ରିଲାଏନ୍ସ ରିଟେଲର ନୂତନ ଅଭିଯାନ

ଭୁବନେଶ୍ୱର,୧୬।୧: ଦେଶର ପ୍ରମୁଖ ଘରୋଇ କମ୍ପାନୀ ତଥା ରିଲାଏନ୍ସ ଗ୍ରୁପର ଅଗ୍ରଣୀ ସଂସ୍ଥା ରିଲାଏନ୍ସ ରିଟେଲର ନୂତନ ଅଭିଯାନ‘ ଭୁଲ ନା ଯାନା ପ୍ଲାଷ୍ଟିକ ବୋତଲ ଲୋଟାନା’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ରିଲାଏନ୍ସ ରିଟେଲ ଓ କୋକାକୋଲା ଇଣ୍ଡିଆର ମିଳିତ ସହଯୋଗରେ ଏକ ଅଭିନବ ପଦକ୍ଷେପ ପିଇଟି କଲେକ୍ସନ ଆଣ୍ଡ ରିସ୍ଲାଇକ୍ଲିଂ ଇନ୍‌ଟାଇଟେଭି ଆରମ୍ଭ ହୋଇଛି। ବିଶେଷକରି ରିଲାଏନ୍ସ ରିଟେଲର ସମସ୍ତ ଆଉଟଲେଟ ପରିସରରେ ଏକ ସ୍ବତନ୍ତ୍ର ରିଜର୍ଭ ଭେଣ୍ଡିଂ ମେଶିନ ସ୍ଥାପନ କରାଯାଇଛି। ଉକ୍ତ ମେଶିନ ଜରିଆରେ ୫ଲକ୍ଷ ପିଇଟି ବଟଲ୍‌ସ ୨୦୨୫ ସୁଦ୍ଧା ସଂଗ୍ରହ କରାଯିବ ବୋଲି ଉଭୟ ସଂସ୍ଥା ପକ୍ଷରୁ ଆକଳନ କରାଯାଇଛି। ଏ ସମ୍ପର୍କରେ ରିଲାଏନ୍ସ ରିଟେଲ ଲିମିଟେଡର ସିଇଓ (ଗ୍ରୋସେରି ରିଟେଲ) ଦାମୋଦର ମଲ କହିଛନ୍ତି, ଆମେ ପ୍ରତିଦିନ ବ୍ୟବହାର କରୁଥିବା ପ୍ଲାଷ୍ଟିକ ଉତ୍ପାଦଗୁଡିକୁ ଭେଣ୍ଡିଂ ମେଶିନ ଜରିଆରେ ସଂଗ୍ରହ କରାଯାଉଥିବା ବୋତଲଗୁଡିକ ରିସାଇକ୍ଲିଂ କରାଯିବ। ପ୍ରାଥମିକ ପର୍ଯ୍ୟାୟରେ ଏହି ଅଭିଯାନ ଆମର ଦିଲ୍ଲୀ ଓ ମୁମ୍ବାଇ ଠାରେ ଅବସ୍ଥିତ ୩୬ଟି ରିଲାଏନ୍ସ ରିଟେଲ ଜରିଆରେ ପିଇଟି ସଂଗ୍ରହ କରାଯିବ। ପରବର୍ତ୍ତୀ ସମୟରେ ଏହି ଅଭିଯାନ ଦେଶର ସମସ୍ତ ରିଲାଏନ୍ସ ଆଉଟଲେଟରେ ଆରମ୍ଭ କରାଯିବ ବୋଲି ମଲ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ଭଏସ କମାଣ୍ଡରେ ସ୍କ୍ରୋଲ କରିପାରିବେ Instagram ରିଲ୍ସ, ଜାଣନ୍ତୁ ନୂଆ ଫିଚର ବିଷୟରେ…

ଏଣିକି ଭଏସ କମାଣ୍ଡ ଦେଲେ Instagram ରିଲ ସ୍ବୟଂଚାଳିତ ଭାବରେ ସ୍କ୍ରୋଲ ହେବ। ଆପଣଙ୍କୁ ଡିସପ୍ଲେକୁ ଛୁଇଁବାକୁ ମଧ୍ୟ ପଡିବ ନାହିଁ। କେବଳ ଗୋଟିଏ ଭଏସରେ...

କମିଲା ରେଲଓ୍ବେର ଏହି ଷ୍ଟକ, ମାର୍ଚ୍ଚ ୨୦ ଭିତରେ ଶୀଘ୍ର କିଣି ନିଅନ୍ତୁ!

ଚଳିତ ସପ୍ତାହରେ ଇଣ୍ଡିଆନ ରେଲୱେ ଫାଇନାନ୍ସ କର୍ପୋରେସନ (IRFC)ର ଶେୟାର ଖବରରେ ଅଛି। କମ୍ପାନୀ ୧୭ ମାର୍ଚ୍ଚ, ୨୦୨୫ ରେ ବୋର୍ଡ ବୈଠକର ତାରିଖ ସ୍ଥିର...

କାହିଁକି ହୁ ହୁ ହୋଇ ବଢୁଛି ଜମିର ମୂଲ୍ୟ, ସାମ୍ନାକୁ ଆସିଲା ବଡ଼ ସତ

ଗତ କିଛି ବର୍ଷ ମଧ୍ୟରେ ରିଅଲ ଇଷ୍ଟେଟ ସେକ୍ଟରରେ ଏକ ବଡ଼ ଉନ୍ନତିର ସାକ୍ଷୀ ହୋଇଛି। କେବଳ ଫ୍ଲାଟ ନୁହେଁ, ଜମିର ମୂଲ୍ୟ ମଧ୍ୟ ଦ୍ରୁତ...

Sahara Refund: ଫେରିବ ସାହାରା ଟଙ୍କା, ନୂଆ ଲିଷ୍ଟ ଜାରି କଲା କମ୍ପାନୀ, ଆପଣଙ୍କର ଅଛି କି ନାଁ

ନୂଆଦିଲ୍ଲୀ,୧୪।୩:ସାହାରା ଇଣ୍ଡିଆରେ ନିବେଶ କରିଥିବା ନିବେଶକଙ୍କ ପାଇଁ ଆସିଛି ଏକ ବଡ଼ ଖବର । ଏହି ନିବେଶ କମ୍ପାନୀର ନିବେଶ କରିଥିବା ବ୍ୟକ୍ତିଙ୍କୁ ଖୁବଶୀଘ୍ର ଟଙ୍କା...

ମହଙ୍ଗା ମାଡରେ ଯୁଝୁଛି ଏହି ରାଜ୍ୟ, ନାଁ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୧୪।୩: ଦେଶର ଖୁଚୁରା ମୁଦ୍ରାସ୍ଫୀତି ହାର ହ୍ରାସ ପାଇଥିଲେ ମଧ୍ୟ, ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ (NSO)ର ତଥ୍ୟ ଏକ ଆଶ୍ଚର୍ଯ୍ୟଜନକ ରିପୋର୍ଟ ପ୍ରକାଶ କରିଛି। ରିପୋର୍ଟରୁ...

ମାର୍ଚ୍ଚରେ ଦେଶବ୍ୟାପୀ ଦୁଇଦିନ ବ୍ୟାଙ୍କ ବନ୍ଦ, ଆଗରୁ ସାରି ଦିଅନ୍ତୁ ସବୁ କାମ

ନୂଆଦିଲ୍ଲୀ,୧୪ା୩: ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍ (UFBU) ଗୁରୁବାର ଘୋଷଣା କରିଛି ଯେ ଏହାର ଦୁଇ ଦିନିଆ ଦେଶବ୍ୟାପୀ ଧର୍ମଘଟ ମାର୍ଚ୍ଚ ୨୪ ଏବଂ...

ଇଭି ଗାଡ଼ି ମାଲିକମାନଙ୍କୁ ସବସିଡିରେ ମିଳିଛି ₹୨୩୨.୪୫ କୋଟି ଟଙ୍କା

ଭୁବନେଶ୍ୱର,୧୪ା୩: ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ସବସିଡି ବଣ୍ଟନ ତଥ୍ୟରୁ ଜଣାପଡିଛି ଯେ ଓଡ଼ିଶାରେ ପଞ୍ଜିକୃତ ଇଲେକ୍ଟ୍ରିକ୍ ଯାନ (ଇଭି)...

ହୋଲିରେ ପୁଣି ବଢ଼ିଲା ସୁନା ଦର, କେତେ ଟଙ୍କାରେ ପହଞ୍ଚିଲା ଜାଣନ୍ତୁ…

ନୂଆଦିଲ୍ଲୀ,୧୩ା୩: ଦିଲ୍ଲୀରେ ସୁନା ଦର ଗୁରୁବାର ୧୦ ଗ୍ରାମ୍‌ ପ୍ରତି ୬୦୦ ଟଙ୍କା ବୃଦ୍ଧି ପାଇ ସର୍ବାଧିକ ୮୯,୪୫୦ ଟଙ୍କାରେ ପହଞ୍ଚିଛି। ବୁଧବାର ୯୯.୯ ପ୍ରତିଶତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image