ଭୁବନେଶ୍ୱରରେ ଟିଟିଏସ୍‌ର ନୂତନ ଶାଖା

ଭୁବନେଶ୍ୱର,୨୦।୮: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ବୈଷୟିକ ଶିକ୍ଷା ଏବଂ ବୃତ୍ତିଗତ ବିକାଶର ଅଗ୍ରଣୀ ସେବା ପ୍ରଦାନକାରୀ ‘ଟୋଟାଲ୍‌ ଟେକ୍ନୋଲୋଜି ସିଷ୍ଟମ’ (ଟିଟିଏସ)ର ନୂତନ ଶାଖା ଭୁବନେଶ୍ୱରର ଚନ୍ଦ୍ରଶେଖରପୁରଠାରେ ଉଦ୍‌ଘାଟିତ ହୋଇଯାଇଛି। ବିଶେଷ କରି ଉଚ୍ଚ-ବୈଷୟିକ ତାଲିମ ସୁବିଧା ପାଇଁ ଏହି ସେଣ୍ଟର ଆଜିର ଯୁବପିଢିଙ୍କୁ ବେଶ ସହାୟକ ହେବ। ଏପରିକି ସଫ୍ଟୱେର୍‌ ବିକାଶ, ଏଆଇ/ଏମଏଲ, କମ୍ପ୍ୟୁଟର ଭିଜନ, ଡାଟା ସାଇନ୍ସ, ଟେଷ୍ଟିଂ ଏବଂ ଅଟୋମେଶନ୍‌, ସାଇବର ସିକ୍ୟୁରିଟି, କ୍ଲାଉଡ୍‌ ଆଣ୍ଡ ଡିଭପ୍ସ ଓ ଅନ୍ୟାନ୍ୟ କ୍ଷେତ୍ରରେ ମଧ୍ୟ ଏହି ନୂତନ କେନ୍ଦ୍ର ଅତ୍ୟାଧୁନିକ ପାଠ୍ୟକ୍ରମ ପ୍ରଦାନ କରିବ। ଯାହା ଆଜିର ଛାତ୍ରଗୋଷ୍ଠୀଙ୍କୁ ଆଗକୁ ନେବାରେ ବେଶ ସହାୟକ ହେବ। ଏହି ପରିପ୍ରେକ୍ଷୀରେ ସୋମବାର ଆୟୋଜିତ ଉଦଘାଟନୀ ଉତ୍ସବରେ ଓଡିଶା ସରକାରଙ୍କ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏବଂ ପୂର୍ବତନ ଉତ୍ତର ଭୁବନେଶ୍ୱର ବିଧାୟକ ପ୍ରିୟଦର୍ଶୀ ମିଶ୍ର ଯୋଗ ଦେଇଥିଲାବେଳେ ଟୋଟାଲ୍‌ ଟେକ୍ନୋଲୋଜି ସିଷ୍ଟମର ପରିଚାଳନା ନିର୍ଦ୍ଦେଶକ ସୂର୍ଯ୍ୟକାନ୍ତ ବେହେରାଙ୍କ ସମେତ କମ୍ପାନୀର ସିଇଓ ଓ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏୟାରଟେଲ ୟୁଜର୍ସଙ୍କ ବଲ୍ଲେ ବଲ୍ଲେ, ଲଞ୍ଚ୍‌ ହେଲା ୩ଟି ଶସ୍ତା ପ୍ଲାନ୍‌, ମାସେ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୨୩।୯: ଏୟାରଟେଲ ଏହାର ପ୍ରିପେଡ ବ୍ୟବହାରକାରୀଙ୍କ ପାଇଁ ୩ ଟି ନୂଆ ଯୋଜନା ଆରମ୍ଭ କରିଛି । ସମସ୍ତ ତିନୋଟି ଯୋଜନା ହେଉଛି ଡାଟା ଭାଉଚର୍‌...

୫୦ କୋଟିର କାରବାର ଆକଳନ

ଭୁବନେଶ୍ୱର,୨୩।୯ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜୟପୁରର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ରଗ୍‌ ଉତ୍ସବ’ ନିକଟରେ ଆରମ୍ଭ ହୋଇଯାଇଛି। ଏପରିକି...

ଆଇଏସ୍‌ବି ପକ୍ଷରୁ ପିଜିପି ୱାଇଏଲ୍‌ର ଶୁଭାରମ୍ଭ

ଭୁବନେଶ୍ୱର,୨୩।୯: ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଅଗ୍ରଣୀ ମ୍ୟାନେଜମେଣ୍ଟ କଲେଜ ଇଣ୍ଡିଆନ ସ୍କୁଲ ଅଫ୍‌ ବିଜ୍‌ନେସ୍‌ ବା ଆଇଏସ୍‌ବିର ନୂତନ ପାଠ୍ୟକ୍ରମ ‘ପିଜିପି ୱାଇଏଲ୍‌’ର ଶୁଭାରମ୍ଭ...

୭% ହାରରେ ଭାରତୀୟ ଅର୍ଥନୀତି ଅଭିବୃଦ୍ଧି ଆଶା

ଭୁବନେଶ୍ୱର,୨୩।୯ (ଅନୁରାଧା ମହାରଣା): ଭାରତର ଅର୍ଥନୀତି ଉପରେ ସମଗ୍ର ବିଶ୍ୱର ନଜର ରହିଛି। ଗତ ୨୦୨୩-୨୪ ଆର୍ଥିକ ବର୍ଷରେ ଭାରତୀୟ ଅର୍ଥନୀତି ୮.୨ ପ୍ରତିଶତ ହାରରେ...

ପ୍ରଯୁକ୍ତି ସହାୟତାରେ ସଶକ୍ତୀକରଣ

ଭୁବନେଶ୍ୱର,୨୩।୯: ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ମସାଇ ସ୍କୁଲ ସମଗ୍ର ଭାରତ ବର୍ଷରେ ଏକ ନୂଆ ସମ୍ଭାବନା ସୃଷ୍ଟି କରିଛି। ଏପରିକି ଖୁବ୍‌ କମ୍‌ ଦିନ ମଧ୍ୟରେ...

ବୃହତ୍‌ ସଞ୍ଚୟ ଉପରେ ଆକର୍ଷଣୀୟ ରିହାତି

ନୂଆଦିଲ୍ଲୀ,୨୨।୯: ଇ କର୍ମସ ବଜାରରେ ସବୁଠାରୁ ବଡ଼ ପର୍ବ ଆମାଜନ୍‌ ଗ୍ରେଟ୍‌ ଇଣ୍ଡିଆନ ଫେଷ୍ଟିଭାଲ-୨୦୨୪ ସମ୍ପର୍କରେ ଘୋଷଣା କରାଯାଇଛି। ୨୦୨୪ ସେପ୍ଟେମ୍ବର ୨୭ରୁ ଏହି ମହାପର୍ବ...

ଅକ୍ଟୋବର ୨ରୁ ବୁଣାକାରଙ୍କ ମଜୁରି ବୃଦ୍ଧି

ନୂଆଦିଲ୍ଲୀ,୨୨।୯: ଭାରତ ସରକାରଙ୍କ ସୂକ୍ଷ୍ମ, ଲଘୁ ଏବଂ ମଧ୍ୟମ ଉଦ୍ୟୋଗ ମନ୍ତ୍ରଣାଳୟ ଅଧୀନ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗ (କେଭିଆଇସି)ର ଅଧ୍ୟକ୍ଷ ମନୋଜ କୁମାର ଚଳିତ...

ଅକ୍ଟୋବର ୨୭ରେ ‘ଲେକ୍‌ ସାଇଡ୍‌ ଗ୍ଲାମର’

ଭୁବନେଶ୍ୱର,୨୧।୯: (ଅଭୟ ଦାଶ): ସ୍ବସ୍ତି ଗ୍ରୁପ୍‌ର ପ୍ରମୁଖ ହୋଟେଲ ସ୍ବସ୍ତି ଚିଲିକା ରେସର୍ଟ ପକ୍ଷରୁ ଏକ ଦିନିକିଆ ଫ୍ୟାଶନ ଶୋ ୨୦୨୪ ଅକ୍ଟୋବର ୨୭ ରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri