ଏସ୍‌ବିଆଇର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨୨।୫: ଭାରତୀୟ ଷ୍ଟେଟ ବ୍ୟାଙ୍କ(ଏସ୍‌ବିଆଇ)ର ନୂତନ ଶାଖା ନିକଟରେ ଖୋର୍ଦ୍ଧା ଜିଲା ନିକଟସ୍ଥ ବେଗୁନିଆ ବ୍ଲକ୍‌ର ଦେଉଳିଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଏସ୍‌ବିଆଇ ଭୁବନେଶ୍ବର ମଣ୍ଡଳର ମୁଖ୍ୟ ମହାପ୍ରବନ୍ଧକ ଦିନେଶ ପୃଥୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏସ୍‌ବିଆଇର ମହାପ୍ରବନ୍ଧକ ପୁନମ୍ବଲମ୍‌ ଏମ୍‌, ଉପମହାପ୍ରବନ୍ଧକ ପ୍ରଶାନ୍ତ କୁମାର, କ୍ଷେତ୍ରୀୟ ପ୍ରବନ୍ଧକ ନରେନ୍ଦ୍ର କୁମାର ଜେନାଙ୍କ ସମେତ ନୂତନ ଶାଖାର ଶାଖା ପରିଚାଳକ ଅଭିଷେକ ବେହେରା ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ଏସ୍‌ବିଆଇ ଭୁବନେଶ୍ୱର ମଣ୍ତଳର ୮୯୮ ତମ ଶାଖା ନିକଟରେ ଉଦ୍‌ଘାାଟିତ ହୋଇଯାଇଛି। ଏପରିକି ରାଜ୍ୟରେ ଏସ୍‌ବିଆଇର ପ୍ରାୟ ୨୮୨୪ ଏଟିଏମ୍‌, ୫୮୫ଟି ସ୍ବୟଂକ୍ରିୟ ନଗଦ ଜମା ଓ ଉଠାଣ ମେଶିନ ଏବଂ ୬୩୦୦ରୁ ଊର୍ଦ୍ଧ୍ୱ ଗ୍ରାହକ ସେବା କେନ୍ଦ୍ର ଦ୍ୱାରା ବ୍ୟାଙ୍କିଙ୍ଗ୍‌ ସେବା ରାଜ୍ୟର ଜନସାଧାରଣଙ୍କୁ ଯୋଗାଇ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

ରିଲାଏନ୍ସ ଜିଓର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୬।୧୦(ଅଭୟ ଦାଶ): ରିଲାଏନ୍ସ ଜିଓର ନୂତନ ଉତ୍ପାଦ ‘ଜିଓଭାରତ ଭି୩ ଏବଂ ଜିଓ ଭାରତ ଭି୪’ ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି ଏହି ୨ ନୂଆ...

ମାମାଆର୍ଥ ସହ ମିଶୋର ବୁଝାମଣା

ନୂଆଦିଲ୍ଲୀ,୧୬।୧୦: ଭାରତରେ ଦ୍ରୁତ ବୃଦ୍ଧି ପାଉଥିବା ପର୍ସନାଲ କେୟାର ବ୍ରାଣ୍ଡ୍‌ ମାମାଆର୍ଥ ଏବଂ ଇ-କର୍ମସ ପ୍ଲାଟ୍‌ଫର୍ମ ମିଶୋ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି।...

ଭାରତୀୟ ଡେଟା ସେଣ୍ଟରରେ ଭାରତର ଡେଟା ରହୁ: ଆକାଶ

ନୂଆଦିଲ୍ଲୀ,୧୬।୧୦: ଭାରତରେ ଡେଟା ସୃଷ୍ଟି ହେବାର ଆକାର ଏବଂ ଗତି ବେଶ୍‌ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଏପରିକି ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ସହିତ ଆହୁରି...

ସେପ୍ଟେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ହାର ୫.୪୯%

ଭୁବନେଶ୍ୱର,୧୫ା୧୦(ଅନୁରାଧା ମହାରଣା): ପନିପରିବା ମୂଲ୍ୟରେ ବ୍ୟାପକ ବୃଦ୍ଧି ହେତୁ ଖୁଚୁରା ମୁଦ୍ରାସ୍ଫୀତି ହାରରେ ତୀବ୍ର ବୃଦ୍ଧି ଘଟିଛି। ଗତ ୯ମାସ ମଧ୍ୟରେ ସର୍ବୋଚ୍ଚ ସ୍ତରରେ ଖୁଚୁରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri