କେବେବି ପିଅନ୍ତୁ ନାହିଁ ଥଣ୍ଡା ପାଣି

ଏବେ ତ ଗ୍ରୀଷ୍ମଋତୁ। ଲସି, ସର୍ବତ ବ୍ୟତୀତ ଥଣ୍ଡା ପାଣିର ଚାହିଦା କିଛି କମ ନୁହେଁ। କେତେକେ ଅତ୍ୟଧିକ ଥଣ୍ଡା ପାଣି ପିଇବାକୁ ପସନ୍ଦ କରିଥାଆନ୍ତି। ହେଲେ ଏହା ଅଭ୍ୟାସରେ ପରିଣତ ହୋଇଗଲେ ତାହା ଶରୀର ପାଇଁ କ୍ଷତିକାରକ ସାବ୍ୟସ୍ତ ହୋଇଥାଏ। ସାଧାରଣତଃ ଆମ ଶରୀରର ତାପମାତ୍ରା ୩୭ ଡିଗ୍ରୀ ସେଲ୍ସିୟସ ରହିଥାଏ। ତେଣୁ ଆମେ ପିଉଥିବା ପାଣିର ତାପମାତ୍ରା ୨୦-୨୨ ଡିଗ୍ରୀ ସେଲ୍ସିୟସ ରହିବା ଆବଶ୍ୟକ। ସବୁବେଳେ ଅତ୍ୟଧିକ ଥଣ୍ଡା ପାଣି ପିଇଲେ ତାହା ଖରାପ ପ୍ରଭାବ ଶରୀର ଉପରେ ପଡ଼ିଥାଏ। ପ୍ରଥମ କଥା ହେଲା ଏହା ରୋଗ ପ୍ରତିରୋଧକ ଶକ୍ତିକୁ କମାଇଦିଏ। କେବଳ ସେତିକି ନୁହେଁ, ଏହାର ସିଧାସଳଖ ପ୍ରଭାବ ପାଚନ କ୍ରିୟା ଉପରେ ପଡ଼ିଥାଏ। ଅତ୍ୟଧିକ ଥଣ୍ଡା ପାଣି ପିଇଲେ ତାହାକୁ ଢୋକିବାକୁ କିଛି ସମୟ ଲାଗିଥାଏ। କାରଣ ଏହି ପାଣିର ତାପମାତ୍ରା ଅଳ୍ପ ପରିମାଣରେ ସାମାନ୍ୟ ହେବା ପରେ ତାହା ଗଳାରୁ ଖସିଥାଏ। ଏହାଦ୍ୱାରା ଟନ୍ସିଲଜନିତ ସମସ୍ୟା ଦେଖାଯିବା ଆଶଙ୍କା ଅଧିକ ଥାଏ। ସବୁବେଳେ ଅତ୍ୟଧିକ ଥଣ୍ଡା ପାଣି ପିଇବା ଦ୍ୱାରା ପେଟର ଅନ୍ତଳନୀ ସଙ୍କୁଚିତ ହୋଇଯାଇଥାଏ, ଯାହାଦ୍ୱାରା କଫଜନିତ ସମସ୍ୟା ଦେଖାଯାଏ। ଅତ୍ୟଧିକ ଥଣ୍ଡାପାଣି ପିଇବା ଅଭ୍ୟାସରେ ପରିଣତ ହେଲେ ତାହା ହୃଦଜନିତ ସମସ୍ୟା ସୃଷ୍ଟି କରିବା ଆଶଙ୍କା ଥାଏ ବୋଲି ଆମେରିକୀୟ ହୃଦରୋଗ ବିଶେଷଜ୍ଞମାନେ ଏକ ସଦ୍ୟତମ ଗବେଷଣାରୁ ଜାଣିପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏକା ବେଳକେ ଆଖି ବୁଜିଲେ ଦୁଇଦୁଇ ଜଣ  ଯୁବକ: ପୋଲିସର ତନାଘନା

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ ବଡବୋରସିଙ୍ଗିର ଦୀପକ ଭୋଳଙ୍କ ମୃତଦେହ ରବିବାର ଏକ କାଜୁ ବଗିଚାରୁ ଜବତ ହୋଇଥିଲା । ସେହିଭଳି...

ଭାଜପା ବିଜେଡିକୁ ଟାର୍ଗେଟ କଲେ ସୋଫିଆ, ଖୋଲିଦେଲେ ରାଜ୍ୟ ବିକାଶ ନ ହେବାର ବଡ଼ କାରଣ 

ଭୁବନେଶ୍ୱର,୭।୪ : କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦୋସ ଭାଜପା ବିଜେଡିକୁ ଟାର୍ଗେଟ   କରିଛନ୍ତି।  ସେ କହିଛନ୍ତି, ମହିଳାଙ୍କୁ ସବୁବେଳେ ଭୋଟ ବ୍ୟାଙ୍କ ହିସାବରେ ଦେଖାଯାଉଛି। ଭୋଟ...

ଅକାଳରେ ଚାଲିଗଲା ୨ ଜୀବନ: ପୋଲିସ ତଦନ୍ତ ଜାରି

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ ବଡବୋରସିଙ୍ଗିର ଦୀପକ ଭୋଳଙ୍କ ମୃତଦେହ ରବିବାର ଏକ କାଜୁ ବଗିଚାରୁ ମିଳିଥିଲା। ସେହିଭଳି ତାରସିଂ ଥାନା...

ନବୀନ ନିବାସରେ ଶୁଭିଲା ପାଣ୍ଡିଆନ ଗୋ ବ୍ୟାକ ନାରା: ଗର୍ଜିଲେ ମୁନ୍ନାଙ୍କ ସମର୍ଥକ

ଭୁବନେଶ୍ୱର,୭।୪: ୱକ୍‌ଫ ବିଲ ଭୋଟିଂକୁ ନେଇ ବିଜେଡିରେ ଲାଗି ରହିଛି ତୁମ୍ବିତୋଫାନ । ବିଜେଡି ରାଜ୍ୟ ସଭା ସଦସ୍ୟ ମୁନ୍ନା ଖାନ ଦିଲ୍ଲୀରୁ ଭୁବନେଶ୍ୱରରେ ପହଞ୍ଚିବା...

‘ଆମ ସଂସ୍କୃତି,ଆମ ଖେଳନା’ କାର୍ଯ୍ୟକ୍ରମ ଅନୁଷ୍ଠିତ: କୃତି ଛାତ୍ରୀଛାତ୍ରଙ୍କୁ ପୁରସ୍କାର

ତୁମୁଡିବନ୍ଧ,୭।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଳକ ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆଜି ସମୋବାର ପୂର୍ବାହ୍ନରେ ଆମ ସଂସ୍କୃତି ଆମ ଖେଳନା...

କୋଦଳାରେ ଅଘଟଣ: ପୋଖରୀରେ ଚାଲିଗଲା ଜଣଙ୍କ ଜୀବନ

ବେଗୁନିଆପଡା,୭।୪(ସୁଶାନ୍ତ କୁମାର ପଟ୍ଟନାୟକ):ଗଞ୍ଜାମ କୋଦଳାରେ ଅଘଟଣ। ପାଣିରେ ବୁଡ଼ିଯାଇ ପ୍ରାଣ ହରାଇଲେ ଜଣେ ବ୍ୟକ୍ତି। ମୃତକ ଜଣକ ହେଲେ କୋଦଳା ବାଇଗଣୀଆ ସାହିର ୪୦ ବର୍ଷୀୟ...

ନାବାଳିକାଙ୍କୁ ଅପହରଣ କରି ବଳାତ୍କାର: ଅଭିଯୁକ୍ତଙ୍କୁ ୨ବର୍ଷ ଜେଲ

କେନ୍ଦୁଝର,୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟ ଟ୍ରାକ କୋର୍ଟ ବିଚାରପତି ବିଜୟ କୁମାର ମିଶ୍ର ସୋମବାର ଜଣେ ନାବାଳିକା ଅପହରଣ ଏବଂ ବଳାତ୍କାର ମାମଲାର ବିଚାର...

”ମୁଁ ଜୀବିତ ଥିବା ପର୍ଯ୍ୟନ୍ତ ନୁହେଁ”: ଶିକ୍ଷକମାନଙ୍କୁ ବହିଷ୍କାର କରିବା ନିର୍ଦ୍ଦେଶରେ ମମତା ବାନାର୍ଜୀଙ୍କ ବଡ ବୟାନ

ମୁମ୍ବାଇ,୭ା୪: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଦ୍ୱାରା ନିଯୁକ୍ତି ବାତିଲ ହୋଇଥିବା ‘ଯୋଗ୍ୟ’ ଶିକ୍ଷକଙ୍କ ଚାକିରି ସୁରକ୍ଷା ପାଇଁ ପ୍ରତିଜ୍ଞା କରି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image