୍ୱର,୬।୪: କେନ୍ଦ୍ର ସରକାରଙ୍କ ପକ୍ଷରୁ ସଂସଦରେ ଆଗତ ହୋଇଥିବା ଓ୍ବକଫ୍‌ ବିଲ୍‌କୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏହି ବିଲ୍‌କୁ ବିଜେଡି ସମର୍ଥନ ଦେବ...

ଥାର୍ଡ AC ଟିକେଟରେ ଫାଷ୍ଟ ACରେ କରନ୍ତୁ ଯାତ୍ରା! ରେଳବାଇର ଏହି ନିୟମ ଜାଣିନେଲେ ହେବେ ଉପକୃତ…

ନୂଆଦିଲ୍ଲୀ,୬।୪: ପ୍ରତିଦିନ ଭାରତରେ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ଅଧିକାଂଶ ଯାତ୍ରୀ ଏସି କିମ୍ବା ସ୍ଲିପର କୋଚରେ ଟିକେଟ ବୁକ୍‌ କରି ଯାତ୍ରା...

ଅଫିସ ନା ଜେଲ୍‌? ଏଠାରେ କର୍ମଚାରୀଙ୍କୁ ମିଳିଥାଏ ଏମିତି ଦଣ୍ଡ, ଜାଣିଲେ…

ଯେକୌଣସି କମ୍ପାନୀରେ କାମ କରିବା ପାଇଁ କର୍ମଚାରୀଙ୍କୁ ଏପରି ଏକ ପରିବେଶ ଆବଶ୍ୟକ, ଯେଉଁଥିରେ କର୍ମଚାରୀ ତାଙ୍କ କାର୍ଯ୍ୟକୁ ସକାରାତ୍ମକ ଶକ୍ତି ସହିତ ଶେଷ କରିପାରିବେ।...

ଜୟ ଶ୍ରୀରାମ ଧ୍ୱନିରେ କମ୍ପିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୬ା୪(ଅରୁଣ ସାହୁ): ଦାରିଙ୍ଗବାଡ଼ିରେ ରବିବାର ଶ୍ରୀରାମ ନବମୀ ପାଳିତ ହୋଇଯାଇଛି। ଏହି ଅବସରରେ ଶିବମନ୍ଦିର ପ୍ରାଙ୍ଗଣରେ ଏକତ୍ରିତ ହୋଇ ପ୍ରଥମେ ପୂଜାର୍ଚ୍ଚନା ସହ ସାମୁହିକ ହନୁମାନ...

US Deportation Video: ପ୍ରବାସୀଙ୍କ ନିର୍ବାସନକୁ ମଜା ଉଡାଇଲା ହ୍ବାଇଟ୍‌ ହାଉସ! ଭିଡିଓକୁ ନେଇ ନୂଆ ବିବାଦ

ଓ୍ବାଶିଂଟନ,୬।୪: ହ୍ବାଇଟ ହାଉସ ଦ୍ୱାରା ଏହାର ଅଫିସିଆଲ X ଆକାଉଣ୍ଟରେ ପୋଷ୍ଟ କରାଯାଇଥିବା ଏକ ଭିଡିଓକୁ ନେଇ ବିବାଦ ସୃଷ୍ଟି ହୋଇଛି। ସମାଲୋଚକମାନେ ଟ୍ରମ୍ପ ପ୍ରଶାସନ...

ଭୂପିନ୍ଦରଙ୍କ ବିସ୍ଫୋରକ ବୟାନ: ବର୍ତ୍ତମାନ କାଳବୈଶାଖୀ ଚାଲିଛି, ପବନ ବେଗ ଅଧିକ ଅଛି, କାହିଁକି କହିଲେ ଏମିତି…

ଭୁବନେଶ୍ୱର,୬ା୪: ବିଜେଡିର ବରିଷ୍ଠ ନେତା ଭୂପିନ୍ଦର ସିଂ ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଯାହାକୁ ନେଇ ଏବେ ଖୁବ୍‌ ଚର୍ଚ୍ଚା। ଓକ୍‌ଫ ବିଲ୍‌କୁ ବିଜେଡି ଏମ୍‌ପି...

8th Pay Commission: ୨୦୨୬ ଜାନୁଆରୀ ପହିଲାରୁ ଅବସର ନେଉଥିବା କର୍ମଚାରୀଙ୍କୁ ମିଳିବ କି ନାହିଁ ୮ମ ବେତନ କମିଶନର ଲାଭ? ଜାଣନ୍ତୁ…

ନୂଆଦିଲ୍ଲୀ,୬।୪: ଅଷ୍ଟମ ବେତନ କମିଶନ ଲାଗୁ କରିବା ପାଇଁ ପ୍ରସ୍ତୁତି ଚାଲିଛି। ଏହା ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଚିନ୍ତା ବଢ଼ିପାରେ। କାରଣ କର୍ମଚାରୀମାନଙ୍କ ମନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image