କାର୍ଯ୍ୟରେ ଯୋଗଦେଲେ ନୂତନ ବିଇଓ

କୋକସରା,୨୮ା୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଗୋଷ୍ଠୀ ଶିକ୍ଷା ବିଭାଗରେ ଶୁକ୍ରବାର ନୂତନ ବିଇଓ ଭାବେ ମହେଶ କୁମାର ଭାଟି କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ପୂର୍ବରୁ ଥିବା ରଶ୍ମିତା ନେତମଙ୍କ ବଦଳି ପରେ ତାଙ୍କ ସ୍ଥାନରେ ମହେଶଙ୍କୁ ନିଯୁକ୍ତ କରାଯାଇଛି। ଏହି ଅବସରରେ ଗାଷ୍ଠି ଶିକ୍ଷା କାର୍ଯ୍ୟାଳୟ ପରିସରରେ ବିଭିନ୍ନ ଶିକ୍ଷକ ସଂଘର କର୍ମକର୍ତ୍ତା ଓ ବିଆର୍‌ସିସି ତୋଫାନ ମାଝୀ ଉପସ୍ଥିତ ରହି ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ନୂତନ ବିଇଓ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସହଯୋଗ କାମନା କରିଥିଲେ। ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ବ୍ଲକ ସଭାପତି ଭୁରିଶ୍ରବା ଜାଲ, ସମ୍ପାଦକ ସୁବାସ ଚନ୍ଦ୍ର ବାଗ, ଉପସଭାପତି ବୀର କିଶୋର ନାଗ, ଏକ୍ସ କ୍ୟାଡର ଶିକ୍ଷକ ସଂଘ ପକ୍ଷରୁ ଗଗନ ବିହାରୀ ପଟ୍ଟନାୟକ, ଦେବୀସିଂ ମାଝୀ, ଏନ୍‌ପିଏସ୍‌ ସଂଘ ପକ୍ଷରୁ ଚନ୍ଦ୍ର ମୋହନ ପୂଜାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ୪୬ ତମ ପ୍ରତିଷ୍ଠା ଦିବସ ଘରେ ଘରେ ପତାକା କାର୍ଯ୍ୟକ୍ରମ ଶୁଭାରମ୍ଭ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ): ଭାଜପା ର ୪୬ ତମ ପ୍ରତିଷ୍ଠା ଦିବସ ରବିବାର ଓ ସୋମବାର ଦୁଇଦିନ ପାଳିତ ହେବ। ଏହି ଅବସରରେ ସମସ୍ତଙ୍କ ଘରେ ପତାକା...

‘ସେ ଗୋଟିଏ ପାଗଳ’…ବଡ଼ ଆନ୍ଦୋଳନ, ଟ୍ରମ୍ପଙ୍କ ବିରୋଧରେ ରାଜରାସ୍ତାକୁ ଓହ୍ଲାଇଲେ ହଜାର ହଜାର ଲୋକ

ନୂଆଦିଲ୍ଲୀ,୬।୪: ଆମେରିକାରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କର ପ୍ରମୁଖ ଉପଦେଷ୍ଟା ତଥା ବିଲିୟନେୟାର ଏଲନ ମସ୍କଙ୍କ ବିରୋଧରେ ହଜାର ହଜାର ଲୋକ ରାସ୍ତାକୁ ଓହ୍ଲାଇଛନ୍ତି।...

ମା’ ତାରାତାରିଣୀଙ୍କ ଦର୍ଶନ କଲେ ହାଇକୋର୍ଟ ମୁଖ୍ୟ ବିଚାରପତି

ଛତ୍ରପୁର/ପୁରୁଷୋତ୍ତମପୁର,୬।୪(ସନ୍ତୋଷ ପାଢ଼ୀ/ସିମାଞ୍ଚଳ ମିଶ୍ର): ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିରକୁ ଆସି ମାଙ୍କ...

ଉଠିଲା ବେଳକୁ ଅଗଣାରେ ଭାଲୁ, ପରେ ଯୁବକଙ୍କୁ ଯାହା କଲା…

ପାଟଣା,୬।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସ୍ବାମ ପୁରୁଣା ମୁଣ୍ଡା ସାହିକୁ ରବିବାର ସକାଳୁ ଏକ ବଣୁଆ ଭାଲୁ ପଶି ଆସିଥିଲା। ପରେ...

ଟ୍ରମ୍ପଙ୍କ ଟାରିଫ୍‌, ମୋଦିଙ୍କ Make in Indiaକୁ ଜୋରଦାର୍‌ ଝଟ୍‌କା!

ନୂଆଦିଲ୍ଲୀ,୬।୪:ଏପ୍ରିଲ ୨ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ସମେତ ବିଶ୍ୱର ଅନେକ ଦେଶ ଉପରେ ପାରସ୍ପରିକ ଶୁଳ୍କ ଘୋଷଣା କରିଛନ୍ତି। ଯାହା ପରେ ସାରା...

ଅନୁଗୋଳରେ ଏନକାଉଣ୍ଟର, କୁଖ୍ୟାତ ଅପରାଧି କ୍ଷୀରୋଦ ନାୟକ ଗୁରୁତର 

ଅନୁଗୋଳ ଅଫିସ,୬।୪(ମାନସ ବିଶ୍ୱାଳ): ଅନୁଗୋଳ ଟାଉନ ଥାନା ଅନ୍ତର୍ଗତ କୁରୁଡ଼ୋଲ ହନୁମାନ ବାଟିକା ନିକଟ ଆମ୍ବ ବଗିଚା ଠାରେ ଶନିବାର ବିଳମ୍ବତ ରାତିରେ ଏନକାଉଣ୍ଟର ହୋଇଛି।...

୫୬ ହଜାରକୁ ଖସିପାରେ ସୁନା ଦର

ନୂଆଦିଲ୍ଲୀ,୬।୪: ସୁନା ଦର ଏବେ ସର୍ବୋଚ୍ଚ ସ୍ତରରେ ପହଞ୍ଚତ୍ଥିବାବେଳେ ଆଗାମୀ ବର୍ଷରେ ଏହା ସମ୍ଭବତଃ ୩୮%ହ୍ରାସ ପାଇ ୫୬,୦୦୦ ଟଙ୍କାକୁ ଖସିପାରେ ବୋଲି ବିଶେଷଜ୍ଞମାନେ ପୂର୍ବାନୁମାନ...

ମିଳିତ ଉଦ୍ୟମ ହେଲେ ଆଗକୁ ଯାଇପାରିବା: କନକବର୍ଦ୍ଧନ

ଭୁବନେଶ୍ୱର,୬ା୪ (ଅନୁରାଧା ମହାରଣା):ରାଜ୍ୟରେ ଶିଳ୍ପ ତଥା ଔଦ୍ୟୋଗିକ ସମ୍ଭାବନାର ସୁଯୋଗ ରହିଛି। ମିଳିତ ଉଦ୍ୟମ ହେଲେ ଆମେ ଆଗକୁ ଯାଇପାରିବା ବୋଲି ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image